ବଢ଼ିବ ଖାଇବା ତେଲ ଦର ! Palm Oil ରପ୍ତାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଇଣ୍ଡୋନେସିଆ
ତେଲ ଉପରୁ ଶୁଳ୍କ ହ୍ରାସ କଲେ କେନ୍ଦ୍ର ସରକାର। ଖୁବଶୀଘ୍ର ତେଲର କମିବ ଦାମ୍
ଖୁବ୍ ଶୀଘ୍ର ଖାଇବା ତେଲ ଦର କମିବ। ଖାଇବା ତେଲ ଆମଦାନୀ ହ୍ରାସ କରିବା ପାଇଁ କେନ୍ଦ୍ର ମନ୍ତ୍ରୀମଣ୍ଡଳ ବୁଧବାର ନାଶନାଲ ମିଶନ ଅନ ଏଡିବୁଲ୍ ଅଏଲସ୍ (ଅଏଲ ପାମ୍) ପାଇଁ ୧୧, ୦୪୦ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି।