ବିଜେଡିର ଦଳୀୟ କାମରେ ମୁଣ୍ଡ ପୁରାଉଥିଲେ, ହେଲେ ଗତ ନିର୍ବାଚନରେ ଧରାପଡ଼ି ନିଲମ୍ବନ ହେଲେ। ପରେ ଅବଶ୍ୟ ତାଙ୍କ ଉପରୁ ନିଲମ୍ବନ ହଟିଥିଲେ ବି କାର୍ଯ୍ୟାନୁଷ୍ଠାନ ଖଣ୍ଡା ଝୁଲି ରହିଛି।
ବିଜେଡି ସରକାରର ଏଜେଣ୍ଟ ସାଜି କାମ କରୁଥିବାର ମିଳିଥିଲା ପ୍ରମାଣ । ନିର୍ବାଚନବେଳେ କେତେକଙ୍କ ବିରୋଧରେ ECI ବି ନେଇଥିଲେ ଆକ୍ସନ ।
ଖୋଦ୍ ସିଏମଓରେ ଏକାଧିକ ଆଉଟସୋର୍ସ ନିଯୁକ୍ତିକୁ ଦେଖି ତାଜୁବ୍ ସିଏମ୍ ମୋହନ ।
ଏହି କ୍ରମରେ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ନଗର ଉନ୍ନୟନ ତଥା ସଂସଦୀୟ ବ୍ୟାପାର ସଚିବ ଜି.ମାଥିଭାତନନ୍ ପ୍ରମୁଖ ରାଜ୍ୟ ଅତିଥି ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।
ରତ୍ନବେଦୀରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ସରୁ ସରୁ ଭକ୍ତଙ୍କ ପାଇଁ ଖୋଲି ଦିଆଗଲା ଜଗନ୍ନାଥ ମନ୍ଦିରର ସିଂହଦ୍ୱାର ସହ ଅନ୍ୟ ତିନି ଦ୍ୱାର ବ୍ୟାଘ୍ର, ହସ୍ତୀ ଓ ଅଶ୍ୱ ଦ୍ୱାର । ଯାହାକି ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦ୍ୱାର ଭାବେ ବିବେଚିତ।
ସମ୍ୱଲପୁର ବିଧାୟକ ତଥା ବିଜେପିର ବରିଷ୍ଠ ନେତା ଜୟନାରାୟଣ ମିଶ୍ରଙ୍କୁ ମନ୍ତ୍ରୀ ପଦ ମିଳିନି। ଯେଉଁଥିଲାଗି ସେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି।
ନଗର ଉନ୍ନୟନ ବିଭାଗରେ ୧୦ ବର୍ଷ ଆଉ ସଂସଦୀୟ ବ୍ୟାପାର ବିଭାଗରେ ୧୩ ବର୍ଷ ହେଲା ପ୍ରମୁଖ ସଚିବ ରହିଲେଣି ଏହି ଅଧିକାରୀ।
ଗୋଟିଏ ଗୋଟିଏ ବିଭାଗରେ ୮-୧୦ ବର୍ଷ ଧରି ଅଛନ୍ତି ସରକାରୀ ଅଧିକାରୀ । ବିଜେପି ସରକାର ଆସିବା ପରେ ଟେନସନରେ ବିଜେଡି ମାର୍କା ବାବୁ ।
ବିଜେପି ସରକାରର ଘୋଷଣା ହୋଇନଥିବା ୬ ମନ୍ତ୍ରୀ ପଦକୁ ନେଇ ଚର୍ଚ୍ଚା ଜୋର୍ । ଶପଥ ଗ୍ରହଣର 24 ଘଣ୍ଟା ପରେ ବି ଅପେକ୍ଷାରେ ବହୁ ଆଶାୟୀ ।
ଯେତେବେଳେ ଟିଭିରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ମୋହନ ମାଝି ବୋଲି ଘୋଷଣା ହେଲା, ସେତେବେଳେ ତାଙ୍କ ପାଦ ଆଉ ତଳେ ରହିଲା ନାହିଁ ।
କିଏ ପ୍ରଥମଥର ନିର୍ବାଚିତ ହୋଇଛି ତ କାହାକୁ ବର୍ଷ ବର୍ଷର ସଂଘର୍ଷ ପରେ ମିଳିଛି ସଫଳତା।ବିଜେଡିର ହେଭିୱେଟ ନେତା, ମନ୍ତ୍ରୀ ଏବଂ ଟାଣୁଆ ସଂଗଠକଙ୍କୁ ଦେଇଛନ୍ତି ମାତ୍। ପୀଢି ପରେ ପୀଢି ପରିବାରବାଦ ରାଜନୀତିକୁ ଧରାଶାୟୀ କରି, ଗଡ ଭାଙ୍ଗିଦେଇଛନ୍ତି କିଛି ନବାଗତ।
କେବଳ ମନମୋହନ ନୁହନ୍ତି, ବିଜେଡି ଓ କଂଗ୍ରେସ ସଭାପତିଙ୍କ ଋଣକୌଶଳ ମଧ୍ୟ ଏହି ନିର୍ବାଚନରେ ଫେଲ୍ ମାରିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ଆସନ ହିଞ୍ଜିଳି ଏବଂ କଣ୍ଟାବାଞ୍ଜିରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ତାଙ୍କୁ କଣ୍ଟାବାଞ୍ଜି ଆସନରୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି।
ବିଜେଡିର ଏଭଳି ବିପର୍ଯ୍ୟୟର କ’ଣ ରହିଛି ୧୦ ପ୍ରମୁଖ କାରଣ ଆସନ୍ତୁ ଜାଣିବା...
ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି। ସେହିପରି ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍ରେ ଆଗୁଆ ଅଛନ୍ତି। ସେହିପରି ସ୍ମୃତି ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରେ ଆଗୁଆ ଅଛନ୍ତି।
ପୁରୀ ବିଧାନସଭାରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ଆଗୁଆ ଥିବା ବେଳେ ବରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଅଛନ୍ତି। ଭୋଗରାଇ ବିଧାନସଭାରେ କଂଗ୍ରେସ ଆଗୁଆ ରହିଛି।
ଭୁବନେଶ୍ୱର ଲୋକସଭା ଆସନରେ ହେବ ଦ୍ୱିମୁଖୀ ଲଢ଼େଇ। ଏଠି ଠିଆ ହୋଇଛନ୍ତି ବିଜେପିର ଚର୍ଚ୍ଚିତ ମହିଳା ନେତ୍ରୀ ଅପରାଜିତା ଷଡ଼ଙ୍ଗୀ। ସିଏ ଗତଥର ଜିତିଥିଲେ।
କାଉଣ୍ଟି ଡେ' ପାଇଁ ସରି ସରି ଆସୁଛି କାଉଣ୍ଟଡାଉନ। କାଲି ଏତେ ବେଳକୁ ସ୍ପଷ୍ଟ ହୋଇସାରିଥିବ ହାର୍-ଜିତ୍ ର ଚିତ୍ର। ତେବେ ଏହାର ଅବ୍ୟବହିତ ପୂର୍ବରୁ, ଆଜି ଉଭୟ NDA ଓ ଇଣ୍ଡି ଶିବିରରେ ଚାଲିଛି ସେଲିବ୍ରେସନ ତୟାରି।
କେଉଁଠି NDAକୁ ୪ଶହ ପାର୍ କରାଇବାକୁ ପୂଜା-ପ୍ରାର୍ଥନା ତ ଆଉ କେଉଁଠି ପ୍ରସ୍ତୁତ ହୋଇ ସାରିଲାଣି 'ମୋଦି ମିଠା'। ବିଜେପି ଶିବିରରେ ଅପୂର୍ବ ଉତ୍ସାହ ଆଣିଛି ଏକ୍ଜିଟ ପୋଲ୍ ଆକଳନ। ମୋଦି ସରକାରର ତୃତୀୟ ଇନିଂସ ପାଇଁ ପଦ୍ମ କ୍ୟାମ୍ପରେ ଫୁଲ୍ କନଫିଡେନ୍ସ।
ଏନଡିଏ ମେଣ୍ଟରେ ଥିବା ଦଳ ମାନଙ୍କ ପ୍ରଦର୍ଶନକୁ ଦେଖିଲେ ବିଜେପି ସପକ୍ଷରେ ୪ରୁ ୬ ସିଟ୍ ଯାଉଥିଲା ବେଳେ ଟିଡିପିକୁ ୭୮ରୁ ୯୬, ଜେଏସପି ୧୬ରୁ ୧୮ ସିଟ୍ ପାଇବାର ସମ୍ଭାବନା ଥିବା କୁହାଯାଇଛି।
ଇଣ୍ଡିଆ ଟୁଡେ ଆକ୍ସିସ ଏକଜିଟ୍ ପୋଲ୍ ଅନୁସାରେ, ଓଡ଼ିଶାର ୨୧ ଲୋକସଭା ସିଟ୍ ମଧ୍ୟରୁ ଜବରଦସ୍ତ ପ୍ରଦର୍ଶନ ସହ ବିଜେପି ୧୮ରୁ ୨୦ ସିଟ୍ ହାସଲ କରିବାକୁ ଥିବା ବେଳେ ବେଳେ ବିଜେଡି ୦ରୁ ୨ ଏବଂ କଂଗ୍ରେସ ମାତ୍ର ଗୋଟିଏ ସିଟ୍ ହାସଲ କରିପାରେ।
କେମିତି ସଫଳ ହେବାକୁ ଯାଉଛି ବିଜେପି? କୁହାଯାଉଛି, ଚଳିତ ନିର୍ବାଚନରେ ଅଣଓଡ଼ିଆ ଏବଂ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ସାଜିଛି ମୁଖ୍ୟ ଫାକ୍ଟର।
ମାର୍ଶାଘାଇ ବ୍ଲକ ଯମପଡ଼ା ପଞ୍ଚାୟତର ୭୫ ବର୍ଷିୟ ପୁରୁଷୋତ୍ତମ ସ୍ୱାଇଁ । ଯାହାଙ୍କୁ ବିଜେଡି କର୍ମୀ ଗାଡ଼ି ମଡ଼ାଇ ହତ୍ୟା କରିଥିବା ଅଭିଯୋଗ ହୋଇଛି ।
ଅଧିକାଂଶ ସର୍ଭେରେ ବିଜେପିକୁ ୧୫ରୁ ଊର୍ଦ୍ଧ୍ବ ସିଟ୍ ମିଳିବା ସମ୍ଭାବନା । ବିଧାନସଭା ଫଳାଫଳରେ ବି ପଡ଼ିପାରେ ପ୍ରଭାବ ।
ଓଡ଼ିଶାରେ ବିଜେପିର ବଡ ସଫଳତା ପଛରେ କାମ କଲା କେଉଁ ଷ୍ଟ୍ରାଟେଜି ? ‘ଓଡ଼ିଆ ଅସ୍ମିତା’ ପ୍ରସଙ୍ଗ ନା ‘ବିଜେଡିରେ ପାଣ୍ଡିଆନ୍ ରାଜ୍’ ପ୍ରସଙ୍ଗ ?
ରକ୍ତରଂଜିତ ହେଲା ୨୪ ନିର୍ବାଚନୀ ମହାସଂଗ୍ରାମ। ଭୋଟ୍ ହିଂସା ଭିତରେ କେଉଁଠି ମୁଣ୍ଡ ଗଡ଼ିଲା ତ ଆଉ କେଉଁଠି ମରଣାନ୍ତକ ଆକ୍ରମଣରେ ଲହୁଲୁହାଣ ହେଲେ ନେତା ଓ କର୍ମୀ।