ଝାଉଁ ଓ ହେନ୍ତାଲ ବଣ ଯୋଗୁଁ ଗତ ଥର ବାତ୍ୟା ‘ଦାନା’ ପ୍ରଭାବ ପକାଇ ପାରିଲାନି। ଭିତରକନିକାରେ ଲ୍ୟାଣ୍ଡ ପରେ ଧିମେଇଥିଲା। ଏସବୁ ପରେ ବି ଯଦି କୋଣାର୍କରୁ ଝାଉଁ ବଣ କଟା ଯାଏ ତାହେଲେ ଏହାର ପ୍ରଭାବ କଣ ହେବ ସହଜରେ ଅନୁମେୟ।
କେବଳ ସାଢେ ୮ ମିଟର ଲମ୍ବ ପାରମ୍ପରିକ ଡଙ୍ଗାକୁ ଏହି କଟକଣାରୁ ବାଦ କରାଯାଇଛି। ଓଡିଶା ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗୁଞ୍ଜାମ, କୁଜଙ୍ଗ, ବାଲୁଗାଁ, ବାଲେଶ୍ବର, ପୁରୀ ମତ୍ସ୍ୟ ଅଧିକାରୀଙ୍କୁ ଚିଠି କରାଯାଇଛି।