ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆର୍ଥିକ ଅନିୟମିତତା ଘଟଣାରେ ଗିରଫ ହୋଇଥିବା ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ର ଜେଲ୍ ଯାଇଛନ୍ତି। ଯାହାକୁ ନେଇ ବିଧାୟକ ବଦ୍ରୀ ପାତ୍ରଙ୍କୁ ଟାର୍ଗେଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା !
‘୨୦୨୪ ପାଇଁ ଏକଜୁଟ୍ ନହେଲେ ଆମକୁ କେହିବି ସାହାଯ୍ୟ କରିପାରିବେନି। ଏପରିକି ଭଗବାନ ମଧ୍ୟ ସାହାଯ୍ୟ କରିପାରିବେନି।’ ରାଜ୍ୟ କଂଗ୍ରେସର ଭବିଷ୍ୟତ ନେଇ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଏଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି