ବିଧାନସଭା ନିର୍ବାଚନ ହେଉ କି ପୌର ନିର୍ବାଚନ ସବୁଠି ପରାଜୟର ମୁହଁ ଦେଖିଥିବା କଂଗ୍ରେସ ନୂଆ ରଣନୀତି ଆପଣାଇ ୨୦୨୪ ସାଧାରଣ ନିର୍ବାଚନରେ ମୈଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି।
ପ୍ରତି ଦୁଇ ତିନି ବର୍ଷରେ ସଭାପତି ପରିବର୍ତ୍ତନ ହୁଏ । ଯେତେ ଶୀଘ୍ର ପରିବର୍ତ୍ତନ ହେବ ସେତେ ଭଲ । ପିସିସି ପରିବର୍ତ୍ତନ ଦଳର ଆଭ୍ୟନ୍ତରୀଣ ବ୍ୟାପାର
ନିରଞ୍ଜନଙ୍କ ପରେ କାହା ଉପରେ ଭରସା କରିବେ ହାଇକମାଣ୍ଡ ? ଏହାକୁ ନେଇ ଏବେ ସରଗରମ କଂଗ୍ରେସ୍ ରାଜନୀତି । ପଂଚାୟତ ଓ ପୌର ନିର୍ବାଚନରେ ଦଳର ବିପର୍ଯ୍ୟୟ ପରେ ପିସିସି ସଭାପତି ପରିବର୍ତ୍ତନ ଦାବି ଜୋର ଧରିଛି ।
ନିକଟରେ ବିଧାନସଭା ନିର୍ବାଚନ ସରିଥିବା ୫ ରାଜ୍ୟରେ ପିସିସି ସଭାପତି ପରିବର୍ତ୍ତନ ହେବା ପରେ ଓଡ଼ିଶାରେ ବି ମଙ୍ଗୁଆଳ ବଦଳିବା ଏକ ପ୍ରକାର ନିଶ୍ଚିତ ।
ଜଗତସିଂପୁର, ପାରାଦୀପ, ରେଢ଼ାଖୋଲ, ଖରିଆର୍ । ପୌର ଉପାଧ୍ୟକ୍ଷ ନିର୍ବାଚନରେ ବିରୋଧୀଙ୍କ ଚକ୍ମା । ସଂଖ୍ୟା ଦୃଷ୍ଟିରୁ ବିଜେଡିର ଅଧିକ କାଉନସିଲର୍ ଥିଲେ ବି ଏସବୁ ସ୍ଥାନରେ ମ୍ୟାଜିକ୍ ନମ୍ବରକୁ ଛୁଇଁ ପାରିନି ।
ସ୍ୱାଧୀନ ପ୍ରାର୍ଥୀ କାଁ ଭାଁ କବ୍ଜା କରିଥିବା ବେଳେ ବିଜେପି ସ୍ଥିତି ମଧ୍ୟ ଦୟନୀୟ । ଆଉ କଂଗ୍ରେସ କଥା ନକହିବା ଭଲ । ତେବେ ଆସନ୍ତୁ ଜାଣିବା କିଏ କେଉଁଠି କଲା କବ୍ଜା ।
ଚୁଲିକୁ ଭାଙ୍ଗିଦେଇ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ, ଅତ୍ୟନ୍ତ ଦୁଃଖଦାୟକ । ଭବିଷ୍ୟତରେ ଯେମତି ଏହାର ପୁନରାବୃତ୍ତି ନହେବ ସରକାର ସେଥିପ୍ରତି ପଦକ୍ଷେପ ନିଅନ୍ତୁ ବୋଲି କହିଛନ୍ତି ଲେଖାଶ୍ରୀ ।
୨୧ କାଉନସିଲରଙ୍କ ମଧ୍ୟରୁ ଏଠି କଂଗ୍ରେସର ୭, ବିଜେପିର ୨ ଓ ସ୍ୱାଧୀନ ୩ଟିରେ ଜିତିଥିବା ବେଳେ ବିଜେଡି ପାଖେ ରହିଛି ୯ଟି ସିଟ୍ । ଅର୍ଥାତ୍ କାହା ପାଖେ ନାହିଁ ବହୁମତ ।
ଦଳ ଗୁଡିକ ଆଶାୟୀଙ୍କୁ ମନାଇବା ବଦଳରେ ସମସ୍ତଙ୍କୁ ଲଢିବା ପାଇଁ ପ୍ରୋତ୍ସାହିତ କରିଥିଲେ । ଏପରକି କେତେକ ନେତା ଉଭୟ ପ୍ରାର୍ଥୀଙ୍କୁ ଟଙ୍କା ଦେଇଥିବା ଚର୍ଚ୍ଚା ହୁଏ ।
ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଂଗ୍ରେସର ବିରୋଧ। ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ନାଁରେ ଅଭିଯୋଗ ଥିବାରୁ ସେ ଆସି ଗୃହରେ ଉତ୍ତର ରଖିବାରୁ କଂଗ୍ରେସ ବିରୋଧ ପ୍ରଦର୍ଶନ ସହ ହଟ୍ଟଗୋଳ କରିଛି।
ଗଞ୍ଜାମ ଏନ୍ଏସିରେ ୧୨ଟି ୱାର୍ଡରୁ ୧୦ଟି ଓ୍ବାର୍ଡରେ ବିଜେଡି ପ୍ରାର୍ଥୀ ଜିତିଥିଲେ ମଧ୍ୟ ଏନ୍ଏସି ଚେୟାରମ୍ୟାନ ଜିତିଛନ୍ତି ସ୍ୱାଧୀନ ପ୍ରାର୍ଥୀ ପ୍ରତିଭା ପାଢୀ ।
୨୯ ତାରିଖରେ ଅଫିସିଆଲ ବିଜନେସ ଓ ୩୦ ତାରିଖରେ ୨୦୨୨-୨୩ର ବଜେଟ ଉପସ୍ଥାପନ ହେବ।
ପୌର ନିର୍ବାଚନ ପ୍ରଚାରରେ କଂପୁଛି ସହରର ଗଳିକନ୍ଦି । ନେତା ଓ ସମର୍ଥକଙ୍କୁ ଧରି ଭୋଟରକୁ ମନାଇବାକୁ ମଇଦାନରେ ପ୍ରାର୍ଥୀ । ପଞ୍ଚାୟତ ପରେ କଣ ହେବ ପୌର ନିର୍ବାଚନ ଫଳାଫଳ ।
୨୪ ତାରିଖରେ ପଡିବ ଭୋଟ । ପ୍ରଚାର ପାଇଁ ହାତରେ ମାତ୍ର ୬ ଦିନ । ତେଣୁ କ୍ୟାମ୍ପେନିଂକୁ ଜୋରଦାର କରିଛନ୍ତି ସବୁ ଦଳ । ତେବେ ପଞ୍ଚାୟତ ନିର୍ବାଚନ ପରେ କଣ ହେବ ପୌର ନିର୍ବାଚନର ଫଳାଫଳ ?
୫ ରାଜ୍ୟର ସାଧାରଣ ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ନେଇ ଇସ୍ତଫା ମାଗିଲେ ।
୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ୫ ଦିନ ଡ୍ରାଏ ଡେ’ ନେଇ ରହିଛି କଡ଼ା ନିର୍ଦ୍ଦେଶ । ପ୍ରଚାର ଶେଷ ଦିନଠାରୁ ଗଣତି ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ମଦ ବିକ୍ରି ।
ଦଳ ଚାହିଁଲେ ସେ ନିଜେ, ରାହୁଲ ଓ ପ୍ରିୟଙ୍କା ଇସ୍ତଫା ଦେବେ କହିଥିଲେ । ମାତ୍ର ଦଳ ତାଙ୍କ ପ୍ରସ୍ତାବକୁ ଅଗ୍ରାହ୍ୟ କରିଥିବା ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି ।
ମୁଁ ମେୟର ହେଲେ ସକାଳୁ ଉଠିଲେ ଯେଉଁ ସମସ୍ୟାଟା ହୁଏ ସେଇଟାକୁ ଆଗେ ଠିକ୍ କରିବି। ହେଲେ ସକାଳୁ ଆମର ଯାହା ହୁଏ ଇଏ କେମିତି ଜାଣିଲେ? ମେୟର ହେବା ପୂର୍ବରୁ ମ୍ୟାଡମ୍ ବୋଧହୁଏ ଥିଲେ ଡାକ୍ତର...ନା କଣ କହୁଛୁ ନାରଣ?
ଉତ୍ତରପ୍ରଦେଶରେ ବିଜେପିକୁ ବହୁମତ ମିଳିଥିବା ବେଳେ ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରରେ ମଧ୍ୟ ବିଜେପି ଅନ୍ୟ ପାର୍ଟିଠୁ ବହୁ ଆଗରେ ରହିଛି। ତେଣୁ ଏହିସବୁ ରାଜ୍ୟରେ ବିଜେପି ସରକାର ଗଠନ କରିପାରେ ବୋଲି ଜଣାପଡ଼ିଛି।
ଟ୍ରେଣ୍ଡ୍ ଅନୁସାରେ,ଉତ୍ତରପ୍ରଦେଶରେ ବିଜେପି ଆଗୁଆ ଥିବାବେଳେ ପଞ୍ଜାବ ଓ ଉତ୍ତରାଖଣ୍ଡରେ କଂଗ୍ରେସ ଆଗୁଆ ରହିଛି। ଯାହାକି ପ୍ରାରମ୍ଭିକ ଟ୍ରେଣ୍ଡ୍ରେ ଦେଖିବାକୁ ମିଳିଛି।
ତମେ ଖାଲି ଆଶୀର୍ବାଦ ଦିଅ, ଆମେ ପୂରା ରେଡ୍ଡି, ଖାଲି ସିଗ୍ନାଲ ମିଳିବା ପରେ ଖୋବାଳି ଦେବୁ...ଟଙ୍କା ଟଙ୍କା ଖାଲି ହୁଅନି, କାମ କଲେ ସିନା ଭୋଟ୍ ପାଇବରେ ନାରଣ...
ଗୋଆରେ ସରକାର ଗଢ଼ିବ ବିଜେପି ! ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଏଭଳି ପୂର୍ବାନୁମାନ କରାଯାଇଛି । ଏକ୍ଜିଟ୍ ପୋଲ୍ ରିପୋର୍ଟ ଅନୁଯାୟୀ ଏଭଳି ଆକଳନ କରାଯାଇଛ ।
ପଞ୍ଚାୟତ ନିର୍ବାଚନରେ ବିପର୍ଯ୍ୟୟ ପାଇଁ ସ୍ୱୟଂ କଂଗ୍ରେସ ଦାୟୀ। ଓଟିଭି ଫୋର୍ସାଇଟ୍ ୨୦୨୨ କାର୍ଯ୍ୟକ୍ରମରେ ଯୋଗ ଦେଇ କଂଗ୍ରେସ ନେତା ଗଣେଶ୍ୱର ବେହେରା ଏହା କହିଛନ୍ତି।