ଦେଶର ମଧ୍ୟବିତ୍ତ ମହିଳାଙ୍କ ପାଇଁ ୨୦୨୫ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଡ଼ ଘୋଷଣା କରିଛନ୍ତି l SHG ମହିଳାଙ୍କ ପାଇଁ ଗ୍ରାମୀଣ କ୍ରେଡିଟ କାର୍ଡ ପ୍ରଦାନ କରାଯିବ ବୋଲି କହିବା ସହ ୫୦ ବର୍ଷ ପାଇଁ ରାଜ୍ୟକୁ ସୁଧ ମୁକ୍ତ ଋଣ ଦିଆଯିବ ବୋଲି ବଜେଟ ଉପସ୍ଥାପନ ବେଳେ ସୂଚନା ଦେଇଛନ୍ତି ନିର୍ମଳା l
କ୍ରେଡିଟ୍ କାର୍ଡ ମାଧ୍ୟମରେ ଅନେକ ଠକେଇ ସାମ୍ନାକୁ ଆସିବା ପରେ ଲୋକଙ୍କ ମଧ୍ୟରେ ସଚେତନତା ବହୁତ ବୃଦ୍ଧି ପାଇଛି। ଏହାପରେ ମଧ୍ୟ ଅନେକ ଲୋକ କ୍ରମାଗତ ଭାବରେ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛନ୍ତି। ତେବେ କ୍ରେଡିଟ୍ କାର୍ଡ ଠକେଇକୁ କିପରି ଏଡାଯାଇପାରିବ ଆସନ୍ତୁ ସେ ବିଷୟରେ ଜାଣିବା।
ଆଇସିଆଇସିଆଇ ବ୍ୟାଙ୍କ କ୍ରେଡିଟ କାର୍ଡ ଅଧୀନରେ ତିନି ମାସରେ ୩୫ ହଜାର ଟଙ୍କା କିମ୍ବା ଅଧିକ ଖର୍ଚ୍ଚ କଲେ ଏୟାରପୋର୍ଟ ଲାଉଞ୍ଜ ଏକସେସ୍ ସୁବିଧା ପ୍ରଦାନ କରାଯିବ। ସେହିପରି ଆକ୍ସିସ୍ ବ୍ୟାଙ୍କ କ୍ରେଡିଟ୍ କାର୍ଡରେ ଗ୍ୟାସ, ବୀମା ଏବଂ ସୁନା କିଣଲେ ରିୱାର୍ଡ ପଏଣ୍ଟ ଦିଆଯିବ ନାହିଁ ।
କ୍ରେଡିଟ୍ କାର୍ଡ ମାଧ୍ୟମରେ ୮ କୋଟି ଠକେଇ ହୋଇଛି । ୫ ଜଣ ଠକଙ୍କୁ ବାନ୍ଧିଛି ସାଇବର ଥାନା ପୋଲିସ । ରାକେଶ କୁମାର ନାମକ ବ୍ୟକ୍ତି ଅଭିଯୋଗ କରିବା ପରେ ସାମ୍ନାକୁ ଆସିଲା ଏଭଳି ଠକେଇ ।
ବିଶ୍ୱାସରେ ବିଷ ମିଶାଇଲା ସାଙ୍ଗ । EMI ଟଙ୍କା ପାଇଁ ଚାଲିଗଲା ଜୀବନ ।
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ଅଧ୍ୟକ୍ଷ ତଥା ଏସିଆର ସବୁଠାରୁ ଧନୀ ଶିଳ୍ପପତି ମୁକେଶ ଅମ୍ବାନୀ କେବଳ ଆମ ଦେଶରେ ନୁହେଁ, ସମଗ୍ର ବିଶ୍ୱରେ ବେଶ୍ ପ୍ରସିଦ୍ଧ ଅର୍ଥାତ୍ ତାଙ୍କୁ ସମସ୍ତେ ଜାଣନ୍ତୁ । ହୁରୁନ୍ ଗ୍ଲୋବାଲ୍ ରିଚ୍ ତାଲିକା ଅନୁଯାୟୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ୍ ତଥା ଏମଡି ମୁକେଶ ଅମ୍ବାନୀ ହେଉଛନ୍ତି ଏକମାତ୍ର ଭାରତୀୟ ଯିଏକି ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ସାମିଲ ହୋଇଛନ୍ତି । ତେଣୁ ତାଙ୍କର ପ୍ରତ୍ୟେକ କଥା ବା ସାକ୍ଷାତ୍କାର ଭାଇରାଲ ହେବା ସ୍ୱାଭାବିକ ।
କେଉଁ କ୍ରେଡିଟ୍ କାର୍ଡ ଦେଖାଇଲେ ରେଳ ଷ୍ଟେସନରେ ମିଳିବ ମାଗଣା ଖାଇବା . . ଦେଖି ନିଅନ୍ତୁ ତାଲିକା
ଡେବିଟ/କ୍ରେଡିଟ କାର୍ଡ ବ୍ୟବହାର ମାତ୍ରେ ଟୋକନ ପାଇଁ ଗ୍ରାହକଙ୍କ ଅନୁମତି ମଗାଯିବ, ଅନୁମତି ମିଳିବା ପରେ କାର୍ଡ ନେଟଓ୍ୱର୍କ ସଂସ୍ଥାକୁ ଟୋକେନାଇଜେସନର ପ୍ରସ୍ତାବ ଯିବ
ଅନ୍ଲାଇନ୍ ପେମେଣ୍ଟ୍ (Online Payment) ଓ ଟ୍ରାଞ୍ଜାକ୍ସନ (Digital Transaction) ପାଇଁ ୟୁପିଆଇ (UPI) ବ୍ୟବହାର କରୁଥିବା ଲୋକମାନଙ୍କ ପାଇଁ ଖୁସି ଖବର। ଏଣିକି କ୍ରେଡିଟ୍ କାର୍ଡରୁ କରିପାରିବେ UPI ପେମେଣ୍ଟ।
ହାତରେ ଆଉ ମାତ୍ର କେଇଟା ଦିନ ବାକି। ବଦଳିବାକୁ ଯାଉଛି ଟଙ୍କା ପଇସା ସଂପର୍କୀତ ନିୟମ। ଏଣିକି ଆପଣଙ୍କୁ ନ ଜଣାଇ ଆପଣଙ୍କ ଆକାଉଣ୍ଟରୁ ଟଙ୍କା କେହି ନେଇ ପାରିବେ ନାହିଁ। ଜାଣନ୍ତୁ, କ’ଣ ସେହି ନିୟମ?
ସିଡ଼ିନୀ : ଅନେକ ସମୟରେ ଏମିତି କିଛି ଘଟଣା ସାମନାକୁ ଆସେ ଯାହା ଖୁବ୍ ଆଶ୍ଚର୍ଯ୍ୟଜନକ ମନେହୁଏ। ଆମକୁ ବିଶ୍ୱାସ ବି ହୁଏନି, ଏମିତି ଘଟଣା ଘଟିଥିବ ବୋଲି। ହେଲେ ସିଡ଼ିନୀରେ ଘଟିଥିବା ଏ ଘଟଣାଟି ପୁରା ସତ। ଜଣେ ୧୨ ବର୍ଷର ପିଲା ନିଜ ମା’ଙ୍କ ସହ ଝଗଡ଼ା କରି ଘରୁ ପଳାଇ ଯାଇଥିଲା। ଆଉ ତାପରେ ଯାହା କରିଛି, ତାହା ଜାଣିଲେ ଆପଣ ବିଶ୍ୱାସ କରିବେନି। ମିଳିଥିବା ସୂଚନା ଅନୁସାରେ, ସିଡ଼ିନୀରେ ରହୁଥିବା ଏହି […]