ମୁମ୍ବାଇ: ନିଜ ଦଳ କଂଗ୍ରେସ ବିରୁଦ୍ଧରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସୁଶୀଲ କୁମାର ସିନ୍ଦେଙ୍କ କ୍ଷୋଭ । ଦଳରେ ବିତର୍କ ଓ ବାର୍ତ୍ତାର ଯୁଗ ଶେଷ ହୋଇଯାଇଛି । ଦଲ ଭିତରେ ବିତର୍କ ଏବଂ ବାର୍ତ୍ତା…
ପଞ୍ଜାବ କଂଗ୍ରେସରେ ଲାଗିରହିଥିବା ଅସ୍ଥିରତା ଭିତରେ ଆଜି ରାହୁଲ ଗାନ୍ଧିଙ୍କୁ ଭେଟିଛନ୍ତି ନଭଜ୍ୟୋତ୍ ସିଂ ସିଦ୍ଧୁ । ଆସନ୍ତା ବିଧାନସଭା ନିର୍ବାଚନରେ ସିଦ୍ଧୁଙ୍କ ଭୂମିକା ଓ ଦାବି ବାବଦରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି । କାରଣ, ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ମଣ୍ଡିରୁ ଧାନ ଉଠା ସରିନି, ଡେଡ୍ଲାଇନ ଶେଷ । ରାଜ୍ୟରେ ଆଜି ରବି ଧାନ ସଂଗ୍ରହର ଶେଷ ଦିନ ବୋଲି ସରକାର ଘୋଷଣା କରିଥିବା ବେଳେ ଏପଟେ ମିଲରଙ୍କ ଆସିବା ବାଟକୁ ଅପେକ୍ଷା କରିଛନ୍ତି ରାଜ୍ୟର ହଜାର ହଜାର ଚାଷୀ…
ଜୟପୁର: ରାଜସ୍ଥାନ କଂଗ୍ରେସ ସରକାରଙ୍କ ନୀତିକୁ ନେଇ ବିଜେପି ସାଂସଦ ରାଜ୍ୟବର୍ଦ୍ଧନ ସିଂ ରାଠୋରଙ୍କ ତୀବ୍ର ସମାଲୋଚନା । ରାଜସ୍ଥାନ କଂଗ୍ରେସରେ ଅସ୍ଥିରତା ଜାରି ରହିଛି । ସରକାର ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନରେ ଅବହେଳା କରିଥିବା ଅଭିଯୋଗ କରିଛନ୍ତି ରାଜ୍ୟବର୍ଦ୍ଧନ…
ଅମ୍ରିତଶର: ପଞ୍ଚାବ କଂଗ୍ରେସରେ ଦଳୀୟ କନ୍ଦଳ ଦିନକୁ ଦିନ ଘନଉଥିବା ବେଳେ ଏବେ ବିରୋଧୀଙ୍କ ମଧ୍ୟ ନାକେଦମ କଲେଣି । ଗୋଟିଏପଟେ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ନିଜ ଦଳ କଂଗ୍ରେସର କିଛି ବିଦ୍ରୋହୀ ନେତା ତାଙ୍କୁ ବିରୋଧ କରୁଥିବା ବେଳେ ଏବେ ସ୍ଥିତି…
ନୂଆଦିଲ୍ଲୀ: କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ବଡ଼ ଝଟ୍କା । ବିଗତ କିଛି ସାଧାରଣ ନିର୍ବାଚନରେ କଂଗ୍ରେସ ସୁଧୁରୁଥିବା ଓ ବିଜେପି ଖସୁଥିବା କଂଗ୍ରେସ ଦାବି କରୁଥିବା ବେଳେ ଏବେ ପୁଣି ଲାଗିଛି ଝଟ୍କା । ଗତବର୍ଷ ମାର୍ଚ୍ଚରେ ଜ୍ୟୋତିରାଦିତ୍ୟ ସିନ୍ଧିଆ…
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଜିତିନ ପ୍ରସାଦ ଆଜି ବିଜେପିରେ ମିଶିଛନ୍ତି । କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲଙ୍କ ଉପସ୍ଥିତିରେ ସେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଜିତିନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା…