ବର୍ତ୍ତମାନ ସୁଦ୍ଧା ଯେତିକି ମାମଲା ଚିହ୍ନଟ ହୋଇଛି, ସମସ୍ତଙ୍କ ପାଖରେ କମ୍ ଲକ୍ଷଣ ରହୁଛି । ସେପଟେ ଓମିକ୍ରନ ଭ୍ୟାରିଆଣ୍ଟକୁ ନେଇ ଚିନ୍ତା ବଢୁଥିବା ବେଳେ ନିତି ଆୟୋଗର ସ୍ୱାସ୍ଥ୍ୟ ସଦସ୍ୟ ଡକ୍ଟର ଭି.କେ.ପଲ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।
ରାଜ୍ୟରେ ଗତକାଲିଠୁ ଆଜି ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୪୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୮ ବର୍ଷରୁ କମ୍ ବର୍ଗର ୭୫ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ସର୍ଭିଲାନ୍ସ ଚାଲିଛି, ଧୀରେ ଧୀରେ ଜଣାପଡିବ ଭିଡରେ କେତେ ସଂକ୍ରମଣ ବଢିଛି। ଭିଡକୁ ଯାଇଥିବା ଲୋକମାନଙ୍କର ଲକ୍ଷଣ ଆସିଲେ ସେମାନେ ପରୀକ୍ଷା କରେଇନେବା ଭଲ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ସ୍କୁଲ ଖୋଲିଲା ପରେ ଲକ୍ଷଣ ଥିବା ପିଲାଙ୍କ ଟେଷ୍ଟିଂ ହେବ।
ଗୋଟିଏ ପଟେ ପୂଜା ଘଡ଼ି ତ ଅନ୍ୟପଟେ ସଂକ୍ରମଣର ଲମ୍ବା ଡିଆଁ, ଜୀବନ ଓ ଜୀବୀକାକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଉଥିବାବେଳେ ଭୁବନେଶ୍ୱର ମାର୍କେଟ ବିଲଡିଂ ଅଞ୍ଚଳର ପୂଜା ପାଇଁ କିଣାକିଣି କରିବାକୁ ଲୋକଙ୍କ ଅସମ୍ଭବ ଭିଡ଼ ହେଲାଣି।
ଗୋଟିଏ ପଟେ ପୂଜା ଘଡ଼ି ତ ଅନ୍ୟପଟେ ସଂକ୍ରମଣର ଲମ୍ବା ଡିଆଁ, ଜୀବନ ଓ ଜୀବୀକାକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଉଥିବାବେଳେ ଭୁବନେଶ୍ୱର ମାର୍କେଟ ବିଲଡିଂ ଅଞ୍ଚଳର ପୂଜା ପାଇଁ କିଣାକିଣି କରିବାକୁ ଲୋକଙ୍କ ଅସମ୍ଭବ ଭିଡ଼ ହେଲାଣି।
ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨କୁ ବୃଦ୍ଧି ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଫଳରେ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮,୨୨୭କୁ ବୃଦ୍ଧି ହୋଇଛି । ।
ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି । ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ଖସୁଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୪୦୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୪ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୧୬୯ ଜଣ ।
ଥମିନି ଦ୍ୱିତୀୟ ଲହର, ଟଳିନି ମହାମାରୀ ଡର । ପାଖେଇ ଆସୁଛି ପାର୍ବଣ, ଭିଡ଼ କରିବାକୁ ବାରଣ । ଆଗକୁ ଆସୁଛି ଗଣେଶ ପୂଜା, ଦଶହରା ଏବଂ ଦୀପାବଳି ଭଳି ପର୍ବ । ତେଣୁ ପୂଜା ଋତୁରେ କରୋନାର ଦୃତ ସଂକ୍ରମଣ ରୋକିବାକୁ ଦେଶବାସୀଙ୍କୁ ଆଗୁଆ ସତର୍କ କରାଇଛି କେନ୍ଦ୍ର ସରକାର ।
ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୮୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ […]
ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନବରଙ୍ଗପୁର ଓ ଖୋର୍ଦ୍ଧାରୁ ୧୯ଜଣ […]
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ ଜଣଙ୍କ ମଧ୍ୟରୁ ୨ ଜଣ ହୋମ୍ କ୍ୱାରେଣ୍ଟିନରେ ଥିଲେ ଓ ଆଉ ଗୋଟିଏ ଲୋକାଲ କେସ୍। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ଚିହ୍ନଟ ୩ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ୨୭ ବର୍ଷୀୟ ଯୁବକ ଏୟାରପୋର୍ଟ ପାଖ ଭୀମପୁର ଅଞ୍ଚଳର ହୋଇଥିବାବେଳେ ଅନ୍ୟ ଜଣେ ୩୬ ବର୍ଷୀୟ ଯୁବକ କଳିଙ୍ଗ ଷ୍ଟୁଡିଓ ପାଖ ଭରତପୁର ଅଞ୍ଚଳର।ଉଭୟଙ୍କର ଦିଲ୍ଲୀ […]
ଭୁବନେଶ୍ୱର: ଗତକାଲି ରାଜ୍ୟରେ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମିଳିଛି। ଏଥିସହିତ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୯୯୧ ଜଣ ଚିକିତ୍ସି ହେଉଛନ୍ତି। ୭ ଜଣଙ୍କର ମୃତ୍ୟୁ ଘଟିଛି। ଆଜି ଚିହ୍ନଟ ହୋଇଥିବା ୧୪୧ ଜଣ ୧୮ ଜିଲ୍ଲାର। ଗଞ୍ଜାମ […]
ଭୁବନେଶ୍ୱର: ଓଡ଼ିଶାରେ ଆଉ ୫୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚିହ୍ନଟ ନୂଆ ୫୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୯୭ରହିଛି। […]
ଭୁବନେଶ୍ୱର: ଓଡ଼ିଶାରେ ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୫୫ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭ ରେ […]
ଭୁବନେଶ୍ୱର: ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୬୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୨୭ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ […]
ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୪୩୩ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୫୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା […]
ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୧,୩୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୪୫୯ ରହିଛି। ଗଞ୍ଜାମରୁ ସର୍ବାଧିକ ୪୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୭୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୭୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୭୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୫୯ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୯୨୭ରେ […]
ଭୁବନେଶ୍ୱର: ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୯୪୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୮୦ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫ରେ ପହଞ୍ଚିଛି।
ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୮୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୧,୮୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୮୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୯୪ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୯୭ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା […]
ଭୁବନେଶ୍ୱର: ଓଡ଼ିଶାରେ ୧,୯୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୧,୯୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୪୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୭୩୬ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୩୩୨ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା […]