ରାତିର ତାପମାତ୍ରାରେ ପରିବର୍ତ୍ତନ ଆସିପାରେ । ତେବେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ ।
କୋହଲା ପାଗ, ମେଘୁଆ ଆକାଶ ଯୋଗୁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକ ତୁଳନାରେ ୨ରୁ ୩ ଡିଗ୍ରୀ ଅଧିକ ରହୁଛି ।
ବିଶ୍ୱର ଏପରି ଏକ ସହର ଅଛି, ଯେଉଁଠାରେ ବର୍ତ୍ତମାନ ତାପମାତ୍ରା ରହିଛି ମାଇନସ୍ ୫୦ ଡିଗ୍ରୀ ସେଲସିୟସ୍ । ଏହାକୁ ବିଶ୍ୱର ସବୁଠୁ ଥଣ୍ଡା ସହର ବୋଲି କୁହାଯାଏ।
ଶ୍ରୀନଗରରୁ ସିମଲା । ଦିଲ୍ଲୀରୁ କୋଲକାତା । ଅହମଦାବାଦରୁ ହାଇଦ୍ରାବାଦ ଏବଂ ମୁମ୍ବାଇରୁ ଚେନ୍ନାଇ । ପୂର୍ବରୁ ପଶ୍ଚିମ ଉତ୍ତରରୁ ଦକ୍ଷିଣ ଏବେ ସବୁଠି ହାଡ ଭଙ୍ଗା ଶୀତ ଲହରୀର ରାଜୁତି....
ଜାନୁଆରୀରେ ଭାଙ୍ଗିପାରେ ଚଳିତ ଶତାବ୍ଦୀର ରେକର୍ଡ
ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ଅସହ୍ୟ ଥଣ୍ଡାରୁ ନାହିଁ ନିସ୍ତାର: ୧୦ ଡିଗ୍ରୀ ତଳେ ରାଜ୍ୟର ୨୧ ସହର, ୨ ଡିଗ୍ରୀ ସହ ସେମିଳିଗୁଡ଼ା ସବୁଠୁ ଥଣ୍ଡା...ଦାରିଙ୍ଗିବାଡ଼ିରେ ତୁଷାରପାତ, ୫ ଜିଲ୍ଲାକୁ କାଲି ପାଇଁ ୟେଲୋ ଓ୍ୱାର୍ଣ୍ଣି ଦେଲା ପାଣିପାଗ ବିଭାଗ, ରାତିରେ ଘରୁ ନବାହାରିବାକୁ ପରାମର୍ଶ
ସୁନ୍ଦରଗଡ଼ ବଣାଇରେ ମଧ୍ୟ ଶୀତ ଲହରୀ । ପ୍ରବଳ ଶୀତ ସହ ଘନ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି । ସକାଳୁ ସକାଳୁ ଶୀତର ପ୍ରକୋପ ବଢ଼ୁଥିବାରୁ ଘରୁ ବାହାରିବା ଅସମ୍ଭବ ହୋଇପଡ଼ିଛି ।
ଆସନ୍ତା ୨ରୁ ୩ ଦିନ ଯାଏ ପାଗ ଶୁଖିଲା ରହିବା ସହ ପାଣିପାଗରେ ପରିବର୍ତ୍ତନ ନଥିବା କହିଛି ପାଣିପାଗ କେନ୍ଦ୍ର ।
କାଶ୍ମୀରରେ ଏବେ ଏମିତି ସ୍ଥିତି ଉପୁଜିଛି । ପାଇପ୍ରୁ ପାଣି ବଦଳରେ ବାହାରୁଛି ବରଫ ।
ପଞ୍ଜାବ, ହରିୟାଣା ଓ ଉତ୍ତରାଖଣ୍ଡରେ ବି ପ୍ରବଳ ଶୀତ(Cold wave)
ମୟୁରଭଂଜରେ ହାଡ଼ଭଙ୍ଗା ଜାଡ଼ । ଶିମିଳିପାଳ ଅଭୟାରଣ୍ୟ ସମୁଦ୍ର ପତନ ଠାରୁ ସର୍ବାଧିକ ଉଚ୍ଚତାରେ ରହୁଥିବା କାରଣରୁ ଏବେ ସେଠାରେ ପ୍ରବଳ ଶୀତ ଅନୁଭୂତ ହେଉଛି ।
ଆଗାମୀ ୨୪ ଘଣ୍ଟା ଭିତରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
କନ୍ଧମାଳ ଜିଲ୍ଲାରେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି । ଛୋଟ ପିଲାଠାରୁ ବୟସ୍କ ଲୋକେ ଶୀତରୁ ନିସ୍ତାର ପାଇବା ଲାଗି ନିଆଁ ଜାଳି ବସୁଥିବା ଦେଖିବାକୁ ମିଳିଛି ।
କୋରାପୁଟ ଜିଲ୍ଲାରେ ଗତ ୧୦ ଦିନ ହେଲାଣି ସକାଳ ୯ଟା ଯାଏଁ ଅସ୍ତବ୍ୟସ୍ତ କରିଦେଉଛି ଜୀବନ ।
ଗତ ୪ ଦିନ ହେଲା କୋରାପୁଟରେ ପ୍ରବଳ ଶୀତ ଅନୁଭୁତ ହେଉଛି । ସେମିଳିଗୁଡା ସମେତ ସମଗ୍ର କୋରାପୁଟ ଜିଲ୍ଲା ଶୀତରେ ଥରୁଛି ।
ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା।
ଭୁବନେଶ୍ୱର, କଟକ ସମେତ ଉପକୂଳ ଏବଂ ଅଭ୍ୟନ୍ତରୀଣ ଜିଲ୍ଲାରେ ଥଣ୍ତାର ପରିମାଣ ବଢ଼ିଛି ।
ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ ଡିଗ୍ରୀକୁ ଖସିଥିବା ବେଳେ ଫୁଲବାଣୀରେ ୧୩.୫ ଡିଗ୍ରୀ, ଭବାନୀପାଟଣାରେ ୧୪.୪ ଡିଗ୍ରୀ ଓ ଚିପିଲିମା ୧୪.୬ ଡିଗ୍ରୀକୁ ଖସିଛି ରାତି ତାପମାତ୍ରା ।
ଉତ୍ତରପୂର୍ବ ମଧ୍ୟପ୍ରଦେଶ ଓ ସମୀବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ । ଏନେଇ କେନ୍ଦ୍ରୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ଝଡ଼ବର୍ଷା ସମ୍ଭାବନା ରହିଛି ।
ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ। ଫଳରେ ଶୀତର ପ୍ରକୋପ କମିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ଫେବୃଆରୀ ୩ ତାରିଖରୁ ଆଭ୍ୟନ୍ତୀରଣ ଓଡ଼ିଶାରେ ପଶ୍ଚିମା ଝଡ଼ର ପ୍ରଭାବ ରହିବ।