• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Compulsory Retirement

Tainted additional sub collector of Nabarangpur Prasanta Rout given compulsory retirement
ଚାକିରିରୁ ବିଦା ହେଲେ ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ

ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା।

Compulsory Retirement
ଦୁର୍ନୀତିରେ ସମ୍ପୃକ୍ତି ଅଭିଯୋଗ ! ପୁଣି ବିଦା ହେଲେ ୬ ଅଧିକାରୀ

ଜଣେ ମୁଖ୍ୟଯନ୍ତ୍ରୀ, ୩ ନିର୍ବାହୀ ଯନ୍ତ୍ରୀ, ୨ ବିଇଓଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ରାଜ୍ୟ ସରକାର ଏପର୍ଯ୍ୟନ୍ତ ୧୬୪ ଜଣ ଅଧିକାରୀଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନେଇସାରିଛନ୍ତି ।

 Compulsory Retirement
 ଆଉ ୬ ସରକାରୀ ବାବୁଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତି ଓ ଅପାରଗତା ପାଇଁ ଆଉ ୬ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୬ ଅଧିକାରୀଙ୍କ ମଧ୍ୟରେ ୩ ଜଣ ନିର୍ବାହୀ ଯନ୍ତ୍ରୀ, ଜଣେ ପୋଲିସ ଇନ୍ସପେକ୍ଟର ଅଛନ୍ତି।

Addl SP Trinath Mishra Given Compulsory Retirement
ପୋଲିସ୍‌ ତାଉ ଦେଖାଇ ମାରିପିଟି ଖାଉଥିଲେ, ଏବେ ଚାକିରି ଗଲା...

ପୋଲିସ୍ କମ୍ୟୁନିକେସନ୍‌ର ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭିଜିଲାନ୍ସ ରେଡ୍‌ ବେଳେ ତ୍ରିନାଥ ମିଶ୍ରଙ୍କ ପାଖରୁ କୋଟି କୋଟି ଟଙ୍କା ମୂଲ୍ୟର କାର୍, ବାଇକ୍ ଓ ଆଖିଖୋସା ସମ୍ପତ୍ତି ମିଳିଥିଲା। 

Compulsory Retirement
ଆଉ ୫ ସରକାରୀ ଅଧିକାରୀଙ୍କୁ ବିଦା କଲେ ଓଡ଼ିଶା ସରକାର

କିଛିଦିନ ପୂର୍ବେ ରାଜ୍ୟ ସରକାର ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ଏବେ ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି।

corruption & inefficiency
୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । 5ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

8 odisha officers Given Compulsory Retirement
ରାମଚନ୍ଦ୍ର ଜେନାଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ

ରାଜ୍ୟର ଆଉ ୮ ଜଣ ଦୁର୍ନୀତିଗ୍ରସ୍ତ ଅପାରଗ ଅଧିକାରୀଙ୍କୁ ବିଦା କଲେ ସରକାର । ଦୁର୍ନୀତି ଓ ଅପାରଗତା ପାଇଁ ୮ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର । ଏମାନଙ୍କ ଭିତରେ ନିମାପଡ଼ାର ପୂର୍ବତନ ତହସିଲଦାର ରାମଚନ୍ଦ୍ର ଜେନା ଅଛନ୍ତି।