ବିଜେପିରେ ଭୋଟ ଦେବା ଓ ବିଜେପିକୁ ସମର୍ଥନ କରି ପ୍ରଚାରରେ ବୁଲିବାରୁ ଗାଁ ଦାଣ୍ଡକୁ ଡାକି କଙ୍ଗାରୁ କୋର୍ଟ ଦ୍ୱାରା ଜରିମାନା ଆଦାୟ କରାଯାଇଛି।
ପାଣ୍ଡୁଜୀ ମୁଁ କହୁନି, ଲୋକ ମାନେ କହୁଛନ୍ତି । ଓଡ଼ିଶାବାସୀ ଏବେ ସୁସ୍ଥ, ଯୁବ ଓ ଅସ୍ମିତା ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି ବୋଲି କହିଛନ୍ତି ଅପରାଜିତା। ତାଙ୍କ ଅଭିଯୋଗ ନେଇ ବିଜେଡି କିମ୍ବା ପାଣ୍ଡିଆନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଘଟଣାକୁ ମଧ୍ୟ ନିନ୍ଦା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ।
ଭିଡିଓରେ ଲୋକେ ବିଭିନ୍ନ ମୌଳିକ ସମସ୍ୟା ସମାଧାନର ଜବାବ ମାଗୁଛନ୍ତି। ୨୫ ବର୍ଷରେ କ’ଣ କରିଛ ବୋଲି ଲୋକେ ପଚାରୁଥିବା ଦେଖିବାକୁ ମିଳୁଛି।
ଓଡ଼ିଶାରେ ଜନତାଙ୍କ ସରକାର ଦରକାର କହିଲେ ନଡ୍ଡା । ଜନତାଙ୍କ ସରକାର, ମହିଳା ସଶକ୍ତୀକରଣର ସରକାର ଦରକାର । ତାହା କେବଳ ବିଜେପି ହିଁ ଦେଇପାରିବ ବୋଲି କହିଥିଲେ ନଡ୍ଡା ।
ହରଡ଼ଘଣାରେ ପଡ଼ିଛନ୍ତି ବିଜେଡି ନେତା । ପ୍ରଚାର ବେଳେ ଘେରୁଛନ୍ତି ଜନତା । ପଚାରୁଛନ୍ତି କାହିଁକି ପୂରଣ କଲେନି ପ୍ରତିଶ୍ରୁତି?
ବିଜେପି ସରକାର ଆସିଲେ ଛତିଶଗଡ଼ ଭଳି ଓଡ଼ିଶାରେ ବି ୩୧ଶହ ଟଙ୍କାରେ ଧାନ କିଣାଯିବ।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ହାଇଦ୍ରାବାଦର ନାରଖୁଡ଼ା ଅଞ୍ଚଳର ଏକ ଭିଡିଓରୁ ଏଭଳି ଆଶଙ୍କା କରାଯାଉଛି ।
ଓଡ଼ିଶାରେ ଜନତାଙ୍କ ସରକାର ଦରକାର କହିଲେ ନଡ୍ଡା । ଜନତାଙ୍କ ସରକାର, ମହିଳା ସଶକ୍ତୀକରଣର ସରକାର ଦରକାର । ତାହା କେବଳ ବିଜେପି ହିଁ ଦେଇପାରିବ କହିଲେ ନଡ୍ଡା ।
ଏହା ପୂର୍ବରୁ ଟଙ୍କା ଜବତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗତକାଲି ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ ଓ ତାଙ୍କ ସହାୟକ ଜାହାଙ୍ଗିର ଆଲାମଙ୍କୁ ଗିରଫ କରି ସାରିଛି। ଗତ ସୋମବାର ଇଡିର ୬ଟି ଟିମ୍ ଚଢାଉ କରି ଜାହାଙ୍ଗିର ଆଲାମଙ୍କ ଘରୁ ଏତେ ପରିମାଣର ଟଙ୍କା ଜବତ କରିଥଲା।
‘ଦମ୍ ଅଛି ତ ଅଧିକ ଅଢ଼େଇ କେଜି ମିଶାଇ ଲୋକଙ୍କୁ ଦିଅ’ । ‘ଜୁନ୍ ୪ରେ ନବୀନଙ୍କୁ ବାଏ ବାଏ କହିବେ ଓଡ଼ିଶା ଭୋଟର’ ।
ମତଦାନ ପାଇଁ ଭିଟାମାଟିକୁ ଫେରିପାରୁ ନାହାନ୍ତି ଦାଦନ ଶ୍ରମିକ । ନବୀନଙ୍କ ନିର୍ବାଚନମଣ୍ଡଳୀ କଣ୍ଟାବାଞ୍ଜିରେ ୫ଦିନ ପରେ ଭୋଟ୍ ।
ସୁଭଦ୍ରା ଯୋଜନା ସମ୍ବନ୍ଧରେ ବୈଠକ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ଆସନ୍ତାକାଲି ରାଜଧାନୀରେ ରୋଡ୍ ସୋ’ କରିବେ ନଡ୍ଡା ।
ରାଜ୍ୟ ସରକାରଙ୍କୁ ନିର୍ଧୁମ ଟାର୍ଗେଟ୍ କରିଛନ୍ତି । ସେଠାରୁ ଭୁବନେଶ୍ୱର ଆସିଥିଲେ ତାପରେ କଟକରେ ପହଞ୍ଚି ରୋଡ୍ ଶୋ' କରିଛନ୍ତି ।
ନବୀନ ସରକାର ଏଠି ଶ୍ରୀକ୍ଷେତ୍ରକୁ ପର୍ଯ୍ୟଟନ ସ୍ଥଳ ବନାଇବାକୁ ଲାଗିଛନ୍ତି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲୁନାହାନ୍ତି, ଶ୍ରଦ୍ଧାଳୁ ହଇରାଣ ହେଉଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିବା କ୍ଷଣି ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବ ।
ବଲାଙ୍ଗିରରୁ ରାହୁଲଙ୍କ ନିଶାନା। ଜନ ଆଶୀର୍ବାଦ ସଭାରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅନେକ ପ୍ରତିଶ୍ରୁତି ଦେଇଛନ୍ତି। ରାହୁଲ କହିଛନ୍ତି, ପ୍ରଥମ ଥର ପାଇଁ କୌଣସି ଦଳ କହିଛି ଜିତିଲେ ସମ୍ବିଧାନ ବଦଳାଇବ।
ଏକ କୋଟି ମହିଳାଙ୍କୁ ଏକ ବର୍ଷରେ ଲକ୍ଷପତି କରିଦେବୁ କହିଲେ ରାହୁଲ ଗାନ୍ଧି। କୋଟିଏ ଟଙ୍କା ଗରିବଙ୍କ ପକେଟ୍କୁ ଯିବ। ସବୁ ବନ୍ଦ ଥିବା ଫ୍ୟାକ୍ଟ୍ରି ଚାଲୁ କରାଯିବ।
ଆଜିଠୁ ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ବରରେ ଆୟୋଜିତ ଏକ ମହିଳା ସମାବେଶରେ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆଜି ବଲାଙ୍ଗିର ଗସ୍ତରେ ଆସୁଛନ୍ତି କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧି।
ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଥାନା ଘେରାଉ କରିଥିଲେ ବିଜେପି କର୍ମୀ। ପୋଲିସର ପ୍ରତିଶ୍ରୁତି ପରେ ଧାରଣାରୁ ହଟିଥିଲା ବିଜେପି।
ବ୍ରହ୍ମପୁର ଏମକେସିଜି ମେଡିକାଲରେ ରୁଣ୍ଡ ହୋଇଥିଲେ ପ୍ରଦୀପଙ୍କ ଶତାଧିକ ସମର୍ଥକ । ଭିତରେ ପ୍ରଦୀପଙ୍କ ଚିକିତ୍ସା ଚାଲିଥିବା ବେଳେ ବାହାରେ ପିଣ୍ଟୁଙ୍କ ଗିରଫ ଦାବିରେ କରିଥିଲେ ନାରାବାଜି। ଗୋଷାଣିନୂଆଗଁ ଥାନା ଆଗରେ ପିଣ୍ଟୁଙ୍କ ସମର୍ଥକ ବି ତାଙ୍କ ନେତାଙ୍କୁ ଛାଡ଼ିବା ଦାବିରେ ଗହଳି କରିଥିଲେ।
ମତଦାନ କେନ୍ଦ୍ର ଆଗରେ ଠିଆ ହୋଇଥିବା ପୋଲିଂ ଅଧିକାରୀଙ୍କ ଗାଡ଼ି ସାମ୍ନାରେ ଚାଲିଛି ଆଲୋଚନା। ଇଭିଏମ୍ ଠିକରେ ସିଲ୍ ହୋଇଛି କି ନାହିଁ, ସେନେଇ ଅଧିକାରୀଙ୍କୁ ପଚାରି ବୁଝୁଥିଲେ ବିଜେପିର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ
ବ୍ରହ୍ମପୁର, ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ। ୪ ସଂସଦୀୟ କ୍ଷେତ୍ରର ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇଛି ।
ଗଣମାଧ୍ୟମରେ ଘନ ଘନ ବିଜ୍ଞାପନ ସହ ନିର୍ବାଚନୀ ସଭାରେ ସମାନ କଥା କହି ବୁଲୁଛନ୍ତି ବିଜେଡି ନେତା।
ରାଜ୍ୟର ୯୦ ପ୍ରତିଶତ ଉପଭୋକ୍ତଙ୍କୁ ମାଗଣା ବିଜୁଳି ନେଇ ବିଜେଡି ଘୋଷଣାରେ ସତ୍ୟତା କେତେ ?