ଶଶି ଥରୁରଙ୍କ ତୁଳନାରେ ଖଡଗେଙ୍କୁ ଆଠ ପ୍ରତିଶତ ଅଧିକ ଭୋଟ୍ ମିଳିଛି । ଏହାପୂର୍ବରୁ ସୀତାରାମ କେଶରୀ ଅଣଗାନ୍ଧି କଂଗ୍ରେସ ସଭାପତି ଥିଲେ ।
ଶଶି ଥରୁରଙ୍କୁ ମାତ୍ର ୧୦୭୨ ଭୋଟ୍ ମିଳିଥିବା ସୂଚନା
ଶଶି ଥରୁର୍ ନା ମଲ୍ଲିକାର୍ଜୁନ ଖଡଗେ ? କିଏ ହେବେ ସଭାପତି ? ଆଜି ଘୋଷଣା ହେବ କଂଗ୍ରେସର ନୂଆ ସଭାପତିଙ୍କ ନାଁ ।
ଅଣଗାନ୍ଧି ପରିବାରର ସଦସ୍ୟ ଆଗାମୀ ଦିନରେ ନୂଆ ସଭାପତି ହେବାକୁ ଯାଉଥିବା ବେଳେ ଥରୁରଙ୍କ ଟ୍ୱିଟ୍ ପରୋକ୍ଷରେ ସଭାପତି ପଦବୀକୁ ନେଇ ଉଠାଇଛି ପ୍ରଶ୍ନ
ଆଜି ହେଉଛି ଏଆଇସିସି ସଭାପତି ପାଇଁ ନିର୍ବାଚନ । ଦୁଇ ବରିଷ୍ଠ ନେତା ମଲ୍ଲିକାର୍ଜ୍ଜୁନ ଖଡ଼ଗେ ଓ ଶଶି ଥରୁରଙ୍କ ମଧ୍ୟରେ ହେବ ଟକ୍କର। ୯ ହଜାର ପିସିସି ପ୍ରତିନିଧିଙ୍କ ଦ୍ୱାରା ଗଠିତ ଇଲେକ୍ଟୋରାଲ୍ କଲେଜ୍ ସିକ୍ରେଟ୍ ବାଲଟ ଜରିଆରେ ସଭାପତିଙ୍କୁ ବାଛିବେ ।
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସ୍ର ଆଗଧାଡ଼ିରେ ଥିବା ବରିଷ୍ଠ ନେତା ଶଶୀ ଥରୁରଙ୍କୁ ବଡ ଝଟକା। ତାମିଲନାଡୁରେ ଦଳୀୟ ବୈଠକରେ ତାଙ୍କୁ ଯେପରି ନୈରାଶ୍ୟଜନକ ରେସ୍ପନ୍ସ ମିଳିଛି ତାହା ସମସ୍ତଙ୍କୁ ଭାବିବାକୁ ବାଧ୍ୟ କରିଛି- ଥରୁର ଏ ନିର୍ବାଚନ ଜିତିବେ ତ ?
ଆଜି ନାମାଙ୍କନ ଦାଖଲ କରିପାରନ୍ତି ଉଭୟ ନେତା । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନର ଆଜି ନାମାଙ୍କନ ଦାଖଲର ଶେଷ ଦିନ ।
ସୋନିଆଙ୍କୁ ଭେଟିବାକୁ ଦିଲ୍ଲୀରେ ପାଇଲଟ୍
ରାହୁଲ ଓ ସୋନିଆ ଗାନ୍ଧି କଂଗ୍ରେସ ସଭାପତି ନିର୍ବାଚନ ଲଢ଼ିବାକୁ ମନା କରିବା ପରେ ଏବେ ନିର୍ବାଚନ ଲଢ଼ିବାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ରାଜି ହୋଇଛନ୍ତି। ସେ କଂଗ୍ରେସର ସଭାପତି ନିର୍ବାଚନ ଲଢ଼ିବେ।
ବିରୋଧୀ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ନ କରିବାକୁ ଗେହଲଟ ମସୁଧା ଆରମ୍ଭ କରିଛନ୍ତି । ବାଚସ୍ପତି ସିପି ଯୋଶୀଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଗେହଲଟଙ୍କ ଗୋଟି ଚାଳନା କରୁଥିବା କୁହାଯାଉଛି ।
କେବଳ ଦେଶ ବୁଲିବା ନୁହେଁ ବରଂ ପ୍ରତ୍ୟେକ ଲୋକଙ୍କ ସହ ମିଶିବା ପାଇଁ ରାହୁଲ ଯୋଜନା କରୁଥିବା କୁହାଯାଉଛି ।
ରାହୁଲ ସଭାପତି ପଦ ଲାଗି ଆଦୌ ଉଚ୍ଛୁକ ନଥିବା ତାଙ୍କ ନିକଟ ମହଲରୁ ସୂଚନା ମିଳିଛି ।
ନିକଟରେ ନୂଆଦିଲ୍ଲୀରେ ସୋନିଆ ଗାନ୍ଧିଙ୍କୁ ବରିଷ୍ଠ ନେତା ଶଶି ଥରୁର୍ ଭେଟି ଥିଲେ। କଂଗ୍ରେସର ଅଧ୍ୟକ୍ଷ ରେସ୍ରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କ ନାଁକୁ ନେଇ ବି ଜୋରଦାର ଚର୍ଚ୍ଚା ହେଉଛି।
ଅକ୍ଟୋବର ୧୭ ରେ ହେବେ କଂଗ୍ରେସର ସଭାପତି ଚୟନ। କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକରଣ ୫ଜଣ ସଦସ୍ୟଙ୍କୁ ନେଇ ଗଠିତ ହୋଇଛି। ସେମାନେ ନାମାଙ୍କନପତ୍ରରୁ ପ୍ରାର୍ଥୀ ହେବା ପର୍ଯ୍ୟନ୍ତ ଏବଂ ଦଳରେ ଅଂଶଗ୍ରହଣ କରିବା ଏବଂ ସମଗ୍ର ନିର୍ବାଚନ ପ୍ରକ୍ରିୟା କରିବେ। ଜାଣନ୍ତୁ କିଏ ଏମାନେ?
ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କଂଗ୍ରେସ ସଭାପତି ନିର୍ବାଚନରେ ସାମିଲ ହୋଇପାରନ୍ତି ।