• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Congress Blueprint

Congress blueprint
ଓଡ଼ିଶାରେ ସଂଗଠନ ସୁଦୃଢ କରିବାକୁ କଂଗ୍ରେସର ବ୍ଲୁ ପ୍ରିଣ୍ଟ୍

ଓଡ଼ିଶାରେ ସଂଗଠନ ସୁଦୃଢ କରିବାକୁ କଂଗ୍ରେସର ବ୍ଲୁ ପ୍ରିଣ୍ଟ୍ । ସଦସ୍ୟତା ସଂଗ୍ରହ ଅଭିଯାନକୁ ଜୋରଦାର କରିବା ପାଇଁ କଂଗ୍ରେସର ପ୍ରୟାସ । ଅଫ୍ଲାଇନ୍ ସହ ଏଣିକି ଅନ୍ଲାଇନରେ ବି ସଦସ୍ୟତା ସଂଗ୍ରହ କରାଯିବା ନେଇ ଦଳ ପକ୍ଷରୁ କୁହାଯାଇଛି । ତେବେ ବିଭିନ୍ନ ପ୍ରସଙ୍ଗକୁ ନେଇ ଧାରଣାକୁ ଓହ୍ଲାଇବ କଂଗ୍ରେସ । ତେବେ ୨ ଏପ୍ରିଲରୁ ୪ ଏପ୍ରିଲ ପର୍ଯ୍ୟନ୍ତ ଜିଲ୍ଲାସ୍ତରରେ ପ୍ରଦର୍ଶନ ଓ ୭ ଏପ୍ରିଲରେ ଭୁବନେଶ୍ୱରରେ ପ୍ରତିବାଦ କରିବ ଦଳ ।