ସମ୍ମିଳନୀ ପୂର୍ବରୁ ଭୁବନେଶ୍ୱର କଳାମଣ୍ଡଳ ପରିସରରେ ଅକ୍ଷରଭୂମିର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ସମ୍ମିଳନୀକୁ ସ୍ମରଣୀୟ କରିବା ଲାଗି ଖାଣ୍ଡେଲାଇଟ୍ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଭାସ୍କର୍ଯ୍ୟର ଅପୂର୍ବ ନିଦର୍ଶନ ସ୍ୱରୂପ ନିର୍ମିତ ହୋଇଛି।
କେଉଁ ମନ୍ତ୍ରୀ କେତେ ଧନୀ ? କାହା ପାଖରେ କେତେ ସୁନା, ଜମି, ଗାଡ଼ି, ବନ୍ଧୁକ ? ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସଂପତ୍ତି ତାଲିକା।
ଖଣି ଅଞ୍ଚଳ ପକ୍କା ଘର ଯୋଜନା ହିତାଧିକାରୀଙ୍କୁ ବି ଏହି ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦ୍ରୀୟ ଯୋଜନାରେ ଘର ପାଇବାରୁ ବଞ୍ଚିତ ଲୋକଙ୍କୁ ଏହି ସହାୟତା ମିଳିବ ।
ମନେପକାନ୍ତୁ, ୨ ଦିନ କଣ କହିଥିଲା ପୋଲିସ କମିଶନରେଟ୍। ରାଜଧାନୀରେ ଡିଜେ ବାଜିଲେ, ବାଣ ଫୁଟିଲେ ଜଣାଇବାକୁ ସାଧାରଣ ଲୋକଙ୍କୁ ପରାମର୍ଶ ଦେଇଥିଲା କମିଶନରେଟ ପୋଲିସ।
ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତକୁ ହିଞ୍ଜିଳି ଆରଏମସି ଛକରେ ବିରୋଧ । କଂଗ୍ରେସ କର୍ମୀ ମାନେ ରାସ୍ତା ଉପରକୁ ଆସି କଳା ପତାକା ପ୍ରଦର୍ଶନ କରିଥିବାର ଦେଖିବାକୁ ମିଳିଛି । ମମିତା ମେହେର ପ୍ରସଙ୍ଗକୁ ନେଇ ଦଳ ପକ୍ଷରୁ ବିରୋଧ କରାଯାଇଛି ।
ସିଂହଦ୍ୱାର ସମ୍ମୁଖରେ ସମସ୍ତ ବିଧାୟକମାନେ ଶୋଇପଡି ପ୍ରଣିପାତ ଜଣାଇଥିଲେ। ଏପରିକି ବିଧାୟକମାନେ ଭଜନ ଗାନ କରିବାର ଦୃଶ୍ୟ ସିଂହଦ୍ୱାର ସମ୍ମୁଖରେ ଏକ ଭିନ୍ନ ପରିବେଶ ସୃଷ୍ଟି କରିଥିଲା।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରିବା ବେଳେ ମେଡିକାଲ ଛକରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଉପରକୁ ଅଣ୍ଡା ମାଡ଼ ହୋଇଛି।
ବିଜେଡିର ମିଶ୍ରଣ ପର୍ବରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ରଣହୁଙ୍କାର ଦେଇଛନ୍ତି। ବିରୋଧୀ ଦଳମାନେ କେବଳ ମିଛ କଥା କହୁଥିବା ଅଭିଯୋଗ ଆଣି, ଯଦି କିଛି ତଥ୍ୟ ପ୍ରମାଣ ଅଛି ତେବେ କୋର୍ଟରେ ଦେବାକୁ ସେ ଆହ୍ୱାନ ଦେଇଛନ୍ତି। ସେପଟେ ଦିବ୍ୟଶଙ୍କର ମିଶ୍ର, ଜିଲ୍ଲା ମନ୍ତ୍ରୀ ଭାବେ ମୁଖ୍ୟମନ୍ତ୍ରୀଙ୍କ ସହ ଷ୍ଟେଜ୍ ସେୟାର କରିବେ ନା ନାହିଁ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି
କୁଚିଣ୍ଡାରେ BSKY ସ୍ମାର୍ଟ କାର୍ଡ ବାଣ୍ଟିବା ବେଳେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ରଖିଛନ୍ତି। ରାଜ୍ୟର ସାଢ଼େ ୩ କୋଟି ଲୋକ BSKY ଦ୍ୱାରା ଉପକୃତ ହେବେ ବୋଲି କହିଛନ୍ତି।
ଓଡ଼ିଶାରେ ହେବ ଆଉ ଏକ ବିଶ୍ୱକପ୍ । ହକିରେ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଏହି ଷ୍ଟାଡିୟମରେ ଆୟୋଜିତ ହେବ ଜୁନିୟର ହକି ବିଶ୍ୱକପ୍ । ଏଫ୍ଆଇଏଚ୍ ଓ ହକି ଇଣ୍ଡିଆର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।