• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona

Covid Advisory
କରୋନାର ନୂଆ ଭ୍ୟାରିଆଣ୍ଟକୁ ମାତ୍‌ ଦେବ ବୁଷ୍ଟର ଡୋଜ୍

ଓଡ଼ିଶାରୁ ଯେତିକି ସାମ୍ପଲ ଜିନମ୍ ସିକ୍ୟେନସିଂ ପାଇଁ ଯାଇଛି, ସେଥିରେ BF.7 ଭ୍ୟାରିଆଣ୍ଟର ପ୍ରମାଣ ମିଳିନାହିଁ।

Covid 19
ଚୀନ୍‌ରେ କୋଭିଡ ସ୍ଥିତି ଭୟଙ୍କର, ଭାରତକୁ ସତର୍କ ଘଣ୍ଟି ! ଓଡ଼ିଶାରେ ବି ଚୀନ୍‌ ଭାଇରସ..

ଚୀନ୍‌ରେ କରୋନାର ବିସ୍ଫୋରଣ ପରେ ସଜାଗ ଭାରତ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଯେଉଁଥିରେ ସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ବରିଷ୍ଠ ଅଧିକାରୀଙ୍କ ସହ ଦେଶର କରୋନା ମହାମାରୀ ସ୍ଥିତିର ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ସମୀକ୍ଷା ପରେ ମାଣ୍ଡଭିୟ କହିଛନ୍ତି, ବର୍ତ୍ତମାନ କରୋନାର ଭୟବହତା ସମ୍ପୂର୍ଣ୍ଣ ଦୂର ହୋଇନି ।

Covid 19
ଚୀନ୍‌ରେ କୋଭିଡ ସ୍ଥିତି ଭୟଙ୍କର, ଭାରତକୁ ସତର୍କ ଘଣ୍ଟି ! ଓଡ଼ିଶାରେ ବି ଚୀନ୍‌ ଭାଇରସ..

ମାସ୍କ ପିନ୍ଧିବା ସହ ସତର୍କ ରହିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ ।

Corona Report
କୋଭିଡ୍ ନେଇଛି କେତେ ଜୀବନ ? ଖୋଲୁଛି ରାଜ୍ୟ ସରକାରଙ୍କ ମିଛ ମୁଖା କହିଲେ ବିରୋଧୀ

ରାଜ୍ୟ ସରକାରଙ୍କ ତଥ୍ୟକୁ ମାନିବାକୁ ବିରୋଧୀ ନାରାଜ । ଶ୍ୱେତପତ୍ର ଆଣିବାକୁ ବିଜେପିର ଦାବି । ରାଜ୍ୟ ସରକାରଙ୍କୁ କଂଗ୍ରେସ ବି କଲା ଟାର୍ଗେଟ୍ ।

Xi Jinping
ଥମୁନି କରୋନା କଟକଣା ଆନ୍ଦୋଳନ ! ଜାଳିଦେଲେ ଆପାର୍ଟମେଣ୍ଟ, ଚାଲିଗଲା ୧୦ ଜୀବନ

ଲଗାତର ତୃତୀୟ ଦିନ ପାଇଁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ପାର୍ କରିଛି । ମଙ୍ଗଳବାର ଚୀନରେ ଚିହ୍ନଟ ହୋଇଛନ୍ତି ୩୫ ହଜାର ୧୮୩ ନୂଆ ଆକ୍ରାନ୍ତ ।

Supreme Court On Dolo
ପାରାସିଟାମଲ ଟାବଲେଟ୍ ଡୋଲୋ ୬୫୦କୁ ନେଇ ବିବାଦ

ସୁପ୍ରିମକୋର୍ଟରେ ମାମଲା ରୁଜୁ ହୋଇଥିବା ବେଳେ ପାରାସିଟାମଲ ଭଳି ଏକ କମ୍ ଦାମ୍‌ର ଔଷଧ ବିକ୍ରିରେ ଏତେବଡ଼ ଲାଞ୍ଚ କାରବାର ହେବା ସମ୍ଭବ ନୁହେଁ ବୋଲି ମତ ଦେଇଛନ୍ତି ବିଶେଷଜ୍ଞ ।

Supreme Court On Dolo
ଡୋଲୋ-୬୫୦ ବିକ୍ରି ପଛରେ ୧୦୦୦ କୋଟିର ଲାଞ୍ଚ କାରବାର !

କରୋନା କାଳରେ ଜ୍ୱର ଉପଶମ ପାଇଁ ବ୍ୟବହୃତ ପାରାସିଟାମଲ ଟାବଲେଟ୍ ଡୋଲୋ- ୬୫୦ ବିକ୍ରି ପଛରେ ବଡ଼ ଧରଣର ଲାଞ୍ଚ କାରବାର । ଶହେ କି ଦୁଇ ଶହ ନୁହେଁ, ହଜାରେ କୋଟି ଟଙ୍କାର ଲାଞ୍ଚ ନେଣଦେଣ ଅଭିଯୋଗ ହୋଇଛି ।

Covid 19
ଓଡ଼ିଶାରେ ବି ବଢ଼ିଲାଣି କରୋନା ପ୍ରକୋପ, ଦିନକରେ ୭୩୦ ନୂଆ ଆକ୍ରାନ୍ତ

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୮ ହଜାର ୮୭୫କୁ ବୃଦ୍ଧି । ଆକ୍ଟିଭ୍ କେସ୍- ୫୮୫୧, ସୁସ୍ଥ ହେଲେଣି ୧୩ ଲକ୍ଷ ୩ ହଜାର ୮୨୩ ଜଣ ।

Corona
ପୁଣି କାୟା ବିସ୍ତାର କଲାଣି କରୋନା, ଦିନକରେ ୪୦ ମୁଣ୍ଡ ନେଲା

ଏବେ ସୁଦ୍ଧା କରୋନାରୁ ସୁସ୍ଥ ହେଲେଣି ୪ କୋଟି ୩୪ ଲକ୍ଷ ୮୪ ହଜାର ୧୧୦ ଜଣ ।

Corona test
୧୨ ଶହ ନିକଟତର ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ

ଖୋର୍ଦ୍ଧାରୁ ସର୍ବାଧିକ ୩୧୨ ଚିହ୍ନଟ ହୋଇଛନ୍ତି।

President Election
ଗୋଟିଏ ଭୋଟ କେତେ ମୂଲ୍ୟବାନ ! କରୋନା ଆକ୍ରାନ୍ତ ଥାଇ ବି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କଲେ ମତଦାନ

ପିପିଇ କିଟ୍‌ ପିନ୍ଧି ସବୁ ପ୍ରକାର ପ୍ରିକସନ୍‌ ଗ୍ରହଣ କରି, ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଧାନସଭାରେ ନିଜର ମତ ସାବ୍ୟସ୍ତ କରିଛନ୍ତି । ଯାହାକୁ ଦେଖି ସମସ୍ତେ ଚକିତ ।

Booster Dose
ବୁଷ୍ଟର ଡୋଜ୍ ନମିଳିବାରୁ ହୋହାଲ୍ଲା, ଡାକ୍ତରଙ୍କୁ ତାଲା ପକାଇଦେଲେ

ଅଫଲାଇନ୍‌ରେ ଟିକା ମିଳୁନଥିବା ଅଭିଯୋଗ । ମେଡିକାଲ୍ କର୍ମଚାରୀଙ୍କୁ ଅଟକ ରଖିଲେ ଲୋକେ ।

Corona
ସତ ହେଲା କି ସ୍ୱାସ୍ଥ୍ୟ ବିଭାଗର ଶଙ୍କା ? ରଥଯାତ୍ରା ପାଇଁ ଧାଏଁ କରି ବଢ଼ିଗଲା କି ସଂକ୍ରମଣ ?

ଗତ କିଛି ଦିନ ହେଲା ସଂକ୍ରମଣର ୫ଶହ ଟ୍ରେଣ୍ଡ ଜାରି ରହିଥିବାବେଳେ ଆଜି ହଠାତ୍ ଲମ୍ବା ଡିଆଁ ମାରି ପହଞ୍ଚିଛି ୭୪୩ରେ ।

Corona
କେନ୍ଦ୍ରର ପୁଣି ଏକ ବଡ଼ ନିଷ୍ପତ୍ତି, ୧୮ ବର୍ଷରୁ ଉର୍ଦ୍ଧ୍ୱଙ୍କୁ ମାଗଣାରେ ଦିଆଯିବ ବୁଷ୍ଟର ଡୋଜ୍

ଜୁଲାଇ ୧୫ ତାରିଖରୁ ୭୫ଦିନ ଚାଲିବ ବୁଷ୍ଟର ଡୋଜ୍ ଅଭିଯାନ । ରଥଯାତ୍ରା ପରେ ସାଢ଼େ ୭ଶହ ମୁହାଁ ଦୈନିକ ସଂକ୍ରମଣ ।

COVID-19 Testing
ରାଜ୍ୟରେ ଦିନକରେ ୭୪୩ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୫,୩୨୮କୁ ବୃଦ୍ଧି ହୋଇଛି।

Corona
ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ, ମାସ୍କ-ସାମାଜିକ ଦୂରତାକୁ ଅଧିକ ଗୁରୁତ୍ୱ

କାଶ, ଜ୍ୱର, ମୁଣ୍ଡବିନ୍ଧା, ଗଳା ଦରଜ, ଅଣନିସ୍ୱାଶୀ ଲାଗିବା, ସ୍ୱାଦ ଓ ଘ୍ରାଣ ଶକ୍ତି ହରାଇବା ଭଳି ଲକ୍ଷଣ ଥିଲେ ତୁରନ୍ତ ଟେଷ୍ଟ କରାଇବାକୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି ।

Covid 19
ବିସ୍ଫୋରକ ରୂପ ନେବ କି କରୋନା? କଣ କହିଲେ ବିଶେଷଜ୍ଞ, ଜାଣନ୍ତୁ

କୋଭିଡ୍ ସଂକ୍ରମଣରେ ଖୋର୍ଦ୍ଧା ଜିଲ୍ଲା ରେଡ୍ ଜୋନକୁ ଫେରିବା ପରେ ଏବେ ଚିନ୍ତାରେ ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ। 

Corona
ପୁଣି ପଶିଲାଣି ଡର ! ଭାରତରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ

ଓମିକ୍ରନ୍ର ନୂଆ ସବ୍ ଭାରିଆଣ୍ଟ ଠାବ । ଭାରତ ସହ ୧୦ଟି ଦେଶରେ ନୂଆ ଭାରିଆଣ୍ଟ ଠାବ  ।

Mask
ଏଣିକି ମାସ୍କ ପିନ୍ଧିବା ବାଧ୍ୟତାମୂଳକ, ନପିନ୍ଧିଲେ ୫୦୦ ଟଙ୍କା ଜରିମାନା

ଜନଗହଳି ପୂର୍ଣ୍ଣ ସ୍ଥାନରେ ଯଦି କେହି ମାସ୍କ ପିନ୍ଧି ନଥିବେ ତେବେ ତାଙ୍କ ବିରୋଧରେ ଗ୍ରହଣ କରାଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ସେମାନଙ୍କଠାରୁ ଆଦାୟ ହେବ ୫୦୦ ଟଙ୍କା ଜରିମାନା ।

Corona
ରାଜ୍ୟରେ ପୁଣି ଦେଢ଼ଶହ ପାର ଦୈନିକ କରୋନା ସଂକ୍ରମଣ

ଚିନ୍ତା ବଢ଼ାଉଛି କରୋନା, ଦିନକରେ ୧୫୫ ନୂଆ ପଜିଟିଭ୍ ଚିହ୍ନଟ...

Corona
ରାଜ୍ୟରେ ବଢ଼ୁଛି ସଂକ୍ରମଣ ! ସତର୍କ ରହିବାକୁ ପରାମର୍ଶ

ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ହଜାର ୬୦୨କୁ ବୃଦ୍ଧି । ସୁସ୍ଥ ହେଲେଣି ୪ କୋଟି ୨୮ ଲକ୍ଷ ୮ ହଜାର ୬୬୬ ଆକ୍ରାନ୍ତ ।

Covovax
୭ରୁ ୧୨ ବର୍ଷର ପିଲାଙ୍କ ପାଇଁ କୋଭିଡ୍ ଟିକା, ଜେନୋଭା ଟିକାକୁ ବି ଅନୁମତି ଦେଲା DCGI

୧୮ ଓ ତଦୁର୍ଦ୍ଧ ପ୍ରାପ୍ତ ବୟସ୍କଙ୍କ ପାଇଁ ଅନୁମତି । ୨ରୁ ୮ ଡିଗ୍ରୀ ସେଲସିୟସରେ ରହୁଥିବା ପ୍ରଥମ କୋଭିଡ୍ ଭ୍ୟାକ୍ସିନ୍ ।

covid case
ମାସ୍କ ପିନ୍ଧିବା, ଭିଡ ନକରିବା, ଲକ୍ଷଣ ଥିଲେ ତୁରନ୍ତ ପରୀକ୍ଷା କରାଇ ନେବାକୁ ପରାମର୍ଶ

ଯଦି ସଂକ୍ରମଣ ବଢେ ଓ ହସପିଟାଲର ଆବଶ୍ୟକତା ପଡେ, ତେବେ ପୂର୍ବ ଭଳି ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

Corona
ରାଜ୍ୟ ପାଇଁ ପୁଣି ଟେନସନ୍‌ ବଢାଇଲା କରୋନା

ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୫ ଆକ୍ରାନ୍ତ ଅଛନ୍ତି।

COVID-19 Testing
ଦେଶରେ ଦୈନିକ କରୋନା ପଜିଟିଭ ୧୩ ହଜାର ନିକଟତର

କରୋନା ମୁକାବିଲା ନେଇ ଭାରତ ବାୟୋଟେକର ନାଜାଲ ଭ୍ୟାକ୍ସିନ୍‌ ସରିଲା ତୃତୀୟ ପରୀକ୍ଷଣ।