Tag: Cisf Recruitment

cisf recruitment
ଦ୍ୱାଦଶ ପାସ୍ କରିଥିଲେ, CISFରେ କରନ୍ତୁ ଚାକିରି

ବେକାର ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର । କେନ୍ଦ୍ରୀୟ ଔଦୋଗିକ ସୁରକ୍ଷା ବଳ (CISF) ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । କେନ୍ଦ୍ରୀୟ ଔଦୋଗିକ ସୁରକ୍ଷା ବଳ(CISF) ପକ୍ଷରୁ କନେଷ୍ଚବଳ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାରିବେ ।

cisf recruitment
CISFରେ ନିଯୁକ୍ତି, ତୁରନ୍ତୁ କରନ୍ତୁ ଆବେଦନ

ଆପଣ CISFରେ ଚାକିରି କରିବାକୁ ଚାହୁଁଛନ୍ତି କି ? ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (CISF) ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (CISF)ରେ ହେଡ୍‌ କନେଷ୍ଟବଳ ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାରିବେ ।