• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Congress

Himant Biswa Sharma
‘ଓଡ଼ିଶାର ସବୁ ଚାକିରି ପାଣ୍ଡିଆନ୍‌ଙ୍କ ପାଖରେ, ରତ୍ନଭଣ୍ଡାର ଚାବି ବି ସେ ରଖିଛନ୍ତି’

‘୧ ଟଙ୍କା ଲେଖାଏଁ ଚାନ୍ଦା କରି ପାଣ୍ଡିଆନଙ୍କ ପାଇଁ ଟିକେଟ କିଣନ୍ତୁ । ପାଣ୍ଡିଆନଙ୍କ ପାଇଁ ଟିକେଟ କିଣି ତାମିଲନାଡୁ ପଠାଇ ଦିଅନ୍ତୁ । ପାଣ୍ଡିଆନ ନବୀନ ବାବୁଙ୍କୁ ହୋଷ୍ଟେଜ ରଖିଛନ୍ତି । ନବୀନ ବାବୁଙ୍କ ମାଇକ୍ କାହିଁକି ପାଣ୍ଡିଆନ ଧରୁଛନ୍ତି।

BJP, BJD  vie for government formation
ତୃତୀୟ ପର୍ଯ୍ୟାୟ ପରେ ବଢ଼ିଲା ସିଟ୍ ଦଖଲ ଦମ୍ଭୋକ୍ତି

ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିବା ସହିତ ରାଜ୍ୟର ୧୦୫ ବିଧାନସଭା ଓ ୧୫ ଲୋକସଭା ଆସନରେ ନିର୍ଦ୍ଧାରିତ ହୋଇସାରିଛି ପ୍ରାର୍ଥୀଙ୍କ ଭାଗ୍ୟ ।

Rahul Gandhi
ଭୋଟର୍ ଙ୍କ ମନ ଜିଣିବାକୁ ପ୍ରାଣମୂର୍ଚ୍ଛା ଉଦ୍ୟମ, ପୁଣି ଆସିବେ ମୋଦି-ରାହୁଲ୍

୨୯ ତାରିଖ ବୁଧବାର ଦିନ ପୁଣିଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶାରେ ମୋଦିଙ୍କ ୩ଟି ସଭା ରହିଛି । ବାରିପଦା, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜନସଭାକୁ ସମ୍ବୋଧନ କରିବେ ।

Odisha Election
ରାଜ୍ୟରେ ସରିଲା ତୃତୀୟ ପର୍ଯ୍ୟାୟ ପ୍ରଚାର ଯୁଦ୍ଧ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୋଲିଂ ପାର୍ଟି ବୁଥ୍ ମୁହାଁ । ସ୍କ୍ୱାଡ୍ ଜଗିବ ଅନ୍ଧାରୀ ବିଜେ ।

Yogi Adityananth
‘ବିଜେଡି ତ ସରକାର କରିପାରିବନି, ଏମାନଙ୍କୁ କାହିଁକି ଜିତାଇବା’

ଓଡ଼ିଶାରେ ନବୀନ ସରକାର ବାବୁମାନଙ୍କ ଘେରାବନ୍ଦୀରେ ରହିଛି । ନବୀନ ସରକାର ଏଠାରେ ଆୟୁଷ୍ମାନ ଭାରତ ଲାଗୁ କରୁନାହାନ୍ତି ।

Naveen Patnaik  Road Show
ନବୀନଙ୍କ ରୋଡ୍ ସୋ’ ଦେଖିବାକୁ ଆସୁନାହାନ୍ତି ଲୋକ, ଆଉ ସେଇ ମ୍ୟାଜିକ୍ ନାହିଁ କହିଲେ ବୈଜୟନ୍ତ

ସୋସିଆଲ ମିଡିଆରେ ବୈଜୟନ୍ତ କହିଲେ, ମୁଖ୍ୟମନ୍ତ୍ରୀଙ୍କ ଆଉ ସେହି ମ୍ୟାଜିକ ନାହିଁ ।

Third Phase Election Rich Candidate
ସନ୍ଧ୍ୟାରେ ସରିବ ପ୍ରଚାର, ଦିନକ ପରେ ୬ ଲୋକସଭା ୪୨ ବିଧାନସଭାରେ ଭୋଟ

ଏଥର ମଇଦାନରେ ବହୁ ହେଭିୱେଟ୍ । ୬ ସଂସଦୀୟ କ୍ଷେତ୍ର, ୪୨ ବିଧାନସଭା ଆସନରେ ହେବ ଭୋଟିଂ ।

BJP target Naveen Patnaik
କୁଆଡ଼େ ଗଲା ରତ୍ନଭଣ୍ଡାର ଚାବି ?

ଓଡ଼ିଶାବାସୀଙ୍କ ଉପରେ ନବୀନ କାହିଁକି ତାମିଲ ବାବୁଙ୍କ ଶାସନ ଥୋପିବାକୁ ଚେଷ୍ଟା କରୁଛନ୍ତି ? ପିଏମ୍ ମୋଦି ଓ ଶାହଙ୍କ ଏଭଳି ପ୍ରଶ୍ନବାଣରେ ଏବେ ଘାଇଲା ନବୀନ।

Arun Govil
ଓଡ଼ିଶାରେ ରିଲ୍ ରାମଙ୍କ ମାରାଥନ୍ ପ୍ରଚାର, କହିଲେ ବିଜେପିକୁ ଭୋଟ ଦିଅ...

ଚମ୍ପୁଆରେ ଜନସଭାରେ କେନ୍ଦୁଝର ବିଜେପି ସାଂସଦ ପ୍ରାର୍ଥୀ ଅନନ୍ତ ନାୟକ ଓ ବିଧାୟକ ପ୍ରାର୍ଥୀ ମୂରଲୀ ମନୋହର ଶର୍ମାଙ୍କ ପାଇଁ ସେ ଭୋଟ୍  ମାଗିଛନ୍ତି। ଏହାପରେ ଚମ୍ପୁଆ ସ୍ଥିତ ରାମ ମନ୍ଦିରରେ ସେ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। 

ECI
ବିଜେପି ଓ କଂଗ୍ରେସକୁ ECIଙ୍କ ତାଗିଦ, ସମାଜ ବିଭାଜନକାରୀ ଭାଷଣ ନ ଦେବାକୁ ନିର୍ଦ୍ଦେଶ

ବିଜେପି ଓ କଂଗ୍ରେସକୁ କଡ଼ା ତାଗିଦ କରିଛନ୍ତି ନିର୍ବାଚନ ଆୟୋଗ। ନିର୍ବାଚନ ଆଚରଣ ବିଧି ପାଳନ କରିବାକୁ ଏବଂ ଭାଷା ସଂଯମତା ରକ୍ଷା ପାଇଁ ଷ୍ଟାର୍ ପ୍ରଚାରକଙ୍କୁ ନିର୍ଦ୍ଦେଶ ଦେବାକୁ ଉଭୟ ଦଳକୁ କହିଛନ୍ତି ଭାରତୀୟ ଇଲେକ୍ସନ୍ କମିଶନ ।

Aparajita Sarangi
ନବୀନଙ୍କ ଅଭିଯୋଗ, ଅପରାଜିତାଙ୍କ ସିଧା ଜବାବ

ରାଜନୀତିରେ ଏନେଇ ଭୁଲ୍ ବ୍ୟାଖ୍ୟା ତିଆରି ହେଉଛି। ଲିଙ୍ଗରାଜ ମନ୍ଦିର କାମକୁ ମୁଁ କେବେବି ବିରୋଧ କରିନାହିଁ।

Amit Shah
ମାରାଥନ୍ ସଭା...ମାରାଥନ୍ ପ୍ରହାର । ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ, ନୟାଗଡ଼.. ସବୁଠି ହମ୍‌ଲା

ଏକା ଦିନରେ ଚାରି ଚାରିଟି ନିର୍ବାଚନୀ ସଭା କରି ବିଜେପି ପାଇଁ ଭୋଟ୍ ମାଗିଲେ, ନବୀନ ସରକାର ଉପରେ ଏକୁ ବଳି ଆରେକ ପ୍ରଚଣ୍ଡ ହମଲା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।

Amit Shah
ସମ୍ବଲପୁର ସଭାରେ ଶାହଙ୍କ ଦମ୍ଭୋକ୍ତି । ଲକ୍ଷ୍ୟ ଥିବା ୪୦୦ରୁ ୩୧୦ ସିଟ୍ ବିଜେପି ଖାତାକୁ ଗଲାଣି

ରାଜ୍ୟରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଆରମ୍ଭ ହୋଇଗଲାଣି ରାଜନୈତିକ ବୟାନବାଜି ।

Controversy
ଭୁଲ୍ ମାଗିଲେ, କ୍ଷମା ପ୍ରାର୍ଥନା କଲେ, ପଶ୍ଚାତାପ କରିବେ ବୋଲି କହିଲେ; ତାପରେ ବି...

ଗତକାଲି ସକାଳେ ପୁରୀରେ ମୋଦିଙ୍କ ରୋଡ୍ ଶୋ’ପରେ ପ୍ରଧାନମନ୍ତ୍ରୀ ମୋଦି ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତ ବଦଳରେ ଭୁଲବଶତଃ ଜଗନ୍ନାଥ ମୋଦିଙ୍କ ଭକ୍ତ ବୋଲି ଏକ ଘରୋଇ ଓଡ଼ିଆ ନ୍ୟୁଜ୍ ଚ୍ୟାନେଲକୁ କହିଦେବା ପରେ ସୃଷ୍ଟି ହୋଇଥିଲା ବିସ୍ଫୋରକ ସ୍ଥିତି ।

Arjun Munda
କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କ ପ୍ରଚାର, କହିଲେ ଓଡ଼ିଶାକୁ ଦରକାର ଡବଲ ଇଞ୍ଜିନ ସରକାର

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା । ବିଜେପି କର୍ମୀଙ୍କ ସମେତ ଜନତାଙ୍କ ମଧ୍ୟରେ ଉତ୍ସାହ ।

Amit Shah
ଓଡ଼ିଆ ଅସ୍ମିତା ଅସ୍ତ୍ରରେ ରାଜ୍ୟ ସରକାରଙ୍କୁ ଶାହଙ୍କ ଘନ ଘନ ଆଟାକ୍

ବୟସ ହୋଇଯାଇଥିବା ନବୀନଙ୍କୁ ରିଟାୟର୍ଡ କରାଇବାକୁ ଆହ୍ୱାନ । ଚିଟ୍‌ଫଣ୍ଡ, ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ବି ଟାର୍ଗେଟ୍ ।

Aparajita Sarangi
ଭୋଟ୍ ପୂର୍ବରୁ ମୁହାଁମୁହିଁ ! ୭୨ ଘଣ୍ଟାରେ ପ୍ରମାଣ ଦେବାକୁ CMଙ୍କୁ ଚ୍ୟାଲେଞ୍ଜ କଲେ ଅପରାଜିତା

ରାଜଧାନୀରେ ୫ ବର୍ଷରେ କେତେ ବିକାଶ ହୋଇଛି, ସେନେଇ ବିତର୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆହ୍ୱାନ ଦେଇଛନ୍ତି ଅପରାଜିତା

Odisha Election
ବୁଥରେ ପୋଲିଂ ଟିମକୁ ତାଲା ପକାଇଦେଲେ ଗ୍ରାମବାସୀ

ପୋଲିଂ କର୍ମଚାରୀଙ୍କୁ ଲୋକେ ଅଟକ ରଖିବାକୁ କେନ୍ଦ୍ରକରି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ଅତିରିକ୍ତ ଏସପି ପହଞ୍ଚିଛନ୍ତି।

Odisha Election
ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ବେଳେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ

ବିଶେଷ କରି ମାଓ ଅଧ୍ୟୁଷିତ ଅଞ୍ଚଳ ଓ 18 ଛୁଇଁବା ପରେ ପ୍ରଥମଥର ଭୋଟ୍ ଦେଉଥିବା ଭୋଟରଙ୍କ ଭିତରେ ତ ଦେଖିବା ଭଳି ଥିଲା ଉତ୍ସାହ।

Odisha Politics
ମନପସନ୍ଦର ପ୍ରତିନିଧି ବାଛିଲେ ମତଦାତା, EVMରେ ସିଲ୍ ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ

ଦ୍ୱିତୀୟ ଦଫା ଲଢ଼େଇରେ ୫ ସଂସଦୀୟ କ୍ଷେତ୍ର ଓ ୩୫ ବିଧାନସଭା କ୍ଷେତ୍ରରେ ମତଦାନ ।

Modi Road Show
ବଡ଼ଦାଣ୍ଡରେ ରଥଯାତ୍ରାର ଭ୍ରମ... ଗ୍ରାଣ୍ଡ୍ ରୋଡରେ ମୋଦିଙ୍କ ଗ୍ରାଣ୍ଡ୍ ସୋ'

ଲୋକଙ୍କୁ ହାତ ହଲାଇ ଅଭିବାଦନ ଜଣାଇବା ସହିତ ଭୋଟ୍ ମାଗିଥିଲେ ଏହି ଟପ୍ ବିଜେପି ହେଭିୱେଟ୍। ଜନତାଙ୍କ ଜୋଶ୍ ବି ପ୍ରତିଫଳିତ ହୋଇଥିଲା ମୋଦିଙ୍କ ମୁହଁରେ।

Narendra Modi
ଜଗା ଆଶୀର୍ବାଦ ନେଇ ପୁରୀରେ ବିଶାଳ ରୋଡ୍ ସୋ କଲେ

କଟକରେ କହିଥିଲେ- ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ, ସ୍ୟାଣ୍ଡ, କୋଇଲା ଓ ଖଣି ମାଫିଆ ଦେଇଛି।

Odisha Election
ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ପଛର କାରଣ କ’ଣ ?

ସପ୍ତାହର ଚିକିତ୍ସା ପରେ ଭୁବନେଶ୍ୱର ଏମ୍ସରୁ ଆଜି ଡିସଚାର୍ଜ ହୋଇଥିବା ପ୍ରଦୀପ ରଖିଛନ୍ତି ବିସ୍ଫୋରକ ବୟାନ ।

Narendra Modi
‘ପ୍ରଭୁ ଜଗନ୍ନାଥ ଯେକୌଣସି ଲୋକର ଆଶା ପୂରଣ କରନ୍ତି’

ଓଡ଼ିଶାର ପୁରପଲ୍ଲୀରେ ଗୋଟିଏ ନାରା ସବୁଠି ଗୁଞ୍ଜରିତ ହେଉଛି । ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।

Narendra Modi
ଅନୁଗୁଳ-କଟକରେ ମୋଦିଙ୍କ ପ୍ରଚଣ୍ଡ ହମଲା ! 'ଓଡ଼ିଶାକୁ BJD ଦେଇଛି ଲ୍ୟାଣ୍ଡ-ସ୍ୟାଣ୍ଡ-ଖଣି ମାଫିଆ'

'ସବୁକୁ କବଜା କରିଥିବା ମାଫିଆର ଭାଙ୍ଗିଦେବୁ ଅଣ୍ଟା । ଆମ ସରକାର କ୍ଷମତାକୁ ଆସିଲେ ଭାଙ୍ଗିଦେବୁ ଅଣ୍ଟା ।’