କଂଗ୍ରେସର ଭୁବନେଶ୍ୱର ମେୟର ପ୍ରାର୍ଥୀ ହେବେ ମଧୁସ୍ମିତା ଆଚାର୍ଯ୍ୟ । ଧର୍ମଶାଳାର ପୂର୍ବତନ ବିଧାୟକ ସ୍ୱର୍ଗତ କାଙ୍ଗାଳୀ ପଣ୍ଡାଙ୍କ ବୋହୂ ମଧୁସ୍ମିତା । ସାମ୍ବାଦିକ ସମ୍ମିଳନୀରେ ବିଧାୟକ ସୁରେଶ ରାଉତରାୟଙ୍କ ଘୋଷଣା । ଏଆଇସିସିର ଅନୁମୋଦନ କ୍ରମେ ମଧୁସ୍ମିତାଙ୍କ ନାଁରେ ମୋହର ଲାଗିଛି।
ବ୍ଲକ୍ ଅଧ୍ୟକ୍ଷ ପଦ ପାଇଁ ବିଜେଡି କରୁଛି ଘୋଡ଼ା ବେପାର। ଶାସକ ଦଳକୁ ଟାର୍ଗେଟ କରିବା ସହ ଘୋଡ଼ା ବେପାର ଅଭିଯୋଗ ଆଣିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା।
କଟକ ମହାନଗର ନିଗମ ନିର୍ବାଚନରେ ମେଣ୍ଟ କରିବ କଂଗ୍ରେସ । ମେଣ୍ଟ ନେଇ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍ଙ୍କ ସୂଚନା ।
ଗତ ଦୁଇ ଦିନର ଗଣତି ପରେ ବୃହତ ବିଜୟ ଅଭିମୁଖେ ବିଜେଡି ଥିବାବେଳେ ଧରାଶାୟୀ ହୋଇପଡ଼ିଛନ୍ତି ବିଜେପି ଓ କଂଗ୍ରେସ। ବର୍ତ୍ତମାନ ସୁଦ୍ଧା ହୋଇଥିବା ଗଣତିରେ ବିଜେଡି ବିରୋଧୀ କଂଗ୍ରେସ ଓ ବିଜେପିଠୁ ବହୁ ଆଗରେ ରହିଛି।
ସାରା ଓଡ଼ିଶାରେ ବିଜେଡି ସପକ୍ଷରେ ବିଜୟର ଏକ ପ୍ରକାର ସୁନାମି ଚାଲିଥିବା ଦେଖିବାକୁ ମିଳିଛି। ଗୋଟିଏପଟେ ବିରୋଧୀ ଦଳ ସଙ୍କୁଚିତ ହେଉଥିବା ବେଳେ ଅନ୍ୟପଟେ ଶାସକ ଦଳ ନିଜର ଗାଦି ମଜବୁତ୍ କରିବାରେ ଲାଗିଛି।
ଏଥର ପଞ୍ଚାୟତ ନିର୍ବାଚନର ଟ୍ରେଣ୍ଡ୍କୁ ନେଇ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ଭୋଟ୍ ପାଇଁ ନବୀନ ସରକାର ଜନସାଧାରଣଙ୍କୁ ଟଙ୍କା ଦେଇଛନ୍ତି।
୫ଟି ପର୍ଯ୍ୟାୟରେ ହୋଇଥିବା ପଞ୍ଚାୟତ ନିର୍ବାଚନର ଆଜିଠାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ୨୦୧୭ ପଞ୍ଚାୟତ ନିର୍ବାଚନରେ ରାଜ୍ୟରେ ବିଜେଡି ବାଜି ମାରିଥିଲା।
ରାଜ୍ୟର ପ୍ରଥମ ପର୍ଯ୍ୟାୟ ପଂଚାୟତ ନିର୍ବାଚନ ବ୍ୟାପକ ହିଂସାକାଣ୍ଡ ମଧ୍ୟରେ ଶେଷ ହୋଇଛି । ଏପରିକି କର୍ତ୍ତବ୍ୟରତ ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ଏହି ହିଂସାରୁ ବର୍ତ୍ତି ପାରିନାହାନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି ।
ପ୍ରଚାର ବେଳେ ମୁହାଁମୁହିଁ ହେଲେ ବିଜେଡି-କଂଗ୍ରେସ କର୍ମୀ । ରଣକ୍ଷେତ୍ର ପାଲଟିଲା କୋରାପୁଟ ଡୁମ୍ବାଗୁଡା ସାପ୍ତାହିକ ହାଟ ।
ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବା ସହ କର୍ମୀଙ୍କୁ ବି ଦେଉଛନ୍ତି ଗୁରୁମନ୍ତ୍ର
ପଞ୍ଜାବରେ କଂଗ୍ରେସର ମୁଖ୍ୟମନ୍ତ୍ରୀଙ୍କ ମୁହଁକୁ ନେଇ ସନ୍ଦେହ ଘେରକୁ ଆସିଛି। ଏହି ସମୟରେ ରାଜ୍ୟ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁ ଦଳର ପ୍ରତ୍ୟେକ ନିଷ୍ପତ୍ତିକୁ ମାନିବେ ବୋଲି ସ୍ପଷ୍ଟ କରିଛନ୍ତି।
ଫେସବୁକ୍, ହ୍ୱାଟସପ୍, ଇନଷ୍ଟାଗ୍ରାମ, ଟୁଇଟର ଓ ଭିଡିଓ ମେସେଜ୍ ଜରିଆରେ ଭୋଟରଙ୍କ ନିକଟରେ ପହଞ୍ଚିବାକୁ ରଣନୀତି ପ୍ରସ୍ତୁତ ହୋଇଛି।
କଂଗ୍ରେସରେ ମିଶିଲେ ଲକଡାଉନ୍ ହିରୋ ସୋନୁ ସୁଦଙ୍କ ଭଉଣୀ ମାଲବିକା ସୁଦ୍ । ଗତକାଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନି ଓ ପିସିସି ସଭାପତି ନବଜ୍ୟୋତ ସିଂହ ସିଦ୍ଧୁଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ହାତ ଧରିଛନ୍ତି ।
କଂଗ୍ରେସରେ ମିଶିଲେ ଲକଡାଉନ୍ ହିରୋ ସୋନୁସୋନୁ ସୁଦଙ୍କ ଭଉଣୀ ଭଉଣୀ ମାଲବିକା ସୁଦ
କଂଗ୍ରେସ ଯେଉଁ ଡାଳ ଧରୁଛି ସେ ଡାଳ ଛିଡ଼ୁଛି। ଯେତେ ଯାହା କଲେ ବି ଜମାରୁ କ୍ରେଜ୍ ବଢ଼ୁନି ବରଂ କଚଡ଼ା ଖାଉଛି। ଦେଖୁନ କି ଅବସ୍ଥା ହେଲାଣି... ନାରଣରେ ଟିକେ ହାଉଲେ...
ପଞ୍ଜାବ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଏବେ ପିସିସି ସଭାପତି ନବଜୋତ ସିଂ ସିଦ୍ଧୁ ଗୋଳିଆ ପାଣିରୁ ମାଛ ଧରିବା ଉଦ୍ଦେଶ୍ୟରେ ଅଛନ୍ତି । ତାଙ୍କ ଆଖି ମୁଖ୍ୟମନ୍ତ୍ରୀ ପଦ ଉପରେ ।
ସର୍ବସାଧାରଣରେ ମନ୍ତ୍ରୀ ପ୍ରତାପ ଜେନା ଅଶ୍ଳୀଳ ଭାଷା କହିବା ପରେ ବି ବିଜେଡିର କେହି ଏହାକୁ ବିରୋଧ କଲେ ନାହିଁ। ଏଣେ ପ୍ରବଳ ବର୍ଷିଲେ କଂଗ୍ରେସ ନେତା ଦେବାଶିଷ ପଟ୍ଟନାୟକ
କଂଗ୍ରେସ ମାରାଥନ୍ରେ ଦଳାଚକଟା ପରିସ୍ଥିତି। କଂଗ୍ରେସ ପକ୍ଷରୁ ଆୟୋଜିତ ‘ladki hun, lad sakti hun’ ମାରାଥନ୍ରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିବା ନଜର ଆସିଛି।
'ଖାଲି କଂଗ୍ରେସର ଗୋଷ୍ଠୀ କନ୍ଦଳ ସମସ୍ତଙ୍କୁ ଦେଖା ଯାଉଛି? ମୁଁ ସମସ୍ତଙ୍କୁ ଅନୁରୋଧ କରିଥିଲି ମତେ କେହି ଫୁଲ ତୋଡ଼ା ଦେବ ନାହିଁ। ସେଇ ପଇସା କଂଗ୍ରେସକୁ ଦାନ କରିଦେବ, ହେଲେ କେହି ତାହା କରିଲେ ନାହିଁ''
'ଖାଲି କଂଗ୍ରେସର ଗୋଷ୍ଠୀ କନ୍ଦଳ ସମସ୍ତଙ୍କୁ ଦେଖା ଯାଉଛି? ମୁଁ ସମସ୍ତଙ୍କୁ ଅନୁରୋଧ କରିଥିଲି ମତେ କେହି ଫୁଲ ତୋଡ଼ା ଦେବ ନାହିଁ। ସେଇ ପଇସା କଂଗ୍ରେସକୁ ଦାନ କରିଦେବ, ହେଲେ କେହି ତାହା କରିଲେ ନାହିଁ''
ସୁର କହିଛନ୍ତି, ୨୦୨୨ ଆସୁଛି। ତେଣୁ ଜମା ବି ପାତରଅନ୍ତର କରନାହିଁ। ନହେଲେ ଆଗାମୀ ଦିନରେ ଆନ୍ଦୋଳନ ହେବ। କେବଳ ଏତିକି ନୁହେଁ ବରଂ ୨୦୨୨ ସମସ୍ତଙ୍କ ପାଇଁ ଆନନ୍ଦ ଓ ଉଲ୍ଲାସର ସହ କଟୁ
ମୋଦି ସରକାର ବିବାହର ସର୍ବନିମ୍ନ ବୟସ ବୃଦ୍ଧି ପାଇଁ ଶୀତକାଳୀନ ଅଧିବେଶନର ଶେଷରେ ସଂସଦରେ ବିଧେୟକ ଆଣିବାକୁ ଯାଉଛନ୍ତି । ବିବାହ ପାଇଁ ମହିଳାଙ୍କ ସର୍ବନିମ୍ନ ବୟସ ୨୧ ବର୍ଷ କରିବାକୁ ସନ୍ଦିଗ୍ଧ ଏବଂ ରାଜନୀତି ପ୍ରେରିତ ବୋଲି କହିଛନ୍ତି କଂଗ୍ରେସ ନେତା
ନବୀନଙ୍କ ଗସ୍ତ ପୂର୍ବରୁ କଂଗ୍ରେସ-ବିଜେପି କର୍ମୀଙ୍କୁ ଉଠାଇ ନେଲା ପୋଲିସ, ଆଜି ମହାନଦୀରେ T ସେତୁର ଉଦଘାଟନ୍
ସବୁଠାରୁ ବଡ଼ କଥା ହେଲା ଗାନ୍ଧୀ ପରିବାରର ନେତାଙ୍କ ସହ ଜେନେରାଲ ବିପିନ ରାୱତଙ୍କ ବଡ଼ ବଡ଼ କଟ-ଆଉଟ ଏହି ସମାବେଶ ସ୍ଥଳରେ ଲଗାଯାଇଛି ।
ଦାରୁଠେଙ୍ଗରେ ସାଂସଦ ମୁନ୍ନା ଖାଁଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ସହ ଛାତ୍ର କଂଗ୍ରେସ କର୍ମୀ କଳାପତାକା ପ୍ରଦର୍ଶନ କରିଛନ୍ତି। ସରକାରୀ କାର୍ଯ୍ୟକୁ ଦଳୀୟ ଭିତ୍ତିରେ କରାଯିବା ପ୍ରତିବାଦରେ ଅଣ୍ଡାମାଡ଼ ସହ କଳାପତାକା ପ୍ରଦର୍ଶନ କରାଯାଇଥିଲା।