ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା।
ଜଣେ ମୁଖ୍ୟଯନ୍ତ୍ରୀ, ୩ ନିର୍ବାହୀ ଯନ୍ତ୍ରୀ, ୨ ବିଇଓଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ରାଜ୍ୟ ସରକାର ଏପର୍ଯ୍ୟନ୍ତ ୧୬୪ ଜଣ ଅଧିକାରୀଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନେଇସାରିଛନ୍ତି ।
ଦୁର୍ନୀତି ଓ ଅପାରଗତା ପାଇଁ ଆଉ ୬ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୬ ଅଧିକାରୀଙ୍କ ମଧ୍ୟରେ ୩ ଜଣ ନିର୍ବାହୀ ଯନ୍ତ୍ରୀ, ଜଣେ ପୋଲିସ ଇନ୍ସପେକ୍ଟର ଅଛନ୍ତି।
ପୋଲିସ୍ କମ୍ୟୁନିକେସନ୍ର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭିଜିଲାନ୍ସ ରେଡ୍ ବେଳେ ତ୍ରିନାଥ ମିଶ୍ରଙ୍କ ପାଖରୁ କୋଟି କୋଟି ଟଙ୍କା ମୂଲ୍ୟର କାର୍, ବାଇକ୍ ଓ ଆଖିଖୋସା ସମ୍ପତ୍ତି ମିଳିଥିଲା।
କିଛିଦିନ ପୂର୍ବେ ରାଜ୍ୟ ସରକାର ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ଏବେ ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି।
ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । 5ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।
ରାଜ୍ୟର ଆଉ ୮ ଜଣ ଦୁର୍ନୀତିଗ୍ରସ୍ତ ଅପାରଗ ଅଧିକାରୀଙ୍କୁ ବିଦା କଲେ ସରକାର । ଦୁର୍ନୀତି ଓ ଅପାରଗତା ପାଇଁ ୮ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର । ଏମାନଙ୍କ ଭିତରେ ନିମାପଡ଼ାର ପୂର୍ବତନ ତହସିଲଦାର ରାମଚନ୍ଦ୍ର ଜେନା ଅଛନ୍ତି।