ଓଡ଼ିଶାରେ ଜଳବାୟୁ ପରିବର୍ତ୍ତନ ଓ ବିଶ୍ୱ ତାପନରେ ନିଜର ସେଭଳି ବିଶେଷ କୌଣସି ଭୂମିକା ନଥାଇ ବି, ପରିଣାମ ଭୋଗୁଛନ୍ତି ଶହ ଶହ ସମୁଦ୍ର କୂଳିଆ ପରିବାର ।