ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ନୂଆହାଟ ସ୍ଥିତ ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟର ୪୫ ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅଥିତି ଭାବେ ଯୋଗଦେଇଥିବା ବେଳେ ଆଇନ ମନ୍ତ୍ରୀ ଏହା କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ ବିଜେଡି-ବିଜେପି ସହ କଂଗ୍ରେସ ବି ବିରୋଧ କରୁଛି ।
୩ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ପ୍ରସାଦ ସାମିଲ ହେବେ । ବିଜେଡିର ୨ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ପ୍ରଫୁଲ୍ଲ ଘଡେଇଙ୍କୁ ନିମନ୍ତ୍ରଣ ।
ଆଗକୁ ବିଜେପି ଯାଇପାରନ୍ତି ଆହୁରି ବହୁ କର୍ପୋରେଟର ! ମଧ୍ୟ ଭୁବନେଶ୍ବରରେ ତେଜୁଛି ଶଙ୍ଖ ଦଳରେ ଅସନ୍ତୋଷ ।
ଶାକରୁ ରାଜନେତା ପାଲଟି ଗତ ସାଧାରଣ ନିର୍ବାଚନ ବେଳେ ଦଳକୁ ଢେର ବଳ ଦେଇଥିବା କଂଗ୍ରେସକୁ ବାୟ ବାୟ କରିଛନ୍ତି ଏକଦା ଦଳର ପ୍ରଚାର କମିଟି ଅଧ୍ୟକ୍ଷ ଥିବା ବରିଷ୍ଠ ନେତା ବିଜୟ ପଟ୍ଟନାୟକ।
କଂଗ୍ରେସରୁ ଇସ୍ତଫା ଦେବା ପରେ OTVକୁ ଏକ ସାକ୍ଷାତକାର ଦେବା ଅବସରରେ ଅନେକ ଖୁଲାସା କରିଛନ୍ତି ବିଜୟ ପଟ୍ଟନାୟକ। ଜାଣିବା ପାଇଁ ପଢ଼ନ୍ତୁ।
ନୂଆ ଷ୍ଟିୟରିଂ କମିଟିରେ ନାହାନ୍ତି ତାରା, ନରସିଂହ, ନିରଞ୍ଜନ, ପ୍ରସାଦଙ୍କ ଭଳି ଅଭିଜ୍ଞ ।
ସବୁ ପ୍ରତିଶ୍ରୁତି ପାଳନ କରିବ ବିଜେପି ସରକାର କହିଲେ ମୁଖ୍ୟମନ୍ତ୍ରୀ । ବିରୋଧୀଙ୍କୁ ପରୋକ୍ଷରେ ବି ତୀର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ମନ୍ତ୍ରୀ ନବ ଦାସ, ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାର ହେବ ପୁନଃ ତଦନ୍ତ । ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ପୁନଃ ତଦନ୍ତ ନେଇ ଆଇନମନ୍ତ୍ରୀଙ୍କ ସୂଚନା ।
କଟାକ୍ଷ କରି ବିଜେପି କହିଛି, ପୂର୍ବରୁ ଦଳୀୟ ନେତାଙ୍କୁ ପଚାରୁ ନଥିବା ନବୀନ ଏବେ ଗଡ ଭୁଶୁଡୁଥିବା ଦେଖି ଘନ ଘନ ବୈଠକ କରୁଛନ୍ତି।
ଟାମ୍ପରିଂ ହେଲା ୫୧ଟା ସିଟ୍ ପାଇଲେ କେମିତି। ଗତ ୨୪ ବର୍ଷରେ ବିଜେଡି କେତେ ଥର ଇଭିଏମ ଗଣ୍ଡଗୋଳ କରିଛି କହୁ ବୋଲି କହିଛି ବିଜେପି।
'ମମତାଙ୍କ ସାଂସଦ ପାଣ୍ଠିକୁ ନିଜ ଜିଲ୍ଲାରେ ଖର୍ଚ୍ଚ କରିବାକୁ ଯୋଜନା କରିଥିଲେ ବବି । ହେଲେ ମମତା କ୍ୟାନସଲ କରିବା ପରେ ବଢ଼ିଥିଲା ବିବାଦ ।'
ECIଙ୍କ ନିକଟରେ ସତ୍ୟପାଠ ଦାଖଲ କରି ଦର୍ଶାଇଛି ଦଳ । କୌଣସି ପ୍ରାର୍ଥୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ ଦେଇନି କଂଗ୍ରେସ ।
ମମତାଙ୍କ ଅଭିଯୋଗ ନେଇ ପ୍ରଣବ ପ୍ରକାଶ ଦାସ କିମ୍ବା ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ନବୀନ ସରକାରରେ ୨୦୧୮ ଅଗଷ୍ଟ ୧୫ରେ ଆରମ୍ଭ ହୋଇଥିବା BSKY ବଦଳରେ କିଭଳି ଲାଗୁହେବ ଦୁଇ ଦୁଇଟି ଯୋଜନା ? କେଉଁ ହିତାଧିକାରୀ କେଉଁ ଯୋଜନାରେ ଅନ୍ତର୍ଭୁକ୍ତ ହେବେ? ଉଭୟ ଯୋଜନାର ହିତାଧିକାରୀଙ୍କୁ ମିଳିବ ତ’ ସମାନ ଫାଇଦା ? ଏବେ ଲୋକଙ୍କ ମନରେ ଏହି ପ୍ରଶ୍ନ।
ବରପୁତ୍ର ମାନଙ୍କୁ ଆମେ ସମ୍ମାନ ଦେଉ। କେବଳ ଜଣଙ୍କ ନାଁରେ ବହୁ ଯୋଜନା କରିଦେଲେ ଓଡ଼ିଆ ଅସ୍ମିତା ପଛରେ ପଡ଼ିଯିବ।
୨୪ ବର୍ଷ ବିଜେଡି ସରକାରର ଗୁମର ଫିଟାଇ ନିଶାନା । ଡିସେମ୍ବର ୨୦୨୫ ସୁଦ୍ଧା ସବୁ ଘରକୁ ପାଣି-ପଞ୍ଚାୟତିରାଜ ମନ୍ତ୍ରୀ ।
ପୋଲାଭରମ ପ୍ରସଙ୍ଗ ଉପରେ ବି ପ୍ରତିକ୍ରିୟା ରଖି କହିଛନ୍ତି, ଦିଲ୍ଲୀରେ ପୋଲାଭରମ ପ୍ରସଙ୍ଗ ଉପରେ ଏବଂ ଆମ ଦାବିକୁ ଦୋହରାଇଛୁ। ଆଗାମୀ ଦିନରେ ଅଧିକାରିସ୍ତରୀୟ ଏବଂ ମୁଖ୍ୟମନ୍ତ୍ରୀ ସ୍ତରୀୟ ବୈଠକ ବସି ଆଲୋଚନା କରିବା ସହ ସମାଧାନର ବାଟ ବାହାର କରିବୁ।
ପରାଜୟ ପାଇଁ ପାଣ୍ଡିଆନଙ୍କୁ ଦାୟୀ କରି ଦଳ ଛାଡ଼ିଲେ ବଡ଼ ଗୋଷ୍ଠୀ । କଟକରେ ବି ୨ ଗୋଷ୍ଠୀ ଗୋହି ଖୋଳାଖୋଳି ।
ଗୃହ ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀ କାହିଁକି ବାହାରେ ଘୋଷଣା କଲେ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ତାରା ବହିନୀପତି ।
ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଆରମ୍ଭ ହେବ । ଏଥିପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ ହୋଇଛି । କଟକ ଏସ୍ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ରହିଛି । ଏବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି ।
ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ ।
ରାଜ୍ୟପାଳଙ୍କ ପୁଅ ବିବାଦ ପ୍ରସଙ୍ଗରେ ସ୍ପଷ୍ଟୀକରଣ ସତ୍ତ୍ୱେ ନଛୋଡ଼ବନ୍ଧା ବିଜେଡି । ସର୍ବଦଳୀୟ ବୈଠକ ଫେଲ୍ ।