• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Congress

ରେଡ୍‌ ଭୟରେ ଖସିଲା ଆଳୁ ଦର
Potato Price: ଆଳୁ କିଲୋ ୪୫ ଟପିଲେ ଆକ୍ସନ, ବିଭିନ୍ନ ମାର୍କେଟରେ ଯୋଗାଣ ବିଭାଗର ଅତର୍କିତ ଚଢ଼ାଉ

ୟୁପିରୁ ଆସି ପହଞ୍ଚିଲା ଆଳୁ ଟ୍ରକ୍ । ବିଧାନସଭାରେ ବି ଆଳୁ ତାତି ।

ଆଗ୍ରେସିଭ୍‌ ମୁଡ୍‌ରେ ରାଜ୍ୟ ବିଜେପି
Odisha Politics: ମୋଦି-ଶାହଙ୍କ ଗସ୍ତ ପରେ ଆଗ୍ରେସିଭ୍ ମୁଡରେ ରାଜ୍ୟ BJP

ପୌର ଓ ପଞ୍ଚାୟତ ନିର୍ବାଚନ ଉପରେ ଫୋକସ୍ । ପଦ୍ମ ଧରିଲେ ଦେବୀ ମିଶ୍ରଙ୍କ ଖାସ୍ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ।

Odisha Congress
Odisha Congress: ଛିଡୁନି ରାଜ୍ୟ କଂଗ୍ରେସର ମୁଖିଆ ବଛା ଅଙ୍କ, ଦିଲ୍ଲୀରେ ଡେରା ପକାଇଛନ୍ତି ଆଶାୟୀ

କେବେ ନିଯୁକ୍ତ ହେବେ ପ୍ରଦେଶ କଂଗ୍ରେସ କମିଟି ସଭାପତି? କିଏ ହେବେ ଦୁର୍ବଳ ହୋଇପଡ଼ିଥିବା ରାଜ୍ୟ କଂଗ୍ରେସର ମଙ୍ଗୁଆଳ?

CM Mohan Majhi
Challenges Before New Government: ଆରମ୍ଭ ଶୁଭଙ୍କର, ମୋହନଙ୍କ ପାଇଁ ଆଗକୁ ପଥ ବହୁ ଦୂର

୨୦୧୮ ଓ ୨୦୨୨ ମେକ୍ ଇନ୍ ଓଡ଼ିଶା ସଂସ୍କରଣର ପ୍ରକଳ୍ପ ପ୍ରତିଶ୍ରୁତିର ଗ୍ରାଉଣ୍ଡିଂ ବା ରୂପାୟନ ହାର ଯଥା କ୍ରମେ ୪୪ ଓ ୩୩ ପ୍ରତିଶ୍ରତ ରହିଥିବାରୁ ପୂର୍ବ ସରକାରକୁ ବିଜେପି ଓ କଂଗ୍ରେସ ଦ୍ୱାରା ସମାଲୋଚିତ ହେବାକୁ ପଡିଥିଲା । ଆସନ୍ତା ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସଂସ୍କରଣର ଶତ ପ୍ରତିଶତ ରୂପାୟନ କରିପାରିଲେ ତାହା ବିରୋଧୀଙ୍କ ମୁହଁରେ ଲଗାମ ଲଗାଇ ପାରିବ । ଅନ୍ୟଥା ବିରୋଧୀମାନେ ସମାନ ମୁଦ୍ରାରେ ସମାଲୋଚନାକୁ ପରିଶୋଧ କରିବା ପାଇଁ ପଛାଇବେ ନାହିଁ ।

ଆସନ୍ତା ୧୫ ଦିନରେ ସରିଯିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ ପ୍ରକ୍ରିୟା।
Subhadra Yojana: କମ୍ ରେଜିଷ୍ଟ୍ରେସନ ଓ ଅଧିକ ଫର୍ମ ଖାରଜ ଅଞ୍ଚଳକୁ ଫୋକସ୍

କମ୍ ରେଜିଷ୍ଟ୍ରେସନ ଓ ଅଧିକ ଫର୍ମ ଖାରଜ ଅଞ୍ଚଳକୁ ଫୋକସ୍ । ଆଦିବାସୀ ଅଞ୍ଚଳକୁ ବେଶୀ ଫୋକସ୍ ଦିଆଯାଉଛି- ଉପ-ମୁଖ୍ୟମନ୍ତ୍ରୀ ।

କୋହଳ ହେଲା ଆବାସ ଯୋଜନା ଯୋଗ୍ୟତା ମାନଦଣ୍ଡ। ଏଣିକି ବାଇକ୍, ଫ୍ରିଜ୍ କିମ୍ବା   ଲ୍ୟାଣ୍ଡଫୋନ୍ ଥିଲେ ବି ମିଳିବ ଆବାସ।
PMAY: ଖୁସି ଖବର ! ବାଇକ୍-ଫ୍ରିଜ୍-ଲ୍ୟାଣ୍ଡଫୋନ୍ ଥିଲେ ବି ମିଳିପାରେ ଆବାସ..

ସବୁ ଜିଲ୍ଲାପାଳଙ୍କ ପାଖକୁ ପଠାଗଲା ନୂଆ ଗାଇଡଲାଇନ୍ । ଘରେ ଥାଇ ଅନଲାଇନରେ ଜାଣି ହେବ ଆବେଦନପତ୍ର ଷ୍ଟାଟସ୍ ।

Dumping yard
Dumping Yard: ଡମ୍ପିଂୟାର୍ଡ ସ୍ଥାନାନ୍ତର ପ୍ରସଙ୍ଗରେ ଘେରୁଥିଲା ବିଜେପି ଏବେ ଘେରୁଛି କଂଗ୍ରେସ

ରାଜଧାନୀ ଭୁବନେଶ୍ୱରର ଗାଡକଣ ମୌଜା ସୈନିକ ସ୍କୁଲ ନିକଟରେ ଆଜି ଯେଉଁ କୃତ୍ରିମ ଆକାଶଛୁଆଁ ଆବର୍ଜନାର ପାହାଡ ଦେଖାଯାଉଛି ପ୍ରାୟ ୨୦ ବର୍ଷ ତଳେ ଠିକ ସେତିକି ଗଭୀରର ଏକ ପୋଖରୀ ଦେଖାଯାଉଥିଲା । ସେହି ସ୍ଥାନକୁ ଖୋଳି, ପଥର କାଟି ନେଇଯିବା ଫଳରେ ବିରାଟ ଖାଲ ହେବା ଏବଂ ବର୍ଷାପାଣି ଜମା ହୋଇ ପୋଖରୀର ରୂପ ନେଇଥିଲା ।

Priyanka
Priyanka Gandhi Vadra Oath: ସଂସଦରେ ପ୍ରବେଶ କଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା; ‘ସମ୍ବିଧାନ ବହି’ ଧରି ନେଲେ ଶପଥ

ଲୋକସଭା ସାଂସଦ ଭାବେ ଶପଥ ନେଲେ କଂଗ୍ରେସ ସାଧାରଣ ସଂପାଦିକା ପ୍ରିୟଙ୍କା ଗାନ୍ଧି ଭଦ୍ରା। ବାଚସ୍ପତି ଓମ୍ ବିର୍ଲା ପ୍ରିୟଙ୍କାକୁ ଶପଥ ପାଠ କରାଇଛନ୍ତି। ହାତରେ ସମ୍ବିଧାନର କପି ଧରି ହିନ୍ଦୀରେ ଶପଥ ନେଇଛନ୍ତି ପ୍ରିୟଙ୍କା ।

Subhadra Scheme
Subhadra Yojana: ୨୦୨୫ ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଡେଡଲାଇନ୍

୮ ତାରିଖରେ ମିଳିବ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା । ମିଡିଆ ରିପୋର୍ଟ ପରେ ବଣ୍ଡା ଘାଟି ନେଇ ଚେତିଲା ପ୍ରଶାସନ ।

ସୁଜାତା ପାଣ୍ଡିଆଙ୍କ ଛୁଟି କ୍ୟାନ୍‌ସଲ
BIG Breaking: ସୁଜାତା ପାଣ୍ଡିଆନଙ୍କ ଛୁଟି ଅଗ୍ରାହ୍ୟ କଲେ ମୋହନ ସରକାର

ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୭ରୁ ଚାକିରିରେ ଯୋଗଦେବାକୁ ପରାମର୍ଶ ଦେଇଛନ୍ତି ସରକାର ।

winter session
Odisha Assembly Winter Session: ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଶାସକ ଦଳକୁ ଘେରିବାକୁ ପ୍ରସ୍ତୁତ ବିରୋଧୀ

ଆଜିଠୁ ବିଧାନସଭାର ଶୀତ ଅଧିବେଶନ। ଏଥିପାଇଁ ୩ ଦଳ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍। ସରକାରଙ୍କୁ ଘେରିବାକୁ ପ୍ରସଙ୍ଗ ବାଛି ସାରିଲେଣି ବିରୋଧୀ ।

ବବିଙ୍କ ଭାଇ ଲଲଙ୍କ ନାଁରେ ପୋଲିସ ଯୋଡ଼ିଲା ଆଉ ୩ ମାମଲା
Dharamshala MLA Attack: ରହସ୍ୟ ଭେଦୁଛି କ୍ରାଇମବ୍ରାଞ୍ଚ, ଗ୍ରାଉଣ୍ଡ ଜିରୋରେ ପ୍ରମାଣ ଘାଣ୍ଟିଲା ୬ ଜଣିଆ ଟିମ୍

ବବିଙ୍କ ଭାଇ ଲଲଙ୍କ ନାଁରେ ପୋଲିସ ଯୋଡ଼ିଲା ଆଉ ୩ ମାମଲା । ଆହୁରି ତେଜିଲା ରାଜନୈତିକ ବୟାନବାଜି ।

Winter Session
Odisha Assembly: କାଲିଠାରୁ ବିଧାନସଭା, ସରଗରମ ରହିବ ଗୃହ; ଉଠିବ ଅନେକ ପ୍ରସଙ୍ଗ

ସରଗରମ ହେବ ଶୀତ ଅଧିବେଶନ .. ପ୍ରସଙ୍ଗ ବାଛି ପ୍ରସ୍ତୁତ ବିରୋଧୀ ।

Dharamshala MLA Attack
Dharamshala MLA Attack: ବବିଙ୍କ ଭାଇ ଲଲଙ୍କ ନାଁରେ ଆଉ ୩ ମାମଲା, ଗୁଣ୍ତାରାଜ୍‌ରେ ଭୟଭୀତ କି ଅଞ୍ଚଳବାସୀ !

ବବି ଦାସଙ୍କ ଭାଇ ଲଲଙ୍କ ନାଁରେ ଯୋଡ଼ି ହେଲା ଆଉ ୩ ମାମଲା । ଯାଜପୁର ଟାଉନ ଥାନା ପୋଲିସ ଏହି ୩ ମାମଲା ଯୋଡ଼ିଛି। ।

Gandhi Family
Nehru-Gandhi Family Shines: ଭାରତ ଇତିହାସରେ ପ୍ରଥମ, ସଂସଦରେ ନେହରୁ-ଗାନ୍ଧୀ ପରିବାରର ୩ ସଦସ୍ୟ

ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।

ପ୍ରଭାବ ପଡିଲାନି ଓଡ଼ିଶା ନେତାଙ୍କ ପ୍ରଚାର
Jharkhand Election 2024: ଝାଡଖଣ୍ଡରେ ହାରିଲେ ଓଡିଶା ନେତା, କାମ ଦେଲାନି ପ୍ରଚାର

ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଓଡିଶାର ନେତାମାନେ ପ୍ରଚାରରେ ଏଥର ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ । ଉଭୟ ବିଜେପି ଓ କଂଗ୍ରେସ ନେତାମାନେ ପ୍ରଚାର କରୁଥିଲେ ଝାଡଖଣ୍ଡ ମଇଦାନରେ । କିନ୍ତୁ ଏହି ନେତାମାନେ ଭୋଟରଙ୍କ ମନ ଜିଣିପାରିନଥିବା ଚର୍ଚ୍ଚା ହେଉଛି ।

ଯାଜପୁରରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା
Jajpur Politics: ଉଷ୍ମ ହେଉଛି ଯାଜପୁର ରାଜନୀତି ! ଆଇନ ଶୃଙ୍ଖଳା ସ୍ଥିତି ଆଶଙ୍କା...

ଯାଜପୁର ଟାଉନ ଥାନା ଓ ବିରଜା ହାଟ ଅଞ୍ଚଳରେ ୧୬୩ ଜାରି । ଶାନ୍ତି ରକ୍ଷା ଲାଗି ସହରରେ ୪୦ ପ୍ଲାଟୁନ ଫୋର୍ସ ମୁତୟନ ।

ମହାରାଷ୍ଟ୍ର ରାଜନୀତିର ଚର୍ଚ୍ଚିତ ବ୍ୟକ୍ତିତ୍ୱ
Maharastra Politics:ରାଜନୀତିରେ ଚର୍ଚ୍ଚିତ କାଳିଦାସ, ଗିନିଜ୍‌ ବୁକ୍ ଅଫ୍ ୱାର୍ଲଡ ରେକର୍ଡସରେ ସ୍ଥାନ ପାଇବାକୁ ଲକ୍ଷ୍ୟ

୯ ଥର ବିଧାୟକ ହୋଇଥିବା କାଳିଦାସ ଦୁଇଥର ବିଜେପିରୁ, ଦୁଇଥର କଂଗ୍ରେସରୁ ଓ ୫ ଥର ଶିବସେନା ପକ୍ଷରୁ ପ୍ରାର୍ଥୀ ହୋଇ ଜିତିଛନ୍ତି । ୧୯୯୦ ମସିହାରୁ ସେ ଜିତି ଆସୁଛନ୍ତି, କେବେ ନିର୍ବାଚନରେ ହାରିନାହାନ୍ତି । ସେ ସିନା ଦଳ ବଦଳାଉଛନ୍ତି, ଭୋଟର କିନ୍ତୁ ତାଙ୍କୁ ଛାଡୁନାହାନ୍ତି । ଆସ୍ଥା ପ୍ରକଟ କରୁଛନ୍ତି । ସେ ଗିନିଜ୍‌ ବୁକ୍ ଅଫ୍ ୱାର୍ଲଡ ରେକର୍ଡସରେ ସ୍ଥାନ ପାଇବାକୁ ଲକ୍ଷ୍ୟ ରଖିଛନ୍ତି ।

ରାହୁଲଙ୍କୁ ‘ମନ୍ତ୍ରୀ’ଙ୍କ କଟାକ୍ଷ
Maharashtra Election Results: ମହାରାଷ୍ଟ୍ରରେ ପରାଜୟ ପରେ ରାହୁଲଙ୍କୁ ଟ୍ରୋଲ୍‌ କଲେ ଗୁଜରାଟର ମନ୍ତ୍ରୀ, କହିଲେ...

ମହାରାଷ୍ଟ୍ରରେ କଂଗ୍ରେସର ଶୋଚନୀୟ ପ୍ରଦର୍ଶନ ପରେ ସୋସିଆଲ ମିଡିଆରେ କଂଗ୍ରେସକୁ ଓ ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କରିଛନ୍ତି ସୁରଟର ବିଧାୟକ ତଥା ଗୁଜରାଟର ଗୃହ ରାଷ୍ଟ୍ରମନ୍ତ୍ରୀ ହର୍ଷ ସାଙ୍ଗଭୀ ।

କାହାର ହେବ ମହାରାଷ୍ଟ୍ର ? ଖୋଲିଲା ଇଭିଏମ୍
Maharashtra Assembly Election Results 2024: ଖୋଲିଲା EVM, ଆରମ୍ଭ ହେଲା ଗଣତି

ବୁଥ୍ ବାହୁଡ଼ାର ମତ ଅନୁସାରେ ମହାରାଷ୍ଟ୍ରରେ ‘ମହାୟୁତି’କୁ ସ୍ପଷ୍ଟ ବହୁମତ ମିଳୁଥିବା ଅଧିକାଂଶ ଏଗଜିଟ ପୋଲରେ ଜଣାପଡିଛି।

ଭୋଟଗଣତି ପୂର୍ବରୁ ମହାରାଷ୍ଟ୍ରରେ ଛକାପଞ୍ଝା
Maharastra Politics: ବଢୁଛି ନେତାଙ୍କ ଉତ୍କଣ୍ଠା, ବିଜୟୀଙ୍କୁ ଏକାଠି ରଖିବାକୁ ଜବରଦସ୍ତ ଯୋଜନା

ଭୋଟଗଣତି ସରୁସରୁ ଦଳର ନିର୍ବାଚିତ ପ୍ରାର୍ଥୀମାନେ କେମିତି ଶୀଘ୍ର ମୁମ୍ବାଇରେ ପହଞ୍ଚିପାରିବେ, ସେ ନେଇ ବ୍ୟବସ୍ଥା କରାଯାଇଛି । ଏପରିକି ଅନେକଙ୍କ ପାଇଁ ହେଲିକପ୍ଟର ବ୍ୟବସ୍ଥା କରାଯାଇଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି ।

ଭୋଟଗଣତି ହୋଇନି ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା
Maharastra Politics: କିଏ ହେବ ମୁଖ୍ୟମନ୍ତ୍ରୀ, କଂଗ୍ରେସ ଓ ଶିବସେନା(ଉଦ୍ଧବ ଠାକରେ) ମଧ୍ୟରେ କଥା କଟାକଟି

ମହାରାଷ୍ଟ୍ରରେ ଭୋଟଗଣତି ହୋଇନାହିଁ । କିଏ କେତେ ଆସନ ପାଇବ ଜଣାପଡିନାହିଁ । ତା ପୂର୍ବରୁ ଦୁଇ ଦଳ ମଧ୍ୟରେ ଆରମ୍ଭ ହୋଇଗଲାଣି ବୟାନବାଜି । ସରକାରର ନେତୃତ୍ୱ ନେବ କିଏ ? କିଏ ପିନ୍ଧିବ ମୁଖ୍ୟମନ୍ତ୍ରୀ ମୁକୁଟ ?

BJD MLA Badri Narayan Patra Criticises Own Party Leaders
Badri Narayan Patra Criticises Own Party Leaders: ବିଜେଡି ନେତାଙ୍କ ଦମ୍ଭୋକ୍ତିକୁ ଭାଙ୍ଗିଦେଲେ BJD ବିଧାୟକ; କହିଲେ-ନେତାଙ୍କ ମତି ବିଭ୍ରାଟ ହେଲାଣି...

ବିଜେଡି ସରକାରକୁ ଫେରିବା ବୟାନବାଜିକୁ ନେଇ ବଦ୍ରି ପାତ୍ରଙ୍କ କଟାକ୍ଷ । ଯେଉଁମାନେ କହୁଛନ୍ତି ସେମାନଙ୍କର ମତି ବିଭ୍ରାଟ ହୋଇଛି ଏବଂ ସେମାନେ ଅଧିକ ନିନ୍ଦିତ ହେଉଛନ୍ତି ବୋଲି ବଦ୍ରି ପାତ୍ର କହିଛନ୍ତି । 

Election
Maharashtra Jharkhand Assembly Election: ମହାରାଷ୍ଟ୍ରରେ ପ୍ରଥମ, ଝାଡଖଣ୍ତରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍

ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ପାଇଁ ପଡ଼ିବ ଭୋଟ । ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ହେବ ଭୋଟିଂ ।

ଆଉ ନାହାଁନ୍ତି ସମୀର ଦେ ।
Samir Dey: ପରଲୋକରେ ସମୀର ଦେ, କଟକରୁ ୩ ଥରର ବିଧାୟକ

ଚିକିତ୍ସାଧୀନ ଅବସ୍ଥାରେ କଟକର ଘରୋଇ ହସ୍ପିଟାଲରେ ଦେହାନ୍ତ । ସମୀରଙ୍କ ଦେହାନ୍ତରେ ରାଜନୈତିକ ମହଲରେ ଶୋକର ଛାୟା ।