• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Covid Restriction

Puri Swargadwar
ପୁରୀ ସ୍ୱର୍ଗଦ୍ୱାରରୁ ହଟିଲା କଟକଣା

ପୁରୀ ସ୍ୱର୍ଗଦ୍ୱାରରୁ ହଟିଲା କଟକଣା। ବାହାର ଜିଲ୍ଲାର ଶବ ସତ୍କାର ନେଇ ଜାରି ରହିଥିବା କଟକଣାକୁ ଜିଲ୍ଲା ପ୍ରଶାସନ ହଟାଇ ଦେଇଛି। ପୁରୀ ଜିଲ୍ଲାରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇବା ପରେ ଏହି ନିୟମକୁ କୋହଳ କରାଯାଇଛି।

Maa Biraja Ratha Jatra
କୋଭିଡ୍ କଟକଣାରେ ଗଡିବ ମା' ବିରଜାଙ୍କ ରଥ

ପ୍ରତ୍ୟେକ ଦିନ ଅପରାହ୍ନ ୨ଟାରୁ ସକାଳ ୫ଟା ପର୍ଯ୍ୟନ୍ତ କଟକଣା ଜାରି ରହିବ। ସକାଳ ୫ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ଦର୍ଶନ କରିପାରିବେ, କିନ୍ତୁ ରଥକୁ ଦୂରରୁ ଦର୍ଶନ କରିବେ। ରଥ ଉପରେ ଭୋଗ ଅର୍ପଣ ପାଇଁ ଭକ୍ତମାନଙ୍କୁ ଅନୁମତି ମିଳିବ ନାହିଁ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।