• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Congress

Congress
ଦେବାଳିଆ ହେଲାଣି କି ଦେଶର ସର୍ବପୁରାତନ ଦଳ ?

୨୪ ନିର୍ବାଚନ ପୂର୍ବରୁ ପାଣ୍ଠି ସଂଗ୍ରହ ପାଇଁ ଆରମ୍ଭ କଲା କ୍ରାଉଡ୍ ଫଣ୍ଡିଂ । ସାଂସଦ ଧୀରଜ ସାହୁଙ୍କଠୁ ହୋଇଥିଲା ୩୫୦ କୋଟିରୁ ଅଧିକ ଟଙ୍କା ସିଜ୍ ।

Odisha Politics
ପାଣ୍ଡିଆନଙ୍କ ଅନ୍ଧ ଉପାଖ୍ୟାନର କଡ଼ା ଜବାବ ରଖିଲେ ବିଜେପି-କଂଗ୍ରେସ

ବିଭିନ୍ନ ସ୍ଥାନରେ 5T ସ୍କୁଲ ରୂପାନ୍ତରଣକୁ ନେଇ ଅସନ୍ତୋଷ । ନିମ୍ନମାନର ନିର୍ମାଣ କାମକୁ ନେଇ ଆସିଲା ଅଭିଯୋଗ । 

Congress
ନିର୍ବାଚନ ପୂର୍ବରୁ ଲୋକଙ୍କୁ ୧୩୮ ଟଙ୍କା ଲେଖାଏଁ ମାଗିବ କଂଗ୍ରେସ, ହେଲେ କାହିଁକି ?

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଆଜିଠୁ ଏକ ନୂଆ ଅଭିଯାନ ଲଞ୍ଚ କରିଛି ‘ଡୋନେଟ୍‌ ଫର୍‌ ଦେଶ’ ଅର୍ଥାତ କ୍ରାଉଡ଼ ଫଣ୍ଡିଂ କ୍ୟାମ୍ପେନ । ପାର୍ଟି ଅଧ୍ୟକ୍ଷ ମଲିକାର୍ଜୁନ ଖଡ୍ଗଗେ ଦିଲ୍ଲୀରେ ଏହାର ଶୁଭାରମ୍ଭ କରିଛନ୍ତି ।

Dheeraj Sahu
‘ଏ ଟଙ୍କା କଂଗ୍ରେସ କି କେଉଁ ଦଳର ନୁହେଁ ବରଂ ଆମ ପରିବାରର’

ମୋ ପରିବାର ଶହେ ବର୍ଷ ହେବ ମଦ ପ୍ରସ୍ତୁତି ଓ ବ୍ୟବସାୟରେ ସମ୍ପୃକ୍ତ ରହିଛି। ମଦ ବ୍ୟବସାୟରେ ସବୁ ନେଣଦେଣ ନଗଦ ଟଙ୍କା ବା କ୍ୟାଶ୍ ଆକାରରେ ହୋଇଥାଏ । ତେଣୁ ଏସବୁ ସେହି ଟଙ୍କା ।

VK Pandian
ଭି. କାର୍ତ୍ତିକେୟନ ପାଣ୍ଡିଆନ ଲଢ଼ିବେନି ନିର୍ବାଚନ, ସ୍ପଷ୍ଟ କଲେ ଦେବୀ

ପାଣ୍ଡିଆନ୍‌ ନିର୍ବାଚନ ଲଢ଼ିଲେ କିଛି ଅସୁବିଧା ନାହିଁ ବୋଲି ମଧ୍ୟ କହିଛନ୍ତି ଦେବୀ ।

Rajasthan CM
ଭଜନଲାଲ ରାଜସ୍ଥାନ ମୁଖ୍ୟମନ୍ତ୍ରୀ, ଦୀୟା ଓ ପ୍ରେମଚାନ୍ଦ ଉପମୁଖ୍ୟମନ୍ତ୍ରୀ

ଆଜିଠୁ ରାଜସ୍ଥାନରେ ଆରମ୍ଭ ହେବ ଭଜନ ରାଜ୍ । ସାଙ୍ଗନୌର ବିଧାୟକ ଭଜନଲାଲ ଶର୍ମା ଆଜି ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ସେହିପରି ଉପମୁଖ୍ୟମନ୍ତ୍ରୀ ପାଇଁ ମଧ୍ୟ ରାଜସ୍ଥାନରେ ଲାଗୁ ହୋଇଛି ମଧ୍ୟପ୍ରଦେଶ ଫର୍ମୁଲା । ଅର୍ଥାତ୍ ଦୁଇ ଜଣ ହେବେ ଉପମୁଖ୍ୟମନ୍ତ୍ରୀ ।

MLA Taraprasad Bahinipati
ଚାଲିଥିଲା ଲକ୍ଷ୍ମୀ ବସ ଶୁଭାରମ୍ଭ କାର୍ଯ୍ୟକ୍ରମ; ନବୀନ ଜିନ୍ଦାବାଦ ନାରା ଶୁଣି ରାଗିଗଲେ ତାରା

ସଭାରେ ନବୀନ ଜିନ୍ଦାବାଦ ବୋଲି ନାରା ଦେବା ପରେ ବିଧାୟକ ତାରାପ୍ରସାଦ ବାହିନୀପତି ଚିହିଁକି ଉଠିଥିଲେ । କାର୍ଯ୍ୟକ୍ରମରେ ପରିବହନ ବିଭାଗ ମନ୍ତ୍ରୀ ଟୁକୁନି ସାହୁ, ସଚିବ ଉଷା ପାଢୀ, ଜିଲ୍ଲାର ସମସ୍ତ ବିଧାୟକ ଏବଂ ଜିଲ୍ଲାପାଳ ଉପସ୍ଥିତ ଥିଲେ ।

BJP, Dharmendra Pradhan
ଧର୍ମେନ୍ଦ୍ରଙ୍କ ଦୃଢ଼ୋକ୍ତି, ଓଡ଼ିଶାରେ ମୋଦିଙ୍କୁ ୮୦ ପ୍ରତିଶତ ଲୋକ ଗ୍ରହଣ କରନ୍ତି

ବିଧାନସଭା ନିର୍ବାଚନରେ ମଧ୍ୟ ବିଜେପିର ଭୋଟ୍ ପ୍ରତିଶତ ବୃଦ୍ଧି ପାଉଥିବା ଧର୍ମେନ୍ଦ୍ର କହିଛନ୍ତି।

Revanth Reddy
ସାଧାରଣ ଚାଷୀ ଘରର ଯୁବକ କେମିତି ହେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ରେବନ୍ଥ କୌଣସି ବଡ଼ ରାଜନୖତିକ କିକବ୍ୟାକ୍ ଥିବା ବ୍ୟକ୍ତିତ୍ୱ ନୁହଁନ୍ତି। ବରଂ ସେ ଜଣେ ସାଧାରଣ ଚାଷୀ ଘରର ପିଲା। ଯାହାଙ୍କ ଯାତ୍ରା ଜଣେ ସାଧାରଣ ପେଣ୍ଟରରୁ ଆରମ୍ଭ ହୋଇ ମୁଖ୍ୟମନ୍ତ୍ରୀ ଚଉକି ପର୍ଯ୍ୟନ୍ତ ଗଲାଣି।

Political storm has been created in Odisha; Impact in 2024
ଓଡ଼ିଶାରେ ସୃଷ୍ଟି ହୋଇଛି ରାଜନୈତିକ 'ଲଘୁଚାପ'; ୨୦୨୪ରେ ପ୍ରଭାବ

ଓଡ଼ିଶା ସୀମାନ୍ତ ଆରପଟ ଛତିଶଗଡରେ କଂଗ୍ରେସର ପରାଜୟ ପରେ ବଘେଲ ସରକାରକୁ ହଟାଇ ବିଜେପି କ୍ଷମତାକୁ ଫେରିଛି। ଏହା ସହିତ ରାଜସ୍ଥାନକୁ ମଧ୍ୟ ଦଳ ଦଖଲକୁ ନେଇଥିବାବେଳେ ମଧ୍ୟପ୍ରଦେଶରେ ପୂର୍ବାପେକ୍ଷା ଢେର ଅଧିକ ଜନମତ ପାଇଛି। ଆଉ ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ପଡିବ ବୋଲି ରାଜ୍ୟ ନେତୃତ୍ୱଙ୍କ ଦାବି।

IT Raid
କିଏ କରୁଥିଲା ମଦ ମାଫିଆଙ୍କୁ ସହଯୋଗ ? ଦୋଷ ଲଦା ଲଦି ବିଜେପି-ବିଜେଡି-କଂଗ୍ରେସ

ରାଜ୍ୟରେ ବିଜେପି କଂଗ୍ରେସକୁ ସୁରକ୍ଷା ଦେଉଛି । ଏଥିସହ ମିଛ ଓ ମନଗଢ଼ା କଥା କହି ଓଡ଼ିଶାକୁ ବଦନାମ କରାଯାଉଛି ବୋଲି କହିଛି ବିଜେଡି।

Odisha Politics
ନବୀନ ଓଡ଼ିଶା ଆଳରେ ମୈଦାନକୁ ପ୍ରାର୍ଥୀଙ୍କୁ ଓହ୍ଲାଇଲା କି ବିଜେଡି ?

MP, MLAଙ୍କୁ ଛାଡ଼ି ଟିକେଟ୍ ଲବିରେ ଥିବା ୧୯ ନେତା ହେଲେ ସଂଯୋଜକ ।

Odisha Crime Rate
ଦୋଷୀ ସାବ୍ୟସ୍ତ ହାରରେ ଦେଶରେ ସର୍ବନିମ୍ନ ସ୍ଥାନରେ ଓଡ଼ିଶା 

ରାଜ୍ୟରେ ଶହେରୁ ମାତ୍ର ୧୧.୯ ମାମଲାରେ ସଜା ପାଉଛନ୍ତି ଅଭିଯୁକ୍ତ । ଗତବର୍ଷ ସୁଦ୍ଧା ବିଚାର ନହୋଇ ପଡ଼ିରହିଥିଲା ୮ ଲକ୍ଷ ୬୪ ହଜାର ମାମଲା ।

who is dhiraj sahu
IT ରେଡ୍‌ ପରେ ଧୀରଜଙ୍କଠାରୁ ଦୂରେଇ ରହିଲା କଂଗ୍ରେସ

ଆଇଟି ରେଡ୍‌କୁ ନେଇ ଧୀରଜ ସାହୁଙ୍କ ନାଁ ଚର୍ଚ୍ଚା ଆସିବା ପରେ କଂଗ୍ରେସର ଜୟରାମ ରମେଶ କହିଛନ୍ତି, ଧୀରଜଙ୍କ ବ୍ୟବସାୟ ସହିତ କଂଗ୍ରେସର କୌଣସି ଯାଏ ଆସେ ନାହିଁ । କେବଳ ସେ ହିଁ କହିପାରିବେ, କିପରି ତାଙ୍କ ଅଫିସ ଓ ମଦ ଭାଟିରୁ ଏତେ ଟଙ୍କା ବାହାରିଛି ।

BJP
ହିନ୍ଦୀ ହାର୍ଟ ଲ୍ୟାଣ୍ଡ ବିଜୟ ପରେ ରାଜ୍ୟ ପାଇଁ ବିଜେପିର ମେଗା ପ୍ଲାନ୍

କେନ୍ଦ୍ରୀୟ ନେତୃତ୍ୱ ଚାହୁଁଛି, ଏଠି ହେଉ ଡବଲ୍ ଇଞ୍ଜିନ୍ ସରକାର କହିଲେ ମନମୋହନ ।

Baijayanta Panda
ଓଡ଼ିଶାରେ ଅଣଓଡ଼ିଆ ନେତାଙ୍କ ଶହ ଶହ କୋଟି କଳା ଟଙ୍କା !

ଓଡ଼ିଶାରେ ଶାସନ ବ୍ୟବସ୍ଥାରେ ଥିବା ଅଧିକାରୀ ଓ ନେତାଙ୍କ ବିନା ସଂପୃକ୍ତି ବା ଜଣାତରେ ଏସବୁ ହେବା ସମ୍ଭବ କି ବୋଲି ସେ ପ୍ରଶ୍ନ କରିଛନ୍ତି ବୈଜୟନ୍ତ ।

Aparajita Sarangi
ଏବେ ପାଣ୍ଡୋରା ବକ୍ସ ଖୋଲିଛି, ଆଗକୁ ଆହୁରି IT ରେଡ୍ ହେବ

ଭାରତରେ ଯେତେ ବଡ ସ୍କାମ ହୋଇଛି ସେଥିରେ କଂଗ୍ରେସର ହାତ ରହିଛି । ବର୍ତ୍ତମାନ ପାଣ୍ଡୋରା ବକ୍ସ ଖୋଲିଛି, ଆଗକୁ ଆହୁରି ରେଡ୍ ହେବ-ଅପରାଜିତା ।

NUA ODISHA NAVEEN ODISHA
କ୍ୟାମ୍ପସରେ ରାଜନୀତି ତାତି ! ‘ନୂଆ ଓଡ଼ିଶା’ ବନାମ ୟୁଜିସିର ‘ମୋଦି ସେଲ୍ଫି ପଏଣ୍ଟ’

କ୍ୟାମ୍ପସରୁ ନେତା ତିଆରି ବାଟ ବନ୍ଦ କରି ଭିନ୍ନ ଉଦ୍ୟମ । ଛାତ୍ରଙ୍କୁ ରାଜନୈତିକ ଦଳଙ୍କ ଗୋଡ଼ାଣିଆ ଉଦ୍ୟମକୁ ନେଇ ପ୍ରଶ୍ନ ।

Tribal Vote
ଘରେ ବିରୋଧ, ଦିଲ୍ଲୀରେ ଦରଦ; ଆଦିବାସୀଙ୍କୁ ନେଇ ଡବଲ୍ ଷ୍ଟାଣ୍ତାଡ୍‌ ପଲିଟିକ୍ସ କରୁଛି BJD !

ରାଜ୍ୟରେ ଆଦିବାସୀ ବିରୋଧ ନୀତି ! ଦିଲ୍ଲୀରେ କିନ୍ତୁ ଆଦିବାସୀକୁ ଦରଦ । ବିଜେଡିର ଏଭଳି ଡବଲ୍ ଷ୍ଟାଣ୍ଡକୁ ନେଇ ଉଠିଲା ପ୍ରଶ୍ନ ।

Sarat Pattanayak
'ତେଲେଙ୍ଗାନା ଭଳି ଓଡ଼ିଶାରେ ବି ୩ରୁ ୧ ନମ୍ବରକୁ ଉଠିବ କଂଗ୍ରେସ'

ତେଲେଙ୍ଗାନାରେ ଦଳ ଯେଉଁ ସ୍ଥିତିରେ ଥିଲା ସେଠି ଯେଉଁଭଳି ନମ୍ବର ୱାନ୍ ହୋଇପାରିଲା, ଓଡ଼ିଶାରେ ବି ତାହା ହେବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।

Revanth Reddy
ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବନ୍ତ ରେଡ୍ଡୀ

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବନ୍ତ ରେଡ୍ଡୀ....ହାଇଦ୍ରାବାଦରେ ଶପଥ ପାଠ କରାଇଲେ ରାଜ୍ୟପାଳ....

Next CM
ତିନୋଟି ରାଜ୍ୟରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ? ଆଜି ଦିଲ୍ଲୀରେ ବିଜେପି ସଂସଦୀୟ ଦଳ ବୈଠକ

ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ କିଏ ହେବେ ମୁଖ୍ୟମନ୍ତ୍ରୀ ସେନେଇ କଳ୍ପନାଜଳ୍ପନା ଲାଗି ରହିଛି । ୩ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ଥିର କରିବାକୁ ଆଜି ଦିଲ୍ଲୀରେ ବସୁଛି ବିଜେପି ସଂସଦୀୟ ଦଳ ବୈଠକ ।

 Sunil Kanugolu
ତେଲେଙ୍ଗାନାରେ କଂଗ୍ରେସର ବିଜୟ ପଛର ମାଷ୍ଟରମାଇଣ୍ଡ୍ ସୁନିଲ କାନୁଗୋଲୁ କିଏ ?

ତେଲେଙ୍ଗାନାରେ ନିର୍ବାଚନ ରଣନୀତିକାର ସୁନିଲ କାନୁଗୋଲୁଙ୍କ ସଂସ୍ଥାକୁ ନିର୍ଣ୍ଣୟ ନେବା ଲାଗି କଂଗ୍ରେସ ସଂପୂର୍ଣ୍ଣ ସ୍ୱତନ୍ତ୍ରତା ଦେଇଥିବା କୁହାଯାଉଛି। ଫଳରେ କାନୁଗୋଲୁଙ୍କ ଟିମ୍ କରିଥିବା ଆଭ୍ୟନ୍ତରୀଣ ସର୍ଭେ ଅନୁସାରେ ନିର୍ବାଚନ ରଣନୀତି ପ୍ରସ୍ତୁତ କରାଯାଇଥିଲା।

Revanth Reddy
ରେବାନ୍ତ ରେଡ୍ଡୀ ତେଲେଙ୍ଗାନା ସିଏମ୍; ଡିସେମ୍ବର ୭ ରେ ନେବେ ଶପଥ

ରେବାନ୍ତ ରେଡ୍ଡୀ ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ । ରେବାନ୍ତଙ୍କୁ ମୁଖ୍ୟମନ୍ତ୍ରୀ କରିବା ନେଇ ସର୍ବସମ୍ମତ କ୍ରମେ ନିଷ୍ପତ୍ତି ।

Odisha Politics
ୟୁ ଟର୍ଣ୍ଣ ମାରିବ କି ଓଡ଼ିଶା ରାଜନୀତି ? ବଦଳିବ କି ବିଜେପି-ବିଜେଡି ସମୀକରଣ ?

ବିଜେପି ତୁଙ୍ଗ ନେତାଙ୍କ ଦମ୍ଭୋକ୍ତିରୁ ମିଳିଲାଣି ଆଭାସ । ବିଜେଡିର ଜବାବ, କିଛି ଫରକ୍ ପକାଇବନି କାଲିର ରେଜଲ୍ଟ ।