• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Covaxin

Covid 19
କିଶୋରଙ୍କ ପରେ ଏବେ ପିଲାଙ୍କ ପାଇଁ କରୋନା କବଚ ଆସିଲା

କିଶୋରଙ୍କ ପରେ ଏବେ ପିଲାଙ୍କୁ ମିଳିବ କରୋନା କବଚ । ୫ରୁ ୧୨ ବର୍ଷ ବୟସ ବର୍ଗଙ୍କ ଲାଗି ଦୁଇଟି କୋଭିଡ୍ ଟିକାକୁ ଅନୁମୋଦନ କରିଛି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ- DCGI । ୬ରୁ ୧୨ ବର୍ଷ ବୟସର ପିଲାଙ୍କ ଲାଗି ଭାରତ ବାୟୋଟେକ୍‌ର କୋଭିଡ୍ ଟିକା- କୋଭାକ୍ସିନ୍‌ର ଜରୁରୀ ବ୍ୟବହାରକୁ ସବୁଜ ସଙ୍କେତ ଦେଇଛି DCGI ।

Green signal to  Covaxin for kids aged 6-12
BREAKING: ଏଣିକି ପିଲାଙ୍କୁ ମିଳିବ ୩ଟି ଟିକା

ପିଲାଙ୍କୁ ମିଳିବ ୩ ଟି ଟିକା । ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ DCGI ଅନୁମତି ଦେଇଛି । 

Covaxin -Covishield
ଖୁସି ଖବର ! ଏଣିକି ବଜାରରେ ଉପଲବ୍ଧ ହେବ କୋଭାକ୍ସିନ୍-କୋଭିସିଲ୍ଡ

ମାର୍କେଟ୍ ଅନୁମତି ପାଇଁ କେତେକ ନିର୍ଦ୍ଦିଷ୍ଟ ସର୍ତ୍ତ ରଖାଯାଇଥିବା ସୂଚନା ମିଳିଛି । ଗତବର୍ଷ ଜାନୁଆରୀ ୩ ତାରିଖରେ ଉଭୟ କୋଭାକ୍ସିନ ଓ କୋଭିସିଲ୍ଡକୁ କରୋନା ଟିକା ଭାବେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଥିଲା ।

Omicron Research Says Most Vaccines Covishield Wont Work Against It
ଓମିକ୍ରନ ବିରୁଦ୍ଧରେ କାମ କରିବନି କୋଭାକ୍ସିନ ସମେତ ଅନେକ ଭ୍ୟାକ୍ସିନ୍

ଓମିକ୍ରନ ବିରୁଦ୍ଧରେ କରୋନା ଟିକା ପ୍ରଭାବଶାଳୀ ନଥିବାର ପ୍ରାଥମିକ ତଦନ୍ତରୁ ଆଶଙ୍କା କରାଯାଉଛି । ହେଲେ ଆଶ୍ୱସ୍ତିକର ଖବର ଏହା କି ଟିକା ନେଇଥିବା ବ୍ୟକ୍ତିମାନେ ଓମିକ୍ରନ ସଂକ୍ରମିତ ହେବା ପରେ ଅଧିକ ଗୁରୁତର ଅସୁସ୍ଥ ହେଉନାହାଁନ୍ତି ।

Covaxin
କୋଭାକ୍ସିନ୍ ଟିକା ୭୭.୮% ଫଳପ୍ରଦ: ଲାନ୍‌ସେଟ୍‌ ରିପୋର୍ଟ

ବାୟୋଟେକ ପକ୍ଷରୁ ପ୍ରସ୍ତୁତ କୋଭାକ୍ସିନ୍ ଟିକା ୭୭.୮% ଉପାଦେୟତା ରହିଛି। ଲାନ୍‌ସେଟ୍‌ ପକ୍ଷରୁ ରିପୋର୍ଟରେ ଏହା ପ୍ରକାଶ ପାଇଛି।

Covishield & Covaxin
ଭାରତରେ ପ୍ରସ୍ତୁତ କୋଭିସିଲ୍ଡ ଓ କୋଭାକ୍ସିନ୍ ଟିକାକୁ ୯୬ଟି ଦେଶର ମଞ୍ଜୁରୀ

ଭାରତରେ ପ୍ରସ୍ତୁତ କୋଭିସିଲ୍ଡ ଓ କୋଭାକ୍ସିନ୍ ଟିକାକୁ ଏପର୍ଯ୍ୟନ୍ତ ୯୬ଟି ଦେଶ ମଞ୍ଜୁରୀ ପ୍ରଦାନ କରିସାରିଲେଣି। ଯାହାକି କୋଭିଡ୍‌ ଟିକା ପ୍ରସ୍ତୁତିରେ ଭାରତକୁ ସଫଳତା ବୋଲି କୁହାଯାଉଛି।

Covaxin
ସବୁ ପ୍ରତୀକ୍ଷାର ଅନ୍ତ, ଭାରତ ବାୟୋଟେକର କୋଭାକ୍ସିନକୁ ମିଳିଲା ହୁ’ ମାନ୍ୟତା

ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଶେଷରେ ଭାରତ ବାୟୋଟେକ ପ୍ରସ୍ତୁତ କରିଥିବା କରୋନା ଟିକା କୋଭାକ୍ସିନକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ)ର ବୈଷୟିକ କମିଟି ଜରୁରୀ କାଳୀନ ବ୍ୟବହାର ପାଇଁ ଅନୁମତି ଦେଇଛି ।

Covaxin Gets WHO Approval, Finally
ସ୍ୱଦେଶୀ ଟିକାକୁ ମିଳିଲା WHOର ଅନୁମତି

କୋଭାକ୍ସିନକୁ ମିଳିଲା WHOର ଅନୁମତି । ଭାରତର ସ୍ୱଦେଶୀ କରୋନା ଟିକା କୋଭାକ୍ସିନକୁ WHO ବୈଷୟିକ ଟିମ୍ ଅନୁମତି ଦେଇଛନ୍ତି ।

Covaxin
କୋଭାକ୍ସିନ୍‌କୁ ମଞ୍ଜୁରୀ ଦେବାକୁ ଦିନ ଗଢାଉଛି WHO!

କୋଭାକ୍ସିନ୍‌କୁ କେବେ ମିଳିବ WHO ର ସ୍ୱୀକୃତି । ତାରିଖ ପରେ ତାରିଖ ଗଢିବାରେ ଲାଗିଛି । ଦିନ ପରେ ଦିନ ବିତୁଛି । ଆଜି ମିଳିବ, କାଲି ମିଳିବ ବୋଲି କୁହାଯାଉଛି, ହେଲେ ମିଳୁନାହିଁ ଭାରତର ସ୍ୱଦେଶୀ କରୋନା ଟିକା କୋଭାକ୍ସିନକୁ ମଞ୍ଜୁରୀ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଜରୁରୀକାଳୀନ ବ୍ୟବହାର ପାଇଁ ଆହୁରି ସମୀକ୍ଷା ଦରକାର ବୋଲି କୁହାଯାଇଛି ।

covaxin
କୋଭାକ୍ସିନକୁ ମାନ୍ୟତା କେବେ?

କେବେ ମିଳିବ WHO ମଂଜୁରୀ? ଭାରତର ପ୍ରଥମ ସ୍ବଦେଶୀ ଟିକା କୋଭାକ୍ସିନ । ମାନ୍ୟତା ଅପେକ୍ଷାରେ ବହୁ ଭାରତୀୟ। ଟିକା ନେବା ସତ୍ତ୍ୱେ ବହୁ ଦେଶ ପାଇଁ ରହିଛି କଟକଣା

Covaxin
କୋଭାକ୍ସିନକୁ ମିଳିପାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)ର ସ୍ୱୀକୃତି

କୋଭାକ୍ସିନକୁ ମିଳିପାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)ର ସ୍ୱୀକୃତି । ଭାରତର ସ୍ୱଦେଶୀ କରୋନା ଟିକା କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ସ୍ୱୀକୃତି ଦେବା ଲାଗି ଆଜି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକର ଆୟୋଜନ ହୋଇଛି । ଟେକ୍ନିକାଲ କମିଟି ଅନୁଧ୍ୟାନ ପରେ ଖୁବଶୀଘ୍ର ନିଆଯିବ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି ।

covid vaccine
ଶିଶୁ ଓ କିଶୋରଙ୍କୁ କୋଭାକ୍ସିନ୍ ଟିକା !

ଭାରତକୁ ମିଳିଲା ପିଲାଙ୍କ କୋଭିଡ୍ ଟିକା । ୨ରୁ ୧୮ ବର୍ଷ ବୟସର ଶିଶୁ ଓ କିଶୋର ମାନଙ୍କୁ ଦିଆଯିବ କୋଭିଡ୍ ଟିକା । ଏନେଇ କୋଭାକ୍ସିନକୁ ଡିସିଜିଆଇ ଅନୁମତି ଦେଇଥିବା ସୂଚନା ମିଳିଛି । ଭରତ ବାୟୋଟେକ ଏବଂ ଆଇସିଏମଆର ମିଳିତ ଭାବେ କୋଭାକ୍ସିନ ଟିକା ପ୍ରସ୍ତୁତ କରିଛନ୍ତି । କୋଭାକ୍ସିନ ହେଉଛି ଭାରତୀୟ କରୋନା ଟିକା ।

covaxin
କୋଭାକ୍ସିନକୁ ମଞ୍ଜୁରୀ ଦେବାରେ ବିଳମ୍ବ କରୁଛି WHO

କୋଭାକ୍ସିନକୁ ମଞ୍ଜୁରୀ ଦେବାରେ ବିଳମ୍ବ କରୁଛି WHO।  ଫଳରେ ଭାରତ ବାୟୋଟେକର କୋଭାକ୍ସିନ ନେଇଥିବା ଭାରତୀୟ ବିଶେଷ କରି ଛାତ୍ରମାନେ ବିଦେଶ ଯିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Sero survey Report
କୋଭାକ୍ସିନ ଓ କୋଭିସିଲ୍ଡ ମଧ୍ୟରେ କେଉଁ ଭ୍ୟାକ୍ସିନ୍ ଅଧିକ ପ୍ରଭାବୀ?

ସେରୋ ସର୍ଭେରେ ରାଜ୍ୟର ୧୨ ଜିଲ୍ଲାରୁ ୬ ହଜାର ସାମ୍ପଲ ସଂଗ୍ରହ କରାଯାଇଥିଲା। ଯେଉଁଥିରେ ୭୩ ପ୍ରତିଶତ ଲୋକଙ୍କ ଶରୀରରେ ଆଣ୍ଟିବଡି ଦେଖିବାକୁ ମିଳିଛି। ସ୍ୱାସ୍ଥ୍ୟକର୍ମୀଙ୍କ ଶରୀରରେ ୯୩. ୫ ପ୍ରତିଶତ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ସେହିପରି ୬ରୁ ୧୦ ବର୍ଷ ବୟସର ଶିଶୁଙ୍କ ମଧ୍ୟରେ  ୭୦ ପ୍ରତିଶତ ଏବଂ ୧୧ରୁ ୧୮ ବର୍ଷର ପିଲାଙ୍କ ମଧ୍ୟରେ ସୃଷ୍ଟି ହୋଇଛି ୭୪ ପ୍ରତିଶତ ଆଣ୍ଟିବଡ଼ି। 

950611-vaccine
ଏଣିକି ଆଉ ଲୋଡ଼ା ନାହିଁ ଅନ୍‌ଲାଇନ୍‌ ରେଜିଷ୍ଟ୍ରେସନ, ସିଧାସଳଖ ଟିକାକରଣ

ନୂଆଦିଲ୍ଲୀ: କରୋନା ଟିକା ସମ୍ବନ୍ଧରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । ଏଣିକି ୧୮ ରୁ ୪୪ ବର୍ଷ ବ୍ୟକ୍ତି ବିନା ଅନଲାଇନ ରେଜିଷ୍ଟ୍ରେସନରେ ମଧ୍ୟ ନେଇପାରିବେ ଟିକା । ଲୋକମାନେ ଏବେ ଟୀକାକରଣ କେନ୍ଦ୍ରରେ ପଞ୍ଜୀକରଣ କରିପାରିବେ। ତେବେ ଏହି ସୁବିଧା ବର୍ତ୍ତମାନ କେବଳ ସରକାରୀ କେନ୍ଦ୍ରଗୁଡ଼ିକରେ ଉପଲବ୍ଧ ହେବ । ବେସରକାରୀ ଡାକ୍ତରଖାନାଗୁଡ଼ିକର କେନ୍ଦ୍ରଗୁଡ଼ିକରେ ଟିକା ନେବାକୁ ହେଲେ ଅନଲାଇନ୍ ରେଜିଷ୍ଟ୍ରେସନ୍ କରି ସ୍ଲଟ୍ ବୁକ୍ କରିବାକୁ ପଡିବ । […]

covaxin
ରାଜ୍ୟରେ ଅଭାବ ରହିବନି ଟିକା, ମହଜୁଦ୍‌ ବାଦ୍ ପୁଣି ଆସିଲା କୋଭାକ୍ସିନ

ରାଜ୍ୟକୁ ଆସିଲା ଆଉ ୩୮ ହଜାର କୋଭାକ୍ସିନ୍ ଟିକା । ଗତକାଲି ୩ ଲକ୍ଷ ୧୬ ହଜାର ୪୫୦ ଡୋଜ କୋଭିସିଲ୍ଡ ଟିକା ଆସିଥିଲା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିସିଲ୍ଡ ଟିକା ୩ ଲକ୍ଷ ୪୯ ହଜାର ୯୩୦ ଡୋଜ ରହିଥିବା ବେଳେ ୩ ଲକ୍ଷ ୯ ହଜାର ୫୩୦ କୋଭାକ୍ସିନ୍ ଟିକା ମହଜୁଦ ଅଛି ।