ଆମେରିକାରେ ୬ ମାସର ଶିଶୁଙ୍କୁ ଦିଆଯିବ କରୋନା ଟିକା। ୟୁଏସ୍ ଫୁଡ୍ ଓ ଡ୍ରଗ୍ ଆଡମିନିଷ୍ଟ୍ରେସନ୍ ପକ୍ଷରୁ ଏନେଇ ଦୁଇଟି କମ୍ପାନୀକୁ ଜରୁରୀ ଅନୁମୋଦନ ମିଳିଛି।
କରୋନା ଟିକା ନନେଇ ମଧ୍ୟ ଜଣେ ମହିଳାଙ୍କୁ ମିଳିଛି ଟିକା ନେଇଥିବାର ପ୍ରମାଣପତ୍ର। ଜଣେ ମହିଳା କରୋନାର ପ୍ରଥମ ଡୋଜ ନେଇ ନ ଥିବା ବେଳେ ତାଙ୍କୁ ମିଳିଛି ଟିକା ପ୍ରମାଣପତ୍ର। କେବଳ ସେତିକି ନୁହେଁ, ମହିଳା ଜଣକ କେବେ ଉତ୍ତରପ୍ରଦେଶ ଯାଇ ନାହାନ୍ତି। ହେଲେ ତାଙ୍କୁ ସେଠାକାର ପ୍ରମାଣପତ୍ର ମିଳିଛି।
କୋଭିଡକୁ ନେଇ ସାମ୍ନାକୁ ଆସିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ। କୋଭିଡ ମୁକାବିଲା କରିବା ପାଇଁ ଏକମାତ୍ର ଅସ୍ତ୍ର ହେଉଛି ଭାକ୍ସିନ। ହେଲେ ଟିକା ନେଲା ପରେ ଦେହରେ ଆଣ୍ଟିବଡି ସୃଷ୍ଟି ହେଉନି।
ଟିକା ପାଇଁ ଇଟା ଲାଇନ୍ : ଟିକା କେନ୍ଦ୍ରରେ ନିଜ ଉପସ୍ଥିତି ଜାହିର କରିବାକୁ କିଏ ଇଟା ରଖିଛି ତ କିଏ ଆଧାର କାର୍ଡ ରଖିଛି । ଖାଇବା, ପିଇବା ସାମଗ୍ରୀ, ପାଣି ବୋତଲ ସହ ଚଟାଣରେ ଶୋଇଛନ୍ତି ଲୋକେ ।
ବିଶେଷକରି ମେଟ୍ରୋ ସହରଗୁଡ଼ିକରେ ବହୁ ସଂଖ୍ୟାରେ ବିଦେଶୀ ରହୁଥିବାରୁ, ସୁରକ୍ଷା ଦୃଷ୍ଟିରୁ ସେମାନଙ୍କ ଲାଗି ମଧ୍ୟ କୋଭିଡ୍ ଟିକା ଦେବା ଲାଗି ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ଏହାଫଳରେ ଦେଶରେ ରହୁଥିବା ବିଦେଶୀ ନାଗରିକ ମଧ୍ୟ ସୁରକ୍ଷାକୁ ମଧ୍ୟ ନିଶ୍ଚିତ କରାଯାଇପାରିବ।