କଟକ ଚୌଦ୍ୱାର ଥାନା IIC ବିଶ୍ୱରଂଜନ ସାହୁ ଏବଂ SI ସରସ୍ୱତୀ ସାହୁଙ୍କୁ ବଦଳି ପାଇଁ ଟୁଇନସିଟି ପୋଲିସ କମିଶନର ଏବଂ ପୋଲିସ ଡିଆଇଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୁଜାତା, ପଦବୀର ଅପବ୍ୟବହାର କରୁଥିବା ଏବଂ ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ କରିଥିଲା ବିଜେପି ।
ଭୁବନେଶ୍ୱରରୁ ସମ୍ବଲପୁର, କଟକରୁ କେଉଁଝର। ୩ ପ୍ରମୁଖ ଦଳର ଯୋଦ୍ଧା ନିଜର କର୍ମୀ, ସମର୍ଥକ ଏବଂ ଦଳୀୟ ନେତାଙ୍କୁ ସାଙ୍ଗରେ ନେଇ ନାମାଙ୍କନ ଭରିଛନ୍ତି।
ସାଧାରଣ ନିର୍ବାଚନ ଲାଗି ଟ୍ୱିନ୍ସିଟିରେ ବଢିଲାଣି ରାଜନୈତିକ ଉଷ୍ମତା । ଆଜି ଲୋକସଭା ଓ ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଛନ୍ତି ତିନି ପ୍ରମୁଖ ଦଳର ପ୍ରାର୍ଥୀ।
ଅମେଠୀରୁ ରାହୁଲ ନିର୍ବାଚନ ନଲଢ଼ିବା ପରେ ଏବେ ଏହାକୁ ନେଇ ସିଧା ନିଶାନା କରିଛନ୍ତି ପ୍ରଧାନମନ୍ତ୍ରୀ।
ଖରାକୁ ଖାତିର ନାଇଁ, ପ୍ରଚାରରେ ମାତିଛନ୍ତି ପ୍ରାର୍ଥୀ। ଭୋଟ ପାଇଁ ନେତାଙ୍କ ଚିନ୍ତା, ହେଲେ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ପାଇଁ ଚିନ୍ତା କରିବ କିଏ ? କ’ଣ ଏଥିପାଇଁ ରାଜନୈତିକ ଦାୟିତ୍ୱ ନାହିଁ ? ନେତାଙ୍କ ପ୍ରଚାରରେ ପରିବେଶ କଥା କାଇଁ ?
ମନରେଗା ଯୋଜନାରେ ଶ୍ରମିକଙ୍କୁ ୪୦୦ ଟଙ୍କା ମଜୁରୀ ପ୍ରଦାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।
୨୦୨୪ ରେ ସେ ଟିକେଟ ପାଇଁ ଆଶାୟୀ ଥିଲେ । ହେଲେ ଦଳ ତାଙ୍କୁ ଟିକେଟ ନଦେବାରୁ ଗତକାଲି ଦଳ ଛାଡିବା ସହ ବିଜେଡି ତାଙ୍କ ପ୍ରତି ଅନ୍ୟାୟ କରିଥିବା ଦର୍ଶାଇଥିଲେ ।
‘ମୁଁ କଂଗ୍ରେସରୁ ପ୍ରାର୍ଥୀ ହେବା ପରେ ଗତ ୭ରୁ ୮ଦିନ ଭିତରେ କଟକବାସୀଙ୍କଠାରୁ ଖୁବ୍ ସ୍ନେହ ଶ୍ରଦ୍ଧା ପାଇଛି । କଟକବାସୀ ମୋତେ ଏମିତି ସ୍ନେହ ଶ୍ରଦ୍ଧା ଦେଇ ଚାଲିଥାନ୍ତୁ ।’
୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ବାରବାଟୀ-କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଜେନା ଓ ବେଗୁନିଆ ବିଧାନସଭା ଆସନରୁ ପ୍ରକାଶ ରଣବିଜୁଳିଙ୍କୁ ପ୍ରାର୍ଥୀ କରିଛି ବିଜେପି ।
ଶେଷ ତାଲିକାରେ ବିଜେଡି ଖଣ୍ଡପଡ଼ାରୁ ପ୍ରାର୍ଥୀ ଘୋଷଣା କଲା । କିନ୍ତୁ ପ୍ରାର୍ଥୀ ଘୋଷଣା ହେଉ ହେଉ ବିଜେଡିର ଦୁଇ ଜଣ ଦୃଢ଼ ସଂଗଠକ ଦଳ ଛାଡ଼ିଛନ୍ତି ।
ରାହୁଲ ରାୟଗଡ଼ାରେ ଏକ ବିରାଟ ଜନସମାବେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଥିଲା । ହେଲିକପ୍ଟର ଯୋଗେ ଦିନ ୧୨ଟାରେ ସେ ରାୟଗଡ଼ାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଥିଲା ।
ରହୁଲ ନଆସିବା ଖବର ପ୍ରକାଶ ପାଇବା ପରେ ଏବେ କଂଗ୍ରେସ କର୍ମୀଙ୍କ ମହଲରେ ନିରାଶା ଦେଖିବାକୁ ମିଳିଛି ।
ଆଶା କରାଯାଉଥିଲା କି ବିଜେପି ତାଙ୍କୁ ବରୀ ଆସନରୁ ପ୍ରାର୍ଥୀ କରିବ। ହେଲେ ୨୦୨୪ ନିର୍ବାଚନରେ ମଧ୍ୟ ଦେବାଶିଷଙ୍କୁ ନିରାଶ ହେବାକୁ ପଡିଛି।
ଆଜି ରାୟଗଡା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ରାଜ୍ୟ କଂଗ୍ରେସ ଶିବିରରେ ଉତ୍ସାହ । ଦିନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ପହଞ୍ଚିବେ । ଏହାପରେ ଜିଆଇଏସିଆର୍ କଲେଜ ସମ୍ମୁଖ ପଡିଆରେ ସମାବେଶକୁ ସମ୍ବୋଧନ କରିବେ ।
ମହାଲଢ଼େଇ ପୂର୍ବରୁ ମୈଦାନକୁ ଓହ୍ଲାଇଲେ ମହାଯୋଦ୍ଧା। ଗୋଟିଏ ଦିନରେ ଦେଖିବାକୁ ମିଳିଲା ରାଜ୍ୟର ପୁଳା ପୁଳା ହେଭିୱେଟଙ୍କ ପାୱାର ଶୋ'। ମୁଖ୍ୟମନ୍ତ୍ରୀ ନବୀନଙ୍କଠୁ ଆରମ୍ଭ କରି ବିଜେପିର ଅନେକ ବରିଷ୍ଠ ନେତା ଆଜି ଭରିଛନ୍ତି ନାମାଙ୍କନ। ଏଇଠୁ ବାଜିଛି ଯୁଦ୍ଧାରମ୍ଭର ବିଗୁଲ୍।
ରାଏବରେଲୀ ଓ ଆମେଥିରୁ କିଏ ହେବେ କଂଗ୍ରେସ ପ୍ରାର୍ଥୀ ? ରାହୁଲ ଓ ପ୍ରିୟଙ୍କା ଲଢ଼ିବେ କି ? ସସପେନ୍ସ ଉପରୁ ଆଜି ହଟିପାରେ ପରଦା ।
ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ।
ଲିଙ୍ଗରାଜ ମନ୍ଦିରରୁ ଦୌଡ଼ି ଦୌଡ଼ି ଜଟଣୀ ପର୍ଯ୍ୟନ୍ତ ଯାଇଥିଲେ । ତା’ପରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ଗହଣରେ ନାମାଙ୍କନ ଭରିଲେ ମନ୍ମଥ ।
ପ୍ରାର୍ଥୀ ଘୋଷଣା କଲା ବିଜେଡି । କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ ।
24 ମହାସଂଗ୍ରାମ ପାଇଁ ତାରିଖ ଯେତିକି ଯେତିକି ପାଖଉଛି ସେତିକି ଜମି ଆସୁଛି ପ୍ରଚାର ତାତି । କିଏ ସମର୍ଥକଙ୍କ ସହ ପ୍ରଚାର ମୈଦାନକୁ ଓହ୍ଲାଉଛନ୍ତି ତ ଆଉ କେଉଁ ପ୍ରାର୍ଥୀଙ୍କୁ ପ୍ରଚାର ପାଇଁ ବଳ ଯୋଗାଉଛି ପୂରା ପରିବାରର ସାଥ୍। ଏଭଳି କିଛି ରୋଚକ ଚିତ୍ର ଏବେ ନିର୍ବାଚନୀ ପରିବେଶକୁ ବେଶ୍ ସରଗରମ କରିଛି ।
ଭୋଟ୍ ଲଢ଼େଇରେ ପ୍ରାର୍ଥୀଙ୍କୁ ବଳ ପରିବାର। କେଉଁଠି ସ୍ୱାମୀ ପାଇଁ ସ୍ତ୍ରୀ, କେଉଁଠି ସ୍ତ୍ରୀ ପାଇଁ ସ୍ୱାମୀ ତ ପୁଣି କେଉଁଠି ବାପା-ମାଙ୍କ ପାଇଁ ମୈଦାନରେ ଅଣ୍ଟା ଭିଡ଼ିଛନ୍ତି ପୁଅ।
ଜଟଣୀ ସିଟ୍ ହାତେଇବାକୁ ବିଜେଡି ଓ କଂଗ୍ରେସର ଝାଳବୁହା ପରିଶ୍ରମ । ଜଟଣୀ ଗଡ଼ରେ ପଦ୍ମ ଫୁଟାଇବାକୁ ବିଜେପିର ଜୋରଦାର ପ୍ରୟାସ ।
ରାଜ୍ୟ ସରକାରଙ୍କ ଇ-ଫାଇଲ କିଏ ଦେଖୁଛି ବୋଲି ସେ ପ୍ରଶ୍ନ କରିଛନ୍ତି ଅପରାଜିତା ?
ଦିଲ୍ଲୀ ଅଭିମୁଖେ ଉଡ଼ିବାର ୧୦ ମିନିଟ ପରେ ପୁଣି ଫେରିଲା । ଭୁବନେଶ୍ବର ଫେରି ବିମାନର ଏମର୍ଜେନ୍ସି ଲ୍ୟାଣ୍ଡିଂ ।