• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Containment Zone

 Covid19 Containment Zone
ରାଜଧାନୀରେ ବଢ଼ିଲା କଣ୍ଟେନମେଣ୍ଟ ଜୋନ୍; ସଂଖ୍ୟା ୨୫ କୁ ବୃଦ୍ଧି

ଭୁବନେଶ୍ୱରରେ ବଢ଼ିଲା କଣ୍ଟେନମେଣ୍ଟ ଜୋନ୍ । ଆଉ ୧୧ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ(BMC)। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ପରେ ବିଏମ୍‌ସିର ନର୍ଥ ଜୋନ୍‌ର ୪ଟି ଓ ଦକ୍ଷିଣପୂର୍ବ ଜୋନ୍‌ର ୭ଟି ସ୍ଥାନ କଣ୍ଟେନମେଣ୍ଟ କରାଯାଇଛି । ଯାହା ପରେ ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି ।

Containment Zone
ଭୁବନେଶ୍ୱରରେ ଆଉ ୪ ସ୍ଥାନ କଣ୍ଟେନମେଣ୍ଟ ଜୋନ୍

ଗତକାଲି BMCରେ ୧୦ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିବା ବେଳେ ଆଜି ଆଉ ୪ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି।

Containment Zone
ପୁରୀର ଏକ ହୋଟେଲରୁ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ପୁରୀ ସମୁଦ୍ରକୂଳ ନିକଟ ଏକ ହୋଟେଲ୍‌ରୁ ୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ହୋଟେଲ୍‌ ସଲଗ୍ନ ଅଞ୍ଚଳକୁ ଜିଲ୍ଲା ପ୍ରଶାସନ ସଟ୍‌ଡାଉନ୍‌ ଘୋଷଣା କରିଛି।

Containment Zone Returns To Puri
ପୁରୀକୁ ଫେରିଲା କଣ୍ଟେନମେଣ୍ଟ, ହୋଟେଲ୍‌ରୁ ୩ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ପୁରୀ ସମୁଦ୍ରକୂଳ ନିକଟ ଏକ ହୋଟେଲ୍‌ରୁ ୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ହୋଟେଲ୍‌ ସଲଗ୍ନ ଅଞ୍ଚଳକୁ ଜିଲ୍ଲା ପ୍ରଶାସନ ସଟ୍‌ଡାଉନ୍‌ ଘୋଷଣା କରିଛି।

Containment Zone Back In Bhubaneswar
ପୁଣି ଭୁବନେଶ୍ୱରରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍‌

ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ପାଇବାରୁ ପୁଣିଥରେ ରାଜଧାନୀକୁ କଣ୍ଟେନମେଣ୍ଟ ଜୋନ୍‌ ଫେରିଛି।