ମୁମ୍ୱାଇ ବୋଟ୍ ଟ୍ରାଜେଡିର ଉଦ୍ଧାରକାରୀ ଟିମର ହିରୋ ସିଆଇଏସଏଫ୍ ଯବାନ ଅମୋଲ୍ ସାୱନ୍ତଙ୍କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା । ସେ ଚିଲିକା ହ୍ରଦରେ ନେଇଥିଲେ ସ୍ୱତନ୍ତ୍ର ମେରାଇନ୍ ଟ୍ରେନିଂ । ସମୁଦ୍ର ପାଣିରୁ ଛାଣି ଆଣିଲେ ଜୀବନ ।
ରାଜସ୍ଥାନ ଜୟପୁର ବିମାନବନ୍ଦରରେ ଏହି ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଯେଉଁଠି ଜଣେ ସ୍ପାଇସଜେଟ୍ ଏୟାରଲାଇନ୍ସର ମହିଳା କର୍ମଚାରୀ ବିମାନବନ୍ଦରରେ ନିୟୋଜିତ ଥିବା ଜଣେ CISF ଯବାନଙ୍କୁ ସମସ୍ତଙ୍କ ଆଗରେ ଶକ୍ତ ଚାପୁଡ଼ା ମାରିଛନ୍ତି।
ତେଲେଙ୍ଗାନାର ୨୫ ବର୍ଷୀୟ ଯବାନ ନିଜ ସର୍ଭିସ ବନ୍ଧୁକରେ ନିଜକୁ ଗୁଳି କରିଛନ୍ତି। ତାଙ୍କୁ ତୁରନ୍ତ ପାଖ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଆପଣ ଯଦି କେନ୍ଦ୍ର ସରକାର ଅଧିନରେ ଚାକିରି କରିବାକୁ ଚାହାନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି।
ବର୍ଷେ କି ୨ ବର୍ଷ ନୁହେଁ ୨୭ ବର୍ଷ ହେଲାଣି...ଦେଶ ପାଇଁ ସହିଦ ହୋଇଗଲେ ସ୍ୱାମୀ । ହେଲେ ଆଜି ଯାଏଁ ପରିବାରକୁ ମିଳିପାରିନି ଗୋଟେ ଚାକିରି
ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ଜଣେ ବ୍ୟକ୍ତି ହୃଦ୍ଘାତରେ ପୀଡିତ ହୋଇ ଯନ୍ତ୍ରଣା ଭୋଗିବାକୁ ଲାଗିଲେ। ସେହି ବ୍ୟକ୍ତିଙ୍କ ଏଭଳି ଅବସ୍ଥା ଦେଖି CISF ଅଧିକାରୀମାନେ ସଙ୍ଗେ ସଙ୍ଗେ ଘଟଣାସ୍ଥଳକୁ ଆସି ତାଙ୍କୁ CPR ଦେଇ ତାଙ୍କ ଜୀବନ ବଞ୍ଚାଇ ଦେଲେ।
ଯବାନଙ୍କୁ ସାଲ୍ୟୁଟ୍ ମାରୁଛି ୪ ବର୍ଷର ଛୋଟ ଛୁଆ । ଗତ କିଛି ଦିନ ହେବ ସୋସିଆଲ୍ ମିଡିଆରେ ଏହି ଘଟଣାର ଭିଡିଓ ଏବେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି । କର୍ଣ୍ଣାଟକର ବେଙ୍ଗାଲୁରୁ ବିମାନବନ୍ଦରରେ ଏକ ଛୋଟ ଛୁଆ ହଠାତ୍ ଜଣେ ସି.ଆଇ.ଏସ୍.ଏଫ୍ କର୍ମଚାରୀଙ୍କୁ ଦେଖି ସାଲ୍ୟୁଟ୍ ପ୍ରଦାନ କରିଛି