• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Covid19 Vaccine

COVID-19 Vaccines for Children 6 Months
୬ ମାସର ଶିଶୁ ନେବେ କୋଭିଡ୍‌ ଟିକା

ଆମେରିକାରେ ୬ ମାସର ଶିଶୁଙ୍କୁ ଦିଆଯିବ କରୋନା ଟିକା। ୟୁଏସ୍ ଫୁଡ୍ ଓ ଡ୍ରଗ୍ ଆଡମିନିଷ୍ଟ୍ରେସନ୍ ପକ୍ଷରୁ ଏନେଇ ଦୁଇଟି କମ୍ପାନୀକୁ ଜରୁରୀ ଅନୁମୋଦନ ମିଳିଛି।

Covid Vaccine
ଆଶ୍ଚର୍ଯ୍ୟ ! କରୋନା ଟିକା ନନେଇ ମିଳିଲା ପ୍ରମାଣପତ୍ର

କରୋନା ଟିକା ନନେଇ ମଧ୍ୟ ଜଣେ ମହିଳାଙ୍କୁ ମିଳିଛି ଟିକା ନେଇଥିବାର ପ୍ରମାଣପତ୍ର। ଜଣେ ମହିଳା କରୋନାର ପ୍ରଥମ ଡୋଜ ନେଇ ନ ଥିବା ବେଳେ ତାଙ୍କୁ ମିଳିଛି ଟିକା ପ୍ରମାଣପତ୍ର। କେବଳ ସେତିକି ନୁହେଁ, ମହିଳା ଜଣକ କେବେ ଉତ୍ତରପ୍ରଦେଶ ଯାଇ ନାହାନ୍ତି। ହେଲେ ତାଙ୍କୁ ସେଠାକାର ପ୍ରମାଣପତ୍ର ମିଳିଛି।

 ILS director Niraj Mishra
ଟିକା ନେଲା ପରେ ଦେହରେ ସୃଷ୍ଟି ହେଉନି ଆଣ୍ଟିବଡି-ILS ନିର୍ଦ୍ଦେଶକ

କୋଭିଡକୁ ନେଇ ସାମ୍ନାକୁ ଆସିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ। କୋଭିଡ ମୁକାବିଲା କରିବା ପାଇଁ ଏକମାତ୍ର ଅସ୍ତ୍ର ହେଉଛି ଭାକ୍ସିନ। ହେଲେ ଟିକା ନେଲା ପରେ ଦେହରେ ଆଣ୍ଟିବଡି ସୃଷ୍ଟି ହେଉନି।

People Waiting In Long Queues To Get Covid 19 Jab In Balasore
ଟିକା ପାଇଁ ଇଟା ଲାଇନ୍ : ଟିକା କେନ୍ଦ୍ରରେ ନିଜ ଉପସ୍ଥିତି ଜାହିର କରିବାକୁ କିଏ ଇଟା ରଖିଛି ତ କିଏ ଆଧାର କାର୍ଡ ରଖିଛି ।

ଟିକା ପାଇଁ ଇଟା ଲାଇନ୍ : ଟିକା କେନ୍ଦ୍ରରେ ନିଜ ଉପସ୍ଥିତି ଜାହିର କରିବାକୁ କିଏ ଇଟା ରଖିଛି ତ କିଏ ଆଧାର କାର୍ଡ ରଖିଛି । ଖାଇବା, ପିଇବା ସାମଗ୍ରୀ, ପାଣି ବୋତଲ ସହ ଚଟାଣରେ ଶୋଇଛନ୍ତି ଲୋକେ ।

vaccine for foreigners
ଏଣିକି ବିଦେଶୀଙ୍କୁ ମିଳିବ 'ଭାରତ' ଭ୍ୟାକ୍ସିନ

ବିଶେଷକରି ମେଟ୍ରୋ ସହରଗୁଡ଼ିକରେ ବହୁ ସଂଖ୍ୟାରେ ବିଦେଶୀ ରହୁଥିବାରୁ, ସୁରକ୍ଷା ଦୃଷ୍ଟିରୁ ସେମାନଙ୍କ ଲାଗି ମଧ୍ୟ କୋଭିଡ୍ ଟିକା ଦେବା ଲାଗି ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ଏହାଫଳରେ ଦେଶରେ ରହୁଥିବା ବିଦେଶୀ ନାଗରିକ ମଧ୍ୟ ସୁରକ୍ଷାକୁ ମଧ୍ୟ ନିଶ୍ଚିତ କରାଯାଇପାରିବ।