• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cm Naveen Pattnaik

First World Odia Language Conference
ଆଜିଠୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ: ଓଡ଼ିଆ ଭାଷାର ହେବ ମାନସମନ୍ଥନ

ସମ୍ମିଳନୀ ପୂର୍ବରୁ ଭୁବନେଶ୍ୱର କଳାମଣ୍ଡଳ ପରିସରରେ ଅକ୍ଷରଭୂମିର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ସମ୍ମିଳନୀକୁ ସ୍ମରଣୀୟ କରିବା ଲାଗି ଖାଣ୍ଡେଲାଇଟ୍ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଭାସ୍କର୍ଯ୍ୟର ଅପୂର୍ବ ନିଦର୍ଶନ ସ୍ୱରୂପ ନିର୍ମିତ ହୋଇଛି।

Minister property details
ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସଂପତ୍ତି ତାଲିକା

କେଉଁ ମନ୍ତ୍ରୀ କେତେ ଧନୀ ? କାହା ପାଖରେ କେତେ ସୁନା, ଜମି, ଗାଡ଼ି, ବନ୍ଧୁକ ? ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସଂପତ୍ତି ତାଲିକା।

CM Naveen Patnaik’s announcements
ଘର ମରାମତି ପାଇଁ ହିତାଧିକାରୀଙ୍କୁ ମିଳିବ ସହାୟତା

ଖଣି ଅଞ୍ଚଳ ପକ୍କା ଘର ଯୋଜନା ହିତାଧିକାରୀଙ୍କୁ ବି ଏହି ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦ୍ରୀୟ ଯୋଜନାରେ ଘର ପାଇବାରୁ ବଞ୍ଚିତ ଲୋକଙ୍କୁ ଏହି ସହାୟତା ମିଳିବ ।

covid-19 norms violation
ସିଏମ୍‌ଙ୍କ ଆଗରେ ବାଣ କଟକଣାର ଉଡିଲା ଧଜିଆ

ମନେପକାନ୍ତୁ, ୨ ଦିନ କଣ କହିଥିଲା ପୋଲିସ କମିଶନରେଟ୍। ରାଜଧାନୀରେ ଡିଜେ ବାଜିଲେ, ବାଣ ଫୁଟିଲେ ଜଣାଇବାକୁ ସାଧାରଣ ଲୋକଙ୍କୁ ପରାମର୍ଶ ଦେଇଥିଲା କମିଶନରେଟ ପୋଲିସ।

Protest
ନିଜ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତକୁ ହିଞ୍ଜିଳି ଆରଏମସି ଛକରେ ବିରୋଧ । କଂଗ୍ରେସ କର୍ମୀ ମାନେ ରାସ୍ତା ଉପରକୁ ଆସି କଳା ପତାକା ପ୍ରଦର୍ଶନ କରିଥିବାର ଦେଖିବାକୁ ମିଳିଛି । ମମିତା ମେହେର ପ୍ରସଙ୍ଗକୁ ନେଇ ଦଳ ପକ୍ଷରୁ ବିରୋଧ କରାଯାଇଛି ।

ମନ୍ଦିର ଆଗରେ ବିଜେପି-ବିଧାୟକଙ୍କ ଜଣାଣ
ମୁଖ୍ୟମନ୍ତ୍ରୀଙ୍କୁ ସଦ୍‌ବୁଦ୍ଧି ଦେବାକୁ ଜଗନ୍ନାଥଙ୍କ ପାଖେ ଶରଣ ପଶିଲେ ବିଜେପି ବିଧାୟକ

ସିଂହଦ୍ୱାର ସମ୍ମୁଖରେ ସମସ୍ତ ବିଧାୟକମାନେ ଶୋଇପଡି ପ୍ରଣିପାତ ଜଣାଇଥିଲେ। ଏପରିକି ବିଧାୟକମାନେ  ଭଜନ ଗାନ କରିବାର ଦୃଶ୍ୟ ସିଂହଦ୍ୱାର ସମ୍ମୁଖରେ ଏକ ଭିନ୍ନ ପରିବେଶ ସୃଷ୍ଟି କରିଥିଲା।

Egg Hurled at CM
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତକୁ ବିରୋଧ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରିବା ବେଳେ ମେଡିକାଲ ଛକରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଉପରକୁ ଅଣ୍ଡା ମାଡ଼ ହୋଇଛି।

politics on CM Tour to Kalahandi
ଦିବ୍ୟଶଙ୍କରଙ୍କ ହୋମ୍ ଗ୍ରାଉଣ୍ଡରେ ମୁହାଁମୁହିଁ ହେବେ ଶାସକ-ବିରୋଧୀ

ବିଜେଡିର ମିଶ୍ରଣ ପର୍ବରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ରଣହୁଙ୍କାର ଦେଇଛନ୍ତି। ବିରୋଧୀ ଦଳମାନେ କେବଳ ମିଛ କଥା କହୁଥିବା ଅଭିଯୋଗ ଆଣି, ଯଦି କିଛି ତଥ୍ୟ ପ୍ରମାଣ ଅଛି ତେବେ କୋର୍ଟରେ ଦେବାକୁ ସେ ଆହ୍ୱାନ ଦେଇଛନ୍ତି। ସେପଟେ ଦିବ୍ୟଶଙ୍କର ମିଶ୍ର, ଜିଲ୍ଲା ମନ୍ତ୍ରୀ ଭାବେ ମୁଖ୍ୟମନ୍ତ୍ରୀଙ୍କ ସହ ଷ୍ଟେଜ୍ ସେୟାର କରିବେ ନା ନାହିଁ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି

Distribution of BSKY Card
ନବୀନ କହିଲେ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବ୍ୟବସ୍ଥାରେ ସାରା ଦେଶରେ ଓଡ଼ିଶା ପ୍ରଥମ

କୁଚିଣ୍ଡାରେ BSKY ସ୍ମାର୍ଟ କାର୍ଡ ବାଣ୍ଟିବା ବେଳେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ରଖିଛନ୍ତି। ରାଜ୍ୟର ସାଢ଼େ ୩ କୋଟି ଲୋକ BSKY ଦ୍ୱାରା ଉପକୃତ ହେବେ ବୋଲି କହିଛନ୍ତି।

CM Naveen Patnaik
ଓଡ଼ିଶାରେ ହେବ ଜୁନିୟର ହକି ବିଶ୍ୱକପ୍‌

ଓଡ଼ିଶାରେ ହେବ ଆଉ ଏକ ବିଶ୍ୱକପ୍ । ହକିରେ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଏହି ଷ୍ଟାଡିୟମରେ ଆୟୋଜିତ ହେବ ଜୁନିୟର ହକି ବିଶ୍ୱକପ୍ । ଏଫ୍‌ଆଇଏଚ୍ ଓ ହକି ଇଣ୍ଡିଆର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।