• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Covishield

COVISHIELD
ପୁଣି କରୋନା କଲାଣି ଉତ୍ପାତ ! କୋଭିସିଲ୍ଡ ଦ୍ୱିତୀୟ ଡୋଜ୍ ପାଇଁ ଅବଧି ହ୍ରାସ କରିବାକୁ ସୁପାରିସ

ଇସ୍ରାଏଲରେ ଦୁଇ କିଶୋର ବୟସ୍କ ଯାତ୍ରୀଙ୍କ ଠାରେ ଏହି ନୂଆ ଭ୍ୟାରିଆଣ୍ଟ ଠାବ ହେବା ପରେ ବଢିଛି ଚିନ୍ତା । କୋଭିଡର ଏହି ନୂଆ ଭ୍ୟାରିଆଣ୍ଟରେ ଓମିକ୍ରନର ଦୁଇଟି ସବ୍ ଭ୍ୟାରିଆଣ୍ଟ BA.1 ଏବଂ BA.2 ରହିଛି ।

Booster Dose
‘ଓମିକ୍ରନ୍‌’ ଭୟ: ବୁଷ୍ଟର ଡୋଜ୍‌କୁ ଅନୁମୋଦନ ପାଇଁ ସେରମ୍ ଇନ୍‌ଷ୍ଟିଚ୍ୟୁଟ୍‌ର ଆବେଦନ

ବିଶ୍ୱରେ କରୋନା ଭାଇରସ୍‌ର ନୂଆ ଭାରିଏଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ କୋଭିଡ୍ ଟିକାର ବୁଷ୍ଟର ଡୋଜ ପାଇଁ ଅନୁମତି ଦେବାକୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ ନିକଟରେ ସେରମ୍ ଇନ୍‌ଷ୍ଟିଚ୍ୟୁଟ୍‌ ଆବେଦନ କରିଛି।

Covishield & Covaxin
ଭାରତରେ ପ୍ରସ୍ତୁତ କୋଭିସିଲ୍ଡ ଓ କୋଭାକ୍ସିନ୍ ଟିକାକୁ ୯୬ଟି ଦେଶର ମଞ୍ଜୁରୀ

ଭାରତରେ ପ୍ରସ୍ତୁତ କୋଭିସିଲ୍ଡ ଓ କୋଭାକ୍ସିନ୍ ଟିକାକୁ ଏପର୍ଯ୍ୟନ୍ତ ୯୬ଟି ଦେଶ ମଞ୍ଜୁରୀ ପ୍ରଦାନ କରିସାରିଲେଣି। ଯାହାକି କୋଭିଡ୍‌ ଟିକା ପ୍ରସ୍ତୁତିରେ ଭାରତକୁ ସଫଳତା ବୋଲି କୁହାଯାଉଛି।

Covishield
କୋଭିସିଲ୍ଡକୁ ନେଇ ବ୍ରିଟେନ୍‌ର ସାମ୍ରାଜ୍ୟବାଦ ମନୋଭାବ ! ଭାରତର ଜୋରଦାର ବିରୋଧ

କରୋନା ମହାମାରୀ ବିରୋଧରେ ସାମୁହିକ ଲଢେଇ ଚାଲିଥିବା ବେଳେ ବ୍ରିଟେନ୍‌ର ଅଜବ ଭ୍ୟାକସିନ୍ ଓ କ୍ୱାରେଣ୍ଟିନ୍ ନୀତିକୁ ନେଇ ବିବାଦ । ଅକ୍ସଫୋର୍ଡ ଓ ଅଷ୍ଟ୍ରାଜେନେକା ଟିକାକୁ ବ୍ରିଟେନ୍ ସ୍ୱୀକୃତୀ ଦେଇଥିବା ବେଳେ ସେରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ ସମାନ ଟିକା କୋଭିସିଲ୍ଡକୁ ସ୍ୱୀକୃତି ଦେଇନଥିଲା ବ୍ରିଟେନ୍ ।

Britain bent on recognizing covishield
କୋଭିସିଲ୍‌ଡକୁ ଦେଲା ଅନୁମତି, ହେଲେ ଭାକ୍ସିନେଶନ ସାର୍ଟି‍‍ଫିକେଟକୁ ନେଇ ପ୍ରଶ୍ନ ଉଠାଇଲା ବ୍ରିଟେନ

ଭାରତର ତୀବ୍ର ପ୍ରତିବାଦ ପରେ ନରମିଲା ବ୍ରିଟେନ । ଭାରତର କାର୍ଯ୍ୟାନୁଷ୍ଠାନ ଚେତାବନୀ ପରେ କୋଭିସିଲ୍ଡ ଟିକାକୁ ନେଇ ବ୍ରିଟେନ ତାର ପୂର୍ବ ନିଷ୍ପତ୍ତି ବଦଳାଇଲା। ଏଣିକି କୋଭିସିଲ୍‌ଡ ଟିକା ନେଇଥିବା ବ୍ୟକ୍ତି ବ୍ରିଟେନ ଯାଇପାରିବେ ।

covishield vaccine
କୋଭିସିଲ୍ଡକୁ ଆମେରିକାର ଗ୍ରୀନ୍ ସିଗନାଲ୍

କୋଭିସିଲ୍ଡକୁ ଆମେରିକାର ଗ୍ରୀନ୍ ସିଗନାଲ୍। କରୋନା ଭ୍ୟାକ୍ସିନ୍ କୋଭିସିଲ୍ଡ୍‌କୁ ଅନୁମତି ଦେଇଛି ଆମେରିକା। ଇଟ୍ ହାଉସ୍ ଏବେ କହିଛି ଯେଉଁ ଭାରତୀୟ ୨ଟି ଯାକ ଡୋଜ୍ ନେଇଥିବେ ସେମାନେ ଆମେରିକାରେ ପ୍ରବେଶ କରିପାରିବେ।

america
କୋଭିସିଲ୍ଡକୁ ଆମେରିକାର ଗ୍ରୀନ୍ ସିଗନାଲ୍ : ୨ଟି ଯାକ ଡୋଜ୍ ନେଇଥିବା ଯାତ୍ରୀ ଯାଇପାରିବେ US

ରାଷ୍ଟ୍ରପତି ବାଇଡେନଙ୍କ ନୂତନ ନୀତି ଭାରତ ଭଳି ଦେଶର ଲୋକଙ୍କୁ ଯାତ୍ରା ପ୍ରତିବନ୍ଧକରୁ ମୁକ୍ତି ମିଳିଛି । ଭାରତ ୩୩ଟି ରାଷ୍ଟ୍ର ମଧ୍ୟରେ ଅଛି, ଯାହାର ସମସ୍ତ ସମ୍ପୂର୍ଣ୍ଣ ଟିକାକୃତ ଯାତ୍ରୀଙ୍କୁ ଅନୁମତି ମିଳିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଅନୁମୋଦିତ ଟିକା ତାଲିକାରେ ଭାରତର ପ୍ରଭାବଶାଳୀ ଟିକା ହେଉଛି କୋଭିସିଲ୍ଡ ।

Anti body Cocktail
କରୋନା ଚିକିତ୍ସା ପାଇଁ ‘ଆଣ୍ଟିବଡି କକ୍‌ଟେଲ’, ଡୋଜ ପିଛା ୬୦ ହଜାର ଟଙ୍କା

ଦେଶର ଅଗ୍ରଣୀ ଫାର୍ମାସ୍ୟୁଟିକାଲ୍ କମ୍ପାନୀ ରୋଚେ ଇଣ୍ଡିଆ ଏବଂ ସିପ୍ଲା‌ ସୋମବାର ଭାରତରେ ରୋଚେର ଆଣ୍ଟିବଡି କକଟେଲ୍‌ ଆଣିବେ ବୋଲି ମିଳିତ ଭାବେ ଘୋଷଣା କରିଛନ୍ତି । ଏହାର ଡୋଜ ପିଛା ୫୯,୭୫୦ ଟଙ୍କା ରହିବ । ଏହା କୋଭିଡ-୧୯ରେ ଆକ୍ରାନ୍ତ ହୋଇଥିବା ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ବେଶ ଉପଯୋଗୀ ।

Sputnik v
ଦୂର ହେବ ଟିକା ସମସ୍ୟା, ଭାରତରେ ହେଲା ସ୍ପୁଟ୍‌ନିକ୍‌-ଭି ଉତ୍ପାଦନ

ନୂଆଦିଲ୍ଲୀ: ସାରା ବିଶ୍ୱ କରୋନା ଦାଉରେ ଛଟପଟ ହେଉଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍ ପଡ଼ିନି । ଭାରତରେ ଗତ କିଛି ଦିନ ହେବ ହାତ ଗଣତି କିଛି ରାଜ୍ୟରେ ସଂକ୍ରମଣ ହାର କମିଥିବା ବେଳେ ଅଧିକାଂଶ ରାଜ୍ୟରେ ଏବେ ବି ସଂକ୍ରମଣ ଶିଖର ଛୁଉଁଛି । ତେବେ ଏହାରି ଭିତରେ ଦେଶରେ ୧୯ କୋଟିରୁ ଅଧିକ ଲୋକଙ୍କୁ ଟିକାକରଣ ସରିଲାଣି । କିନ୍ତୁ କିଛି ରାଜ୍ୟରେ ଟିକା ଅଭାବ ହେତୁ ଟିକାକରଣ ପ୍ରକ୍ରିୟା ଧିମା […]

950611-vaccine
ଏଣିକି ଆଉ ଲୋଡ଼ା ନାହିଁ ଅନ୍‌ଲାଇନ୍‌ ରେଜିଷ୍ଟ୍ରେସନ, ସିଧାସଳଖ ଟିକାକରଣ

ନୂଆଦିଲ୍ଲୀ: କରୋନା ଟିକା ସମ୍ବନ୍ଧରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । ଏଣିକି ୧୮ ରୁ ୪୪ ବର୍ଷ ବ୍ୟକ୍ତି ବିନା ଅନଲାଇନ ରେଜିଷ୍ଟ୍ରେସନରେ ମଧ୍ୟ ନେଇପାରିବେ ଟିକା । ଲୋକମାନେ ଏବେ ଟୀକାକରଣ କେନ୍ଦ୍ରରେ ପଞ୍ଜୀକରଣ କରିପାରିବେ। ତେବେ ଏହି ସୁବିଧା ବର୍ତ୍ତମାନ କେବଳ ସରକାରୀ କେନ୍ଦ୍ରଗୁଡ଼ିକରେ ଉପଲବ୍ଧ ହେବ । ବେସରକାରୀ ଡାକ୍ତରଖାନାଗୁଡ଼ିକର କେନ୍ଦ୍ରଗୁଡ଼ିକରେ ଟିକା ନେବାକୁ ହେଲେ ଅନଲାଇନ୍ ରେଜିଷ୍ଟ୍ରେସନ୍ କରି ସ୍ଲଟ୍ ବୁକ୍ କରିବାକୁ ପଡିବ । […]