ଗତ ୭ ସପ୍ତାହରେ କରୋନା କେସ୍ ଓ ମୃତ୍ୟୁ ସଂଖ୍ୟା ଯେଉଁଭଳି ଲଗାତାର ଭାବେ ବୃଦ୍ଧି ପାଉଛି, ତାହା ଚିନ୍ତାର କାରଣ ହୋଇଛି। ଗତ ୨୪ ଘଣ୍ଟାରେ ଦେଶରେ ୧୬,୯୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।