• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cold Wave In Odisha

Odisha to Experience Severe Winter
Cold Wave In Odisha: ୨ ଦିନ ପରେ ପୁଣି ଖସିବ ପାରଦ; ପ୍ରବଳ ଶୀତରେ ଥରିବ ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା

ଆଗମୀ ୨ ଦିନରେ ରାଜ୍ୟର ସର୍ବନିମ୍ମ ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ୧୪ ତାରିଖ ଯାଏଁ ୧୦ ଜିଲ୍ଲାରେ କୁହୁଡ଼ି ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । 

Cold wave
ରାଜ୍ୟକୁ ପୁଣି ଫେରିଲା ଶୀତ; ସକାଳୁ ଘନ କୁହୁଡ଼ି ଯୋଗୁଁ ଜୀବନଯାତ୍ରା ପ୍ରଭାବିତ

ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

Cold Wave Sweeps Odisha
ଆହୁରି ୨ ଦିନ ଯାଏ ଥରାଇବ ଜାଡ଼, ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଥରାଇବ ଜାଡ଼। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

cold wave
ଆହୁରି ବଢ଼ିପାରେ ଶୀତ, ୩ରୁ ୪ ଡିଗ୍ରୀ ହ୍ରାସ ପାଇପାରେ ତାପମାତ୍ରା

ଆସନ୍ତାକାଲିଠାରୁ ୫ ତାରିଖ ମଧ୍ୟରେ ଶୀତ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୂମାନ କରିଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ହ୍ରାସ ପାଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Cold Wave
୪୮ ଘଣ୍ଟାରେ ଆହୁରି ବଢ଼ିବ ଶୀତ ! କିଛି ସ୍ଥାନରେ ବର୍ଷା ସମ୍ଭାବନା

ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ଆହୁରି ଶୀତ ବଢ଼ିପାରେ। ୪୮ ଘଣ୍ଟାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ପାରଦ। ତେବେ ୩ରୁ ୪ ଦିନ ପରେ ତାପମାତ୍ରା ସ୍ୱାଭାବିକ ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।