ଠିକ୍ ଗୋଟିଏ ଦିନ ପୂର୍ବରୁ ଗୋଆରେ ମଧ୍ୟ ମମତା ବାନାର୍ଜୀ ବିଜେପିକୁ ଟାର୍ଗେଟ କରିଥିଲେ । ସେ କହିଥିଲେ, ବିଜେପିରୁ ଚରିତ୍ର ପ୍ରମାଣପତ୍ର ଆବଶ୍ୟକ ନାହିଁ ।
ଫେବୃୟାରୀରେ ଭୋଟ୍ ସମ୍ଭାବନା ଥିବା ବେଳେ ଚଳିତ ମାସ ଶେଷ ସପ୍ତାହରେ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ।
ଯୁକ୍ତ ଦୁଇ ପାସ କରିନଥିବା ବେଳେ କିଭଳି ଦିଆଗଲା ଉପାଧିI ଅନୁଭବ ସାମ୍ନାକୁ ଆସି ସ୍ପଷ୍ଟ କରନ୍ତୁ ବୋଲି ଦାବି କରୁଛନ୍ତି ବିରୋଧି
କେନ୍ଦ୍ରାପଡା ଜିଲ୍ଲା ବିଜେପି ପକ୍ଷରୁ ମଧ୍ୟ ସମାନ ଅଭିଯୋଗ ଅଣାଯାଇଛି। ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡା କହିଛନ୍ତି, ପୂର୍ବରୁ ମଧ୍ୟ ସାଂସଦଙ୍କ ଶିକ୍ଷାଗତ ସାର୍ଟିଫିକେଟକୁ ନେଇ ସନ୍ଦେହ ଉପୁଜିଛି।
ପୋଲିସ କଂଗ୍ରେସ ଭବନ ଭିତରକୁ ଢେଲା ମାରିଛି । ତେଣୁ ପୋଲିସ କମିଶନରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । କଂଗ୍ରେସ ଭବନ ଭିତରେ ପଶି ମାଡ ଘଟଣାରେ କାର୍ଯ୍ୟାନୁଷ୍ଠାନ ନହେଲେ ପୋଲିସ କମିଶନର ଅଫିସ ଘେରାଉ କରିବୁ ବୋଲି ତାରା କହିଛନ୍ତି ।
ବଢୁଥିବା ବ୍ୟଭିଚାର ସହ ଆସେମ୍ବିଲିକୁ ଅସମ୍ମାନ ନେଇ ଘେରିଲା ବିଜେପି। ମୁଖ୍ୟମନ୍ତ୍ରୀଙ୍କୁ ସଦବୁଦ୍ଧି ଦେବାକୁ ଜଗନ୍ନାଥଙ୍କ ପାଖେ ପଶିଲେ ଶରଣ। ଛାତ୍ର କଂଗ୍ରେସ କର୍ମୀଙ୍କ ଉପରେ ପୋଲିସ ବର୍ବରତାର ପ୍ରତିବାଦରେ ଆସନ୍ତା ୧୪ରେ ରାଜ୍ୟର ସବୁ ଏସପି ଅଫିସ୍ ଘେରିବ କଂଗ୍ରେସ।
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ଆଜି ରାଜଧାନୀ ଭୁବନେଶ୍ୱରରେ ଛାତ୍ର କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ୍ର ବର୍ବରତା ଦେଖିବାକୁ ମିଳିଛି।
ଯଥାଶୀଘ୍ର କୃଷି ଋଣ ଛାଡ଼ ସହ ଚାଷୀଙ୍କ ଫସଲ କ୍ଷୟକ୍ଷତି ବାବଦକୁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା ପାଇଁ ଦାବି କଂଗ୍ରେସ ଏପରି ଦାବି କରିଛି । ଯଦି ଦାବି ପୂରଣ ନହୁଏ ଆସନ୍ତା ୧୫ରେ ଆନ୍ଦୋଳନ ଚେତାବନୀ ।
ଷଷ୍ଠ ଦିନରେ ବି ବିଧାନସଭାରେ ଅଚଳାବସ୍ଥା ଦେଖିବାକୁ ମିଳିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରି ବିଜେପି ସଦସ୍ୟମାନେ ଗୃହର ମଧ୍ୟଭାଗରେ ଘଣ୍ଟ ବାଡେଇଥିଲେ।
ମମିତ ମାହେର ହତ୍ୟା ଘଟଣାକୁ ନେଇ ୫ ଦିନ ହେଲା ଗୃହ ଅଚଳ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ବିରୋଧୀ ଅଡ଼ି ବସିଥିବା ବେଳେ ବିଜେଡି କିନ୍ତୁ ବିରୋଧୀଙ୍କୁ କର୍ଣ୍ଣପାତ ବି କରୁନି ।
ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସ ଛାଡ଼ି ପାରନ୍ତି ବୋଲି ପୂର୍ବରୁ ଚର୍ଚ୍ଚା ହେଉଥିଲା।
ଆଜି ବି ଚାଲିପାରିଲାନି ବିଧାନସଭା.. ଗୃହ ଭିତରେ ବିରୋଧୀଙ୍କ ହଟ୍ଟଗୋଳ ସାଙ୍ଗକୁ ଶାସକ ବିଜେଡି ବିଧାୟକମାନେ ବି ଜୟୀ ରାଜଗୁରୁଙ୍କ ମୁଖା ପିନ୍ଧି କେନ୍ଦ୍ର ସରକାରଙ୍କ ବିରୋଧରେ ପ୍ରତିବାଦ କରିଛନ୍ତି.. ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ କଂଗ୍ରେସ ବାଚସ୍ପତିଙ୍କ ପୋଡିୟମ ଘେରିଥିବା ବେଳେ ବିଜେପି ମଧ୍ୟ ପୋଷ୍ଟର କଳା ଗାମୁଛା ପକାଇ ବିରୋଧ ପ୍ରଦର୍ଶନ କରିଛି..
ପ୍ରଥମ ଦିନ ପ୍ରବେଶ ପଥରେ ତାଲା ମାରିଲେ । ଦ୍ୱିତୀୟ ଦିନ ବ୍ୟାନର୍ ଓ ପୋଷ୍ଟର ଦେଖାଇଲେ । ତୃତୀୟ ଦିନ ବିଜେପି ଗୋବର ଓ ଗଙ୍ଗା ପାଣି ଛିଞ୍ଚିଲା । ଆଉ ତାପରେ ମମିତା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ବିବୃତି ଦେଲେ ।
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ପ୍ରସଙ୍ଗରେ ବିରୋଧୀଙ୍କ କଡା ବିରୋଧ ପରେ ଆଜି ମୁହଁ ଖୋଲିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ ଏହା ଏକ ଅତ୍ୟନ୍ତ ଦୁଃଖ ଓ ଦୁର୍ଭାଗ୍ୟଜନକ ଘଟଣା।
ମମିତା ମେହେର ହତ୍ୟା ମାମଲାରେ ଆନ୍ଦୋଳନକୁ ଜୋରଦାର କରିବ ବିଜେପି । ଆସନ୍ତା ୯ ତାରିଖରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିଧାନସଭା ଘେରାଉ ନିଷ୍ପତ୍ତି ନିଆଯାଇଛି
ବିଧାନସଭା ଆରମ୍ଭରୁ କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଧାନସଭାର ପ୍ରବେଶ ଦ୍ୱାରରେ ବସି କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି।
ରାଜ୍ୟରେ ବଢୁଛି କି ଆକ୍ରମଣାତ୍ମକ ରାଜନୀତି ? ପଂଚାୟତ ଭୋଟ୍ ପୂର୍ବରୁ ଆଗ୍ରେସିଭ୍ ମୁଡରେ ବିରୋଧୀ। ମମିତା-ଚାଷୀ-ବେକାରୀ ପ୍ରସଙ୍ଗରେ ତୀବ୍ର ହେବ ଆନ୍ଦୋଳନ ।
ଆଗକୁ ରାଜନୀତି ଆଉ ସରଗରମ ହେବ। ତା ସହ ସରକାରଙ୍କ ମିଶନ ଶକ୍ତି, ସ୍ମାର୍ଟକାର୍ଡ, ସ୍କୁଲ୍ ରୁପାନ୍ତରିକରଣ କାର୍ଡ କୁ ନେଇ ଚର୍ଚ୍ଚା ସେପଟେ ଚର୍ଚ୍ଚା ଦଳ ବଦଳକୁ ନେଇ।
କୃଷି ଆଇନ ପ୍ରତ୍ୟାହାର ଦାବିରେ ଆନ୍ଦୋଳନ ସମୟରେ ଯେଉଁ ଚାଷୀଙ୍କ ବିୟୋଗ ହୋଇଛି, ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏହି କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଥିଲା ।
କରୋନା ସଂକ୍ରମିତ ହୋଇ ସର୍ବସାଧାରଣରେ ବୁଲୁଥିବା ବିଧାୟକ ସୁରେଶ ରାଉତରାୟ ସୁପର ସ୍ପ୍ରେଡର ହେବେନି ତ ? କାହିଁକି ରହୁନାହାନ୍ତି ଘରେ ?
କଂଗ୍ରେସିଆଙ୍କ ବନ୍ଦ ବେଳେ ହଠାତ୍ ଗାଡ଼ି ଆଡ଼କୁ ମାଡ଼ିଗଲେ ଭାଲୁ ଭାଇ। ଆଉ ତା’ପରେ ଡ୍ରାଇଭରଙ୍କୁ ଗୁଡ଼ାଏ ତେଲଗୁରେ ଗପିଲେ...ବୁଝାଇ ସୁଝାଇ ଉପମା ଓ ତରକାରୀ ବଢାଇ ଦେଲେ। ଏ ବନ୍ଦ ବେଳେ ଖାଇବାକୁ ଦେଲେ ତାରାରେ ନାରଣ..
ରାଜନେତାଙ୍କୁ ଅଣ୍ଡା ମାଡ଼, ପୋଲିସକୁ ଟମାଟୋ ମାଡ଼, ଛାତ୍ର କଂଗ୍ରେସର ନୂଆ ଷ୍ଟାଇଲ୍
ମମିତା ହତ୍ୟା ମାମଲା ଆରମ୍ଭ ଦିନରୁ ବିରୋଧୀଙ୍କ ପ୍ରତିବାଦର ଅସ୍ତ୍ର ପାଲଟିଛି ଅଣ୍ଡାମାଡ଼ ଦାବି ପୂରଣ ହେଉନଥିବାରୁ କେତେବେଳେ ମନ୍ତ୍ରୀ ତ କେତେବେଳେ ଶାସକ ଦଳ ନେତାଙ୍କୁ କଳାପ଼ତାକା ପ୍ରଦର୍ଶନ ସହ ଟମାଟୋ ଓ ଅଣ୍ଡାମାଡ଼ କରୁଛନ୍ତି ଉଭୟ ବିଜେପି-କଂଗ୍ରେସ୍।
ମମିତା ହତ୍ୟା ମାମଲାକୁ ନେଇ କଂଗ୍ରେସର ବରିଷ୍ଠ ନେତା ଭକ୍ତ ଚରଣ ଦାସ କହିଛନ୍ତି-“ମମିତା ମେହେର ହତ୍ୟାକାଣ୍ଡର ସତ୍ୟାସତ୍ୟ ବାହାରକୁ ଆସୁ। ଘଟଣାର ତଦନ୍ତ ହାଇକୋର୍ଟର ସିଟିଂ ଜଜଙ୍କ ଦ୍ୱାରା ତଦନ୍ତ ହେଲେ ସତ୍ୟାସତ୍ୟ ପଦାକୁ ଆସିପାରିବ।
ପୋଲିସ ଉପସ୍ଥିତିରେ ବିଜେଡି ଗୁଣ୍ଡାମାନେ କଂଗ୍ରେସ କର୍ମୀଙ୍କୁ ଆକ୍ରମଣ କଲେ। ଯିଏ ମାଡ଼ ମାରୁଛି ପୋଲିସ ତାକୁ ଛାଡ଼ି ଦେଉଛି, ହେଲେ ଯିଏ ମାଡ଼ ଖାଉଛି ପୋଲିସ୍ ତାକୁ ଗିରଫ କରୁଛି ବୋଲି ଛାତ୍ର କଂଗ୍ରେସ କହିଛି।