ଛତିଶଗଡ଼, ପଞ୍ଜାବ, ରାଜସ୍ଥାନ, ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ରାହୁଲଙ୍କ ନେତୃତ୍ୱରେ ଦଳକୁ ସଫଳତା ମିଳିଥିଲା ।
କେମିତି ପୂର୍ବଗୌରବ ଫେରି ପାଇବ କଂଗ୍ରେସ? କେମିତି କରିବ ବିଜେପିର ମୁକାବିଲା?
କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ଦିଲ୍ଲୀରୁ ଫେରିବା ବେଳେ ତାଙ୍କ ସହ ଥିଲେ ବିଜୟ ପଟ୍ଟନାୟକ । ଉଭୟ ଦୀର୍ଘ ସମୟ ଧରି ବିମାନବନ୍ଦର ଲବିରେ କଥାବାର୍ତ୍ତା ହେଉଥିବା ମଧ୍ୟ ଦେଖାଯାଇଥିଲା ।
ଦରବୃଦ୍ଧି ନିଷ୍ପତ୍ତିରୁ କେନ୍ଦ୍ର ସରକାର ନ ଓହରିଲେ, ଆଗାମୀ ଦିନରେ ଓଡ଼ିଶାକୁ କେନ୍ଦ୍ର ମନ୍ତ୍ରୀ ଆସିଲେ ବିରୋଧ ସହିତ ଅଣ୍ଡାମାଡ଼ କରାଯିବ ବୋଲି ଚେତାଇ ଦେଇଛି ଛାତ୍ର କଂଗ୍ରେସ ।
ଭୁବନେଶ୍ୱରରେ ଯେଉଁ ଅଙ୍କ ଛିଡ଼ି ପାରିଲାନି ସେହି ଅଙ୍କ ଦିଲ୍ଲୀରେ ଛିଡାଇବାକୁ ହାଇକମାଣ୍ଡ ସ୍ଥିର କରିଛନ୍ତି। ସେଠାରେ କାହା ନାଁ ରେ ମୋହର ଲାଗୁଛି ତା’ଉପରେ ସମସ୍ତଙ୍କ ନଜର ରହିଛି।
ପିସିସି ସଭାପତି ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ରାଜ୍ୟ କଂଗ୍ରେସର ବରିଷ୍ଠ ନେତା ଓ ବିଧାୟକ । ଆଜି ଭୁବନେଶ୍ୱରରୁ ଦିଲ୍ଲୀକୁ ଯାଇଛନ୍ତି ଦଳର ବରିଷ୍ଠ ନେତା ଓ ବିଧାୟକ
ନବରଙ୍ଗପୁର ଝରିଗାଁ ବିଧାୟକ ପ୍ରକାଶ ମାଝୀଙ୍କ ବିରୋଧରେ ଆସିଥିବା ଯୌନ ଶୋଷଣ ଏବଂ ଭୃଣହତ୍ୟା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଏଭଳି କହିଛନ୍ତି ବିଧାୟକ ତାରା ପ୍ରସାଦ ବିହିନୀପତି ।
ପାପଡ଼ାହାଣ୍ଡି ବ୍ଲକରେ ବିଭିନ୍ନ ଦୂର୍ନୀତିମୂଳକ କାର୍ଯ୍ୟ ଅଭିଯୋଗ ଆଣି କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଥିଲା ।
ବିଜେଡି ଚାହୁଁନି ସଭାପତି ପଦବୀରେ ଜଣେ ଶକ୍ତିଶାଳୀ ଲୋକ ବସୁ । ତେଣୁ ଲବି କରି ଦୁର୍ବଳ ଲୋକ ବସେଇବା ପାଇଁ ଯୋଜନା ହୋଇଛି ।
ରଙ୍ଗାରଙ୍ଗ୍ ଲାଇଟ୍... ହାଇ ଭଲ୍ୟୁମ୍ ମ୍ୟୁଜିକ୍... ପୂରାପୂରି ପାର୍ଟି ମୁଡ୍... କାଠମାଣ୍ଡୁର ଏକ ନାଇଟ କ୍ଲବରେ କଂଗ୍ରେସର ଯୁବରାଜ ରାହୁଲ ଗାନ୍ଧି ତେବେ କଂଗ୍ରେସ ପାର୍ଟି
କଂଗ୍ରେସ ବିଧାୟକ ଦଳ ମୁଖ୍ୟ ସଚେତକ ପଦରୁ ସେ ଇସ୍ତଫା ଦେଇଥିବା ନେଇ ସ୍ପଷ୍ଟ କରିଛନ୍ତି ।
ରାଜ୍ୟ କଂଗ୍ରେସରେ ଘଡିକେ ଘୋଡା ଛୁଟୁଛି। ଦିଲ୍ଲୀ ପହଞ୍ଚିଛି ରାଜ୍ୟ କଳି। ହାଇକମାଣ୍ଡଙ୍କ ପାଖରେ ପହଞ୍ଚି ଲବି ଆରମ୍ଭ କରିଛନ୍ତି ବିଭିନ୍ନ ଗୋଷ୍ଠୀ। ପ୍ରଭାରୀ ଚେଲା କୁମାର ଦୁଇ ଦିନ ଧରି ଦଳୀୟ କର୍ମୀ ଓ ବିଧାୟକଙ୍କ ମତାମତ ନେଇ ଦିଲ୍ଲୀରେ ପହଞ୍ଚିବା ପୂର୍ବରୁ ସେଠାରେ ରୁଣ୍ଡ ହୋଇଛନ୍ତି ଦଳର ଛାମୁଆ ନେତା।
୨୦୧୯ ନିର୍ବାଚନର ଟିକେଟବଣ୍ଟା ଓ ଫଳାଫଳ ଉପରେ ଯେଉଁମାନେ ବିବୃତ୍ତି ଦେଇଥିଲେ ତାହା ଦଳର ଗାରିମା ବଢ଼ାଇଛି କି ?
କଂଗ୍ରେସ ଦଳ ମୁଖ୍ୟ ସଚେତକ ପଦରୁ ତାରା ବାହିନୀପତି ଇସ୍ତଫା ଦେଇଥିବା କୁହାଯାଉଛି।
ଭୁବନେଶ୍ୱର କଂଗ୍ରେସ ଭବନ ସମ୍ମୁଖରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଖଣ୍ଡା ବୁଲାଇ ଥିବା ଦେଖିବାକୁ ମିଳିଛି।
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ କାରଣ ଦର୍ଶାଅ ନୋଟିସର ଜବାବ ରଖିଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ଆଜି କଂଗ୍ରେସ ଭବନକୁ ଆସି ଲିଖିତ ଭାବେ ଉତ୍ତର ଦାଖଲ କରିଛନ୍ତି ସୁର ରାଉତରାୟ।
ପ୍ରଶାନ୍ତ କିଶୋରଙ୍କୁ ପାର୍ଟିରେ ସାମିଲ କରିବାରେ ଅସଫଳ ହେବା ପରେ କଂଗ୍ରେସର ଏହି ଉଦ୍ୟମକୁ ବିଜେପି ସମାଲୋଚନା କରିଛି। ‘ପାର୍ଟି(କଂଗ୍ରେସ)ର ଏଜେଣ୍ଡା ହେଉଛି “ପରିବାର ବଚାଓ” ନା କି “ପାର୍ଟି ବଚାଓ” ବୋଲି ବିଜେପି ବ୍ୟଙ୍ଗୋକ୍ତି କରିଛି
କୌଣସି କ୍ଷମା ପ୍ରାର୍ଥନା କରିବେ ନାହିଁ ବୋଲି ରୋକ୍ଠୋକ୍ କହିଛନ୍ତି ସୁର ।
ଖୁବ ଶୀଘ୍ର ରାଜ୍ୟ କଂଗ୍ରେସକୁ ମିଳିବ ନୂଆ ମୁଖିଆ । ଏଥିପାଇଁ ୱାନ ଟୁ ୱାନ ଆଲୋଚନା କରୁଛନ୍ତି ପ୍ରଭାରୀ ଚେଲା କୁମାର । ତିନୋଟି ନାଁ କୁ ନେଇ ହେଉଛି ଜୋରଦାର ଚର୍ଚ୍ଚା ।
ତୃଣମୂଳ ସ୍ତରରେ ସଂଗଠନ ମଜଭୁତ ହେବା ଦରକାର, ଦଳରେ ସାମିଲ୍ ହେବାକୁ ସୋନିଆ ଗାନ୍ଧି ପ୍ରସ୍ତାବ ଦେଇଥିଲେ
ଆଜି ଦିଲ୍ଲୀ ଯାଇ ହାଇକମାଣ୍ଡକୁ ଏନେଇ ସୂଚନା ଦେବେ । ପରେ ହାଇକମାଣ୍ଡ ନୂଆ ପିସିସି ସଭାପତିଙ୍କ ନାଁ ଘୋଷଣା କରିବେ ବୋଲି ଆଶା କରାଯାଉଛି ।
କଂଗ୍ରେସ ନେତା ତଥା ଗୁଜରାଟର ବିଧାୟକ ଜିଗ୍ନେଶ ମେବାନୀ ଗିରଫ । ଗୁଜରାଟ ପାଲନପୁର ସର୍କିଟ ହାଉସରୁ ତାଙ୍କୁ ଗିରଫ କଲା ଆସାମ ପୋଲିସ ।
ପଲିଟିକାଲ ଷ୍ଟ୍ରାଟେଜି ମେକର ପ୍ରଶାନ୍ତ କିଶୋରଙ୍କ ଫୋକସ୍ରେ ଓଡ଼ିଶା । ଓଡ଼ିଶାରେ କଂଗ୍ରେସର କମବ୍ୟାକ୍ ପାଇଁ ପ୍ରସ୍ତୁତ କରିଛନ୍ତି ରଣନୀତି । ସୋନିଆଙ୍କୁ ଭେଟି, ଦେଇଛନ୍ତି ରୋଡ ମ୍ୟାପ୍ । ପ୍ରଶାନ୍ତ କହିଛନ୍ତି ଦଳ ଓଡ଼ିଶାରେ ନୂଆ ଟିମ୍ କରି ୨୪ ନିର୍ବାଚନ ଏକାକୀ ଲଢୁ ।
ରାଜ୍ୟରେ କଂଗ୍ରେସ ପିସିସି ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ପିସିସି ସଭାପତି ପରିବର୍ତ୍ତନ ସୁନିଶ୍ଚିତ। ଏନେଇ ଦଳର ବରିଷ୍ଠ ନେତା ତଥା କଂଗ୍ରେସ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି।
ପିସିସି ସଭାପତି ପରିବର୍ତ୍ତନ ସୁନିଶ୍ଚିତ। ପିସିସି ପରିବର୍ତ୍ତନ ନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପୁଣି ଏଭଳି ପ୍ରତିକ୍ରିୟା ରଖିଛନ୍ତି। ବିଧାୟକମାନଙ୍କ ମଧ୍ୟରୁ ଜଣଙ୍କୁ କାହାକୁ କରିବାକୁ ଆମେ ଦାବି କରୁଛୁ।