ଭୁବନେଶ୍ୱର: ଯୁକ୍ତ ଦୁଇ ପ୍ରାକ୍ଟିକାଲ ରେକର୍ଡ ସଂଗ୍ରହ ଓ ଆଡ୍ମିଟ୍ କାର୍ଡ ପ୍ରଦାନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି ଏସ୍ଓପି । ୨୫ ତାରିଖରୁ SAMS ୱେବସାଇଟରୁ ଛାତ୍ରଛାତ୍ରୀମାନେ ଆଡମିଟ୍ କାର୍ଡ ଡାଉନ୍ ଲୋଡ୍ କରିପାରିବେ…