ସିଦ୍ଧାନ୍ତଙ୍କ ଦମ୍ଭୋକ୍ତି ଏଥର ଡବଲ୍ ଇଞ୍ଜିନ ସରକାର, ବିଜେଡିର ଆକ୍ଷେପ-ଦୁହେଁ ବିଗ୍ ଜିରୋ ।
ଏପ୍ରିଲ ପ୍ରଥମ ସପ୍ତାହରେ ଆସିବ କଂଗ୍ରେସ ପ୍ରାର୍ଥୀ ତାଲିକା ବୋଲି ଜଣାପଡ଼ିଛି । ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସ ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ ୩ ନେତା।
ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଛନ୍ତି ୩ ନେତା।
ମନ୍ମଥ ରାଉତରାୟ ଆଜି ବିଜେଡିରେ ଯୋଗ ଦେବା ପରେ, ଅତି କ୍ଷୋଭର ସହ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ପ୍ରତିକ୍ରିୟା ରଖିଛନ୍ତି ତାଙ୍କ ବାପା ତଥା ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ।
ମୁଣ୍ଡ ଉପରେ ସାଧାରଣ ନିର୍ବାଚନ। କେତେକ ନେତାଙ୍କ ପାଇଁ ଅବସର ହୋଲି। ତେଣୁ ରାଜନୀତିରେ ରଙ୍ଗ ଲାଗିବାର ଥିଲା। ଆଉ ଲାଗିଲା ବି।
ମୁଣ୍ଡ ଉପରେ ସାଧାରଣ ନିର୍ବାଚନ। କେତେକ ନେତାଙ୍କ ପାଇଁ ଅବସର ହୋଲି। ତେଣୁ ରାଜନୀତିରେ ରଙ୍ଗ ଲାଗିବାର ଥିଲା। ଆଉ ଲାଗିଲା ବି।
'ବିଜେଡି ତିଆରି ବେଳେ ଦଳରେ ଏକକ ନେତୃତ୍ୱ ନଥିଲା' । 'ପିଏସି ଜରିଆରେ ସବୁ କିଛି ନିର୍ଣ୍ଣୟ ନିଆଯାଉଥିଲା' ।
ପ୍ରତିଦିନ ବିଜେଡି ଗୋଷ୍ଠୀ କନ୍ଦଳର ଚିତ୍ର ସାମନାକୁ ଆସୁଛି । ସବୁଠି ସିଟିଂ MLAଙ୍କ ବିରୋଧରେ ତୀବ୍ର ହେଉଛି ଅସନ୍ତୋଷ ।
୧୮ ସାଂସଦ ପ୍ରାର୍ଥୀଙ୍କ ତାଲିକାରେ ଅଛନ୍ତି ବଡ଼ ଚେହେରା । ମଇଦାନକୁ ଓହ୍ଲାଇବେ ବୈଜୟନ୍ତ, ଧର୍ମେନ୍ଦ୍ର, ସମ୍ବିତ ଓ ଅପରାଜିତା।
୨୦୧୨ରେ କେନ୍ଦ୍ରରେ ଉପା ସରାକାର ଥିବା ବେଳେ ଆଦିବାସୀ ଓ ଜନଜାତି ବ୍ୟାପାର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି ।
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାନ୍ତିଲାଲ ଭୂରିଆଙ୍କୁ ମଧ୍ୟପ୍ରଦେଶର ରତଲାମ ଆସନରୁ ଟିକେଟ ଦିଆଯାଇଥିବା ବେଳେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ପୁଅ ବୀରେନ୍ଦ୍ର ରାୱତଙ୍କୁ ହରିଦ୍ୱାରରୁ ଟିକେଟ ଦିଆଯାଇଛି।
ବିଜେପିର ଶୀର୍ଷ ନେତାଙ୍କୁ ନେଇ ୩ ଘଣ୍ଟା ଧରି ବସିଥିବା ବୈଠକରେ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି ।
ଦିଲ୍ଲୀରେ ଆୟୋଜିତ ଏକ ପ୍ରେସମିଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ପ୍ରମୁଖ ଏନେଇ ବିଜେପି ବିରୋଧରେ ବର୍ଷିଛନ୍ତି।
ଏକା ଲଢିବୁ ନା ସାଥୀ ହେବୁ, ସ୍ଥିର କରିବେ ନଡ୍ଡା- ଅମିତ୍ ଶାହା । ବିଜେଡିର ସଂସଦୀୟ କ୍ଷେତ୍ର ୱାରି ସମୀକ୍ଷା ଜାରି ।
ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହାର ନିଷ୍ପତ୍ତି ନେବେ । କିନ୍ତୁ ଶାହ ଗୋଟିଏ କଥାକୁ ବାରମ୍ବାର ଦୋହରାଇଛନ୍ତି ଯେ, ବିଜେପି ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ଭଲ ପ୍ରଦର୍ଶନ କରିବ ।
ଏଥର ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ଭୋଟ୍ ଗ୍ରହଣ। ହେଲେ ପ୍ରଥମ ଦୁଇ ପର୍ଯ୍ୟାୟ ସୋମବାରରେ ପଡୁଥିବାବେଳେ ଶେଷ ଦୁଇ ପର୍ଯ୍ୟାୟ ପଡୁଛି ଶନିବାର। ତେଣେ ଭୋଟ୍ ଗଣତି ହେବ ମଙ୍ଗଳବାର। କେଉଁ ରାଜନୈତିକଦଳଙ୍କ ପାଇଁ କେଉଁ ବାର ଶୁଭ କାହା ପାଇଁ ଅଶୁଭ, ତାକୁ ଗଣନା କରିଛନ୍ତି ଜ୍ୟୋତିଷଶାସ୍ତ୍ରୀ।
ଦଳ ଛାଡ଼ିବା ପରେ ଅଧିରାଜ କହିଛନ୍ତି, ଖଡ଼ିଆଳବାସୀଙ୍କ ମତାମତକୁ ନେଇ କଂଗ୍ରେସ ଛାଡ଼ିଛି। କେଉଁ ଦଳକୁ ଯିବି କାଲି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି କହିବି।
କେଉଁ ଦଳ ପାଇଁ କେଉଁ ବାର ହେବ ବେଶୀ ଶୁଭଙ୍କର ? ୨୦ରୁ ୨୫ ଭିତରେ ବିଜେପି-ବିଜେଡି ମେଣ୍ଟ ନେଇ ଭବିଷ୍ୟବାଣୀ ।
ରାଜ୍ୟ ବିଜେପି ନେତୃତ୍ୱଙ୍କ ସହ ନଡାଙ୍କ ବୈଠକ । ତୃତୀୟ ପର୍ଯ୍ୟାୟରେ ଆସିପାରେ ଓଡ଼ିଶା ପ୍ରାର୍ଥୀଙ୍କ ନାଁ ।
ରାଜ୍ୟ ସରକାରଙ୍କୁ କଂଗ୍ରେସର କଡା ସମାଲୋଚନା, ନବୀନ ପଟ୍ଟନାୟକଙ୍କ ଚିଠିକୁ ନେଇ ସମାଲୋଚନା ।
ନବୀନ ନିବାସରେ ପୁରୀ ନେତାଙ୍କୁ ଡାକି ପ୍ରାର୍ଥୀଙ୍କୁ ଗ୍ରୀନ୍ ସିଗନାଲ । ପୁରୀ ନେତାଙ୍କୁ ଡାକି ଟାସ୍କ ଦେଇଛି ବିଜେଡି ।
ବଡ଼ ମିଶ୍ରଣ ପର୍ବ ଓ କୋର କମିଟି ବୈଠକ ପରେ ଦିଲ୍ଲୀରେ ମନମୋହନ ।
ନିର୍ବାଚନ ପ୍ରସ୍ତୁତି ନେଇ ଡିଜିପିଙ୍କ ଅଧ୍ୟକ୍ଷତାରେ ବୈଠକ । ବରିଷ୍ଠ ଅଧିକାରୀଙ୍କ ସହ ମିଟିଂ ପରେ ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ।
ଗତକାଲି ନରେନ୍ଦ୍ର ମୋଦି ଆନ୍ଧ୍ରପ୍ରଦେଶର ପାଲନାଡୁରେ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। NDAରେ ସାମିଲ ହୋଇଥିବା ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ଜନସେନା ମୁଖ୍ୟ ପୱନ କଲ୍ୟାଣଙ୍କ ସହ ମେଗା ରାଲି କରିଛନ୍ତି ମୋଦି।