• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Conflict

Padmakesarpur Village Abandoned
କେବେ ଶାନ୍ତ ପଡ଼ିବ ରାଜଧାନୀର ପଦ୍ମକେଶରପୁର ଗାଁ?

ଦୀର୍ଘ ୫ ଦିନ ଧରି ଅଶାନ୍ତ ଭୁବନେଶ୍ବରର ପଦ୍ମକେଶରୀପୁର ଗାଁ। ଶନିବାର ରାତିର ଗଣ୍ଡଗୋଳ ପରେ ଗାଁର ଅନେକ ଲୋକଙ୍କ ଘରେ ଚୁଲି ଜଳିନି କି ଗିରଫ ଭୟରେ ଘରକୁ ଫେରୁ ନାହାନ୍ତି ପୁରୁଷ ଲୋକ। ଭୟ ଓ ଆତଙ୍କ ସାଙ୍ଗକୁ ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି ଗାଁର ମହିଳା ଓ ପିଲାଛୁଆ।