• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona Update In Odisha

coronavirus
ରାଜ୍ୟରେ କମୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୭୮ ପଜିଟିଭ୍‌

ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଛି। ୨୪ ଘଣ୍ଟାରେ ରାଜ୍ୟରେ ୪୭୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ବର୍ଗର ୫୭ ଜଣ ଆକ୍ରାନ୍ତ ଅଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୯୭ ରହିଛି।

Corona Testing
୨୪ ଘଣ୍ଟାରେ ରାଜ୍ୟରେ ୬୯୫ କରୋନା ସଂକ୍ରମିତ ଚିହ୍ନଟ, ଆଖି ବୁଜିଲେ ଆଉ ୬ ଆକ୍ରାନ୍ତ

ରାଜ୍ୟରେ ୨୪ ଘଣ୍ଟାରେ ୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଜଣ ଆକ୍ରାନ୍ତ ଅଛନ୍ତି। କ୍ୱାରେଣ୍ଟିନରୁ ୪୦୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୯୪ ରହିଛି।

868 New Covid Cases
ଘାରିଲାଣି ତୃତୀୟ ଲହରର ଭୟ,୧୮ ବର୍ଷରୁ କମ୍ ବର୍ଗର ୧୦୪ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ହେଲେ ଘାରିଲାଣି ତୃତୟ ଲହରର ଭୟ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ତଳେ ରହୁଛି। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ତୃତୀୟ ଲହର ଭୟକୁ ବଢାଇ ଦେଇଛି। ଏଥିସହିତ ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

corona
ଓଡ଼ିଶାରେ ଚିନ୍ତା ବଢ଼ାଇଲା କରୋନା: ଦିନକରେ ୨୯୦ ପଜିଟିଭ୍ ଚିହ୍ନଟ, ଲୋକାଲ୍ କେସ୍ କେବଳ ୧୧୯

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୭୧ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ୍ କେସ୍‌ ୧୧୯ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦,୧୯୪ରେ ପହଞ୍ଚିଛି। Covid-19 Report For 27th March New Positive Cases: 290 In quarantine: 171 Local contacts: 119 (Details of local contacts […]

corona
ଖୋର୍ଦ୍ଧାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ଓଡ଼ିଶାରେ ୨,୧୯୬ ପଜିଟିଭ୍‌‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୭୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୯୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫ରେ ପହଞ୍ଚିଛି। ପଢ଼ନ୍ତୁ: ରାଜ୍ୟରେ ୧୭ କରୋନା ରୋଗୀ ଆଖି ବୁଜିଲେ

coronavirus
ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୨,୦୧୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୦୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୮,୩୬୪ରେ ପହଞ୍ଚିଛି।

corona
ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୭୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପୁଣି ୭୫୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୪୩୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୩୨୧ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ଅନୁଗୁଳ ରୁ ସର୍ବାଧିକ ୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Covid-19 Report For 19th November New Positive Cases: 757 In Quarantine: 436 Local contacts: 321 (Details of […]

ଦିନକରେ ଓଡ଼ିଶାରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ, ୫ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୧,୭୬୦ରେ ପହଞ୍ଚିଛି। ଚିହ୍ନଟ ୩୭୭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ ସେଣ୍ଟରରରୁ ୨୧୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୧୬୨ ରହିଛି। ସେହିପରି ୫ ମୃତକଙ୍କ ମଧ୍ୟରୁ କେନ୍ଦୁଝରରୁ ୨ଜଣ, ମୟୂରଭଞ୍ଜରୁ ଜଣେ, ମାଲକାନଗିରିରୁ ଜଣେ ଓ ନୂଆପଡ଼ାରୁ […]