ଗତ କିଛିଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଏବେ ପୁଣିଥରେ ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଛି। କରୋନା ଭାଇରସ୍ର ନୂଆ ଭାରିଏଣ୍ଟ୍ ଏବେ ଚିନ୍ତାର କାରଣ ପାଲଟିଛି। ସେପଟେ ସ୍କୁଲ୍କୁ ସ୍କୁଲ୍ ଡେଉଁଛି କରୋନା।
ଗତ କିଛିଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଏବେ ପୁଣିଥରେ ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଛି। ବୁର୍ଲା ଭୀମସାର୍ରେ କିଛି ଡାକ୍ତରୀ ଛାତ୍ରଛାତ୍ରୀ ଓ ସୁନ୍ଦରଗଡ଼ରେ ଥିବା ଏକ ବାଳିକା ବିଦ୍ୟାଳୟରେ କିଛି ଛାତ୍ରୀ ପଜିଟିଭ୍ ଚିହ୍ନଟ ପରେ ଚିନ୍ତା ବଢ଼ିଛି।