• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cmo

Bridge Collapsed
ଛତ୍ରବଜାର ପୋଲ ଭୁଶୁଡିବା ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ପୋଲ କାମ ଚାଲିଥିବା ବେଳେ ଆଜି ହଠାତ୍ ସାଇଡ୍ ଓ୍ବାଲ୍ ଭୁଶୁଡ଼ି ପଡ଼ିଥିଲା।

Mamita murder Case
ମମିତା ପ୍ରସଙ୍ଗରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ

ହାଇକୋର୍ଟଙ୍କୁ ଏନେଇ ଅନୁରୋଧ କରିଥିଲେ ରାଜ୍ୟ ସରକାର। ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ, ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ମୁଖ୍ୟମନ୍ତ୍ରୀ କହିଛନ୍ତି।

newspaper hawkers
ଦୁର୍ଘଟଣାରେ ମୃତ୍ୟୁ ହେଲେ ହକର୍‌ଙ୍କୁ ମିଳିବ ୨ ଲକ୍ଷ ଟଙ୍କା

ଏହି ଯୋଜନା ଅନୁଯାୟୀ ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ସମ୍ବାଦପତ୍ର ହକର୍‌ ମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ।

Tarachan Rana
ଇଞ୍ଜିନିୟରିଂ ପଢ଼ିବା ସ୍ୱପ୍ନକୁ ପୂରଣ କଲେ ମୁଖ୍ୟମନ୍ତ୍ରୀ

ଆଡମିଶନ ପାଇଁ ଆବଶ୍ୟକ ପଡ଼ୁଥିବା ଟଙ୍କା ପାଖରେ ନଥିବାରୁ ଏସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ

Mamita Murder Case
ମମିତାଙ୍କ ପରିବାର ଉପରେ ଚାପ ପକାଇ ମାମଲା କରାଯାଇଛି: ଧର୍ମେନ୍ଦ୍ର

ତ୍ୱରିତ ଶୁଣାଣି ପାଇଁ କେସ୍ କରାଯାଇଛି। ମାମଲାର ଚାର୍ଜସିଟ୍ ଦାଖଲ ହୋଇନି ହେଲେ ତ୍ୱରିତ ଶୁଣାଣି ଲାଗି ଅପିଲ ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି।

Distribution of Health Smart card
କୁଚିଣ୍ଡାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟକାର୍ଡ ବଣ୍ଟନ

ଆଜି ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I କୁଚିଣ୍ଡାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନୁଆ ସ୍ମାର୍ଟକାର୍ଡ ବଣ୍ଟନ I ବିଭିନ୍ନ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ ସହ ଶୁଭାରମ୍ଭ I ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦେଖି ବଢ଼ାଇ ଦିଆଯାଇଛି ସୁରକ୍ଷା ବ୍ୟବସ୍ଥା।

Naveen Patnaik
ନବୀନଙ୍କ ବଡ଼ ନିଷ୍ପତ୍ତି: ପ୍ରତି ପୋଲିସ୍‌ ଜିଲ୍ଲାରେ ଶିଶୁଙ୍କ ପାଇଁ ରହିବ ସ୍ୱତନ୍ତ୍ର ଥାନା

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି। ଏଣିକି ଶିଶୁଙ୍କ ପାଇଁ ରହିବ ସ୍ୱତନ୍ତ୍ର ଥାନା। ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି।