କରୋନା ସଂକ୍ରମଣ ବଢୁଥିବାରୁ ଟେଷ୍ଟିଂ ଓ ସର୍ଭେଲାନ୍ସ ଉପରେ ଗୁରୁତ୍ୱ ଦେବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ରାଜ୍ୟରେ କରୋନା ଗ୍ରାଫ୍ ଏବେ ତଳ ଉପର ହେଉଛି। ରାଜ୍ୟରେ ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି।
ରାଜ୍ୟରେ ୫ ଜିଲ୍ଲାରେ ସଂକ୍ରମଣ କମୁନି । କଟକ, ଖୋର୍ଦ୍ଧା, ଯାଜପୁର, ମୟୁରଭଞ୍ଜ, ପୁରୀ ଭଳି ଜିଲ୍ଲାରେ ସଂକ୍ରମଣ କମିବାର ନାଁ ଧରୁନି । ଲାମ୍ବାଡ଼ା ଓ ଡେଲ୍ଟା ପ୍ଲସ ଭ୍ୟାରିଆଣ୍ଟ ୩ୟ ଲହରର କାରଣ ହୋଇପାରେ ।
ନୂଆଦିଲ୍ଲୀ: ଦେଶରେ ଖସୁଛି କରୋନା ଗ୍ରାଫ । ଦିନକରେ ୮୦ ହଜାର ୮୩୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ହେଉଛି ଗତ ୭୧ ଦିନରେ ସବୁଠୁ କମ୍ ଦୈନିକ ସଂକ୍ରମଣ । ଏହି ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ…