• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona News In Odisha

spread
କରୋନା ଭାଇରସ୍ ବ୍ୟାପିବାର ଅଧିକ ବିପଦ ରହିଛି କେଉଁଠି?

ଭୁବନେଶ୍ୱର: କରୋନା ଭାଇରସ୍‌ ବ୍ୟାପିବାର ଏକମାତ୍ର ମାଧ୍ୟମ ହେଉଛି କଣ୍ଟାକ୍ଟ । ଯାହାକୁ ଓଡ଼ିଆରେ ଆମେ ସମ୍ପର୍କ ବୋଲି କହିଥାଉ। ସାଧାରଣତଃ ଯଦି କୌଣସି ସୁସ୍ଥ ବ୍ୟକ୍ତି କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ବା ସମ୍ପର୍କରେ ଆସନ୍ତି, ତେବେ ସମ୍ପୃକ୍ତ ସୁସ୍ଥ ବ୍ୟକ୍ତିଙ୍କୁ କରୋନା ଭୂତାଣୁ ସଂକ୍ରମିତ କରିବାର ଯଥେଷ୍ଟ ସମ୍ଭାବନା ରହିଥାଏ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ତଥ୍ୟ ଅନୁସାରେ କଣ୍ଟାକ୍ଟ ବା ସମ୍ପର୍କ ୩ ପ୍ରକାର ହୋଇଥାଏ। କେଉଁମାନଙ୍କ କ୍ଷେତ୍ରରେ କରୋନା ଭାଇରସ୍ ବ୍ୟାପିବାର ସମ୍ଭାବନା ଅଧିକ […]

Odisha Corona News in Odia
ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଅଗ୍ନିଶମ କର୍ମଚାରୀଙ୍କୁ କରୋନା ସଂକ୍ରମଣ ନେଇ ଅଗ୍ନିଶମ ଡିଜି ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଅମ୍ପନ୍‌ ଉଦ୍ଧାର କାର୍ଯ୍ୟ ସାରି ପଶ୍ଚିମବଙ୍ଗରୁ ଏହି ଅଗ୍ନିଶମ କର୍ମଚାରୀ ଫେରିଥିଲେ। ସେମାନଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ଲାଗି ରାଜ୍ୟ ସରକାର ସୁନିଶ୍ଚିତ କରିଛନ୍ତି।କରୋନାରେ ଆକ୍ରାନ୍ତ ହୋଇଥିବା ଏହି ଅଗ୍ନିଶମ କର୍ମଚାରୀଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଅଗ୍ନିଶମ ଡିଜି। ରାଜ୍ୟରେ ଆଉ ୧୪୬ ଜଣ କରୋନା […]

corona
ଓଡ଼ିଶାରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରୁ କେବଳ ୫୬୦

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୩୩  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୫୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

dmet
‘ରାଜ୍ୟରେ ଆସ୍ତେ ଆସ୍ତେ କମିବ କରୋନା ସଂକ୍ରମଣ’

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ କମୁଛି। ଆଗକୁ ଆହୁରି କମିବ । କରୋନା ସ୍ଥିତି ନେଇ ସୂଚନା ଦେଇ ଏହା କହିଛନ୍ତି ଡିଏମ୍ଇଟି ଡାକ୍ତର ସିବିକେ ମହାନ୍ତି । ମହାମାରୀ ସଂକ୍ରମଣ ସମ୍ପୂର୍ଣ୍ଣ ଭାବେ ମୂଳପୋଛ ହୁଏ ନାହିଁ । କିଛି ଜିଲ୍ଲାରେ…