• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cremation

ଶବଦାହ ପାଇଁ କାଠ ଅଭାବ
Wood Shortage Crisis: ସୁନ୍ଦରଗଡ଼ ଓ ପୁରୀରେ କାଠ ସଂକଟ, ଶବଦାହ ପାଇଁ ବିକଳ୍ପ ଚୟନ ଜରୁରୀ

କେବଳ ସୁନ୍ଦରଗଡ ଜିଲ୍ଲା କାହିଁକି, ଅନେକ ସମୟରେ ଶବଦାହ ପାଇଁ କାଠ ଅଭାବର ଖବର ସାମ୍ନାକୁ ଆସୁଛି । ନିକଟରେ ପୁରୀ ସ୍ୱର୍ଗଦ୍ୱାରରେ ମଧ୍ୟ ଏଭଳି ସମସ୍ୟା ଦେଖାଦେବା କାରଣରୁ ଗୋବର ପ୍ରସ୍ତୁତ ଘସି ଦ୍ୱାରା ଦାହ ସଂସ୍କାର ଯୋଜନା କରାଯାଉଥିବା କଥା ପ୍ରାଣୀସମ୍ପଦ ମନ୍ତ୍ରୀ କହିଥିଲେ । ଏଭଳି କି କାଠର ଅଭାବ, ପରିବେଶ ସୁରକ୍ଷା ଏବଂ ପୁରୀ ସ୍ୱର୍ଗଦ୍ୱାରକୁ ଦୈନିକ ଶବ ସଂଖ୍ୟାରେ ବୃଦ୍ଧିକୁ ଦୃଷ୍ଟିରେ ରଖି ବୈଦ୍ୟୁତିକ ଚୁଲା ଭଳି ବିକଳ୍ପ ବ୍ୟବସ୍ଥା ବିଷୟରେ ଆଲୋଚନା ଚାଲିଥିବା ସ୍ଥାନୀୟ ଜିଲ୍ଲାପାଳ ଗଣମାଧ୍ୟକୁ ଜଣାଇଥିଲେ ।

ଅଧା ରହିଗଲା ଶବଦାହ
ଶ୍ମଶାନରେ ଶବ ଦାହ ଝମେଲା

ଭୁବନେଶ୍ବର ସତ୍ୟନଗର ମଶାଣିରେ ଢେର ସମୟ ଧରି ଚାଲିଥିଲା ଏ ପାଲା । ବଡ଼ କଥା ହେଲା- ଅନ୍ତିମ ସଂସ୍କାର ଅଧାରୁ ଯାହାଙ୍କ ଦରପୋଡ଼ା ଶବକୁ ପୋଲିସ୍ ଜବତ କରିଛି- ସେ ହେଲେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ପତ୍ନୀ ଅଶ୍ରୁକଣା ପ୍ରଧାନ, ବୟସ ୭୬ ।

ଅଧା ରହିଗଲା ଶବଦାହ
Controversy Over Secret Cremation of Woman's Body: ଶ୍ମଶାନରେ ଶବ ଦାହ ଝମେଲା, ମୃତ ଶାଶୁଙ୍କୁ ଆଣି ବୋହୁ ସଂସ୍କାର କଲା ବେଳେ ଅଟକାଇଲା ପୋଲିସ୍

ଭୁବନେଶ୍ବର ସତ୍ୟନଗର ମଶାଣିରେ ଢେର ସମୟ ଧରି ଚାଲିଥିଲା ଏ ପାଲା । ବଡ଼ କଥା ହେଲା- ଅନ୍ତିମ ସଂସ୍କାର ଅଧାରୁ ଯାହାଙ୍କ ଦରପୋଡ଼ା ଶବକୁ ପୋଲିସ୍ ଜବତ କରିଛି- ସେ ହେଲେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ପତ୍ନୀ ଅଶ୍ରୁକଣା ପ୍ରଧାନ, ବୟସ ୭୬ ।

Carried on trolley for cremation
କେବେ ଜାଗିବ ମଣିଷପଣିଆ ?

ଝିଅ ମାନେ ପରଜାତିରେ ବିବାହ ହେଲେ ବୋଲି ମୃତ୍ୟୁ ପରେ ମା’କୁ ମିଳିଲାନି ଚାରି କାନ୍ଧ। ଶେଷରେ ବୃଦ୍ଧା ମା’ର ମରଶରୀର ମଶାଣି ଯାଏଁ ଟ୍ରଲିରେ ବୁହା ହୋଇଗଲା। ଅଭିଯୋଗ ଆସିଛି, ସମ୍ବଲପୁର ଜିଲ୍ଲା କୁଚିଣ୍ଡାରୁ।

Cremation
କେବେ ଜାଗିବ ମଣିଷପଣିଆ ? ପରଜାତିରେ ବିବାହ କଲେ ଝିଅ; ମାଆକୁ ମିଳିଲାନି ଚାରି କାନ୍ଧ

ଗତକାଲି ଗୋମତୀଙ୍କ ମୃତ୍ୟୁ ପରେ ବି ତାଙ୍କୁ କାନ୍ଧ ଦେବାକୁ ସମାଜର ମୁରବି ମାନେ ବାରଣ କରିଥିବା ଅଭିଯୋଗ ହୋଇଛି।

Cremation
ପୁଅ ଯିବାର ୮ବର୍ଷ ପରେ ବି ଶ୍ମଶାନ ଛାଡ଼ୁନି ବାପା

ପୁଅ ଚାଲିଯିବାର ୮ ବର୍ଷ ହେଲାଣି, ହେଲେ ବାପାର ମନ ମାନୁନି। ପୁଅ ଯେଉଁଠି ପୋଡା ହୋଇଥିଲା ଆଜି ବି ସେଇଠି ବସି ପୁଅ ଫେରିବା ବାଟକୁ ଚାହିଁରହିଛି ବାପା..ଯେତେ ଡାକିଲେ ବି ଘରକୁ ଆସୁନାହାନ୍ତି, ବେଳେବେଳେ ପୁଅ ନାଁ ଧରି ଡାକୁଛନ୍ତି..

Tension erupted in Umerkote town of Nabarangpur district over cremation
ଶବ ସତ୍କାରକୁ ନେଇ ଉତ୍ତେଜନା

ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ମୃତଦେହ ପୋତାକୁ ବିରୋଧ କରି ଗତକାଲି ଦିନ ତମାମ ଏବଂ ବିଳମ୍ବିତ ରାତି ପର୍ଯ୍ୟନ୍ତ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଜୟପୁର-ରାଇଘର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ।

Cremation
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ହେଲା ଲତାଙ୍କ ଶେଷକୃତ୍ୟ: ତିନି ସେନାଙ୍କ ପକ୍ଷରୁ ମିଳିଲା ଗାର୍ଡ ଅଫ୍ ଅନର୍

ମୁମ୍ବାଇର ଶିବାଜୀ ପାର୍କରେ ଶୋକାକୂଳ ପରିବେଶରେ ଲତାଙ୍କୁ ବିଦାୟ ଦେଇଛି ଦେଶ। ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସଂପନ୍ନ ହୋଇଛି ଶେଷକୃତ୍ୟ। ପଞ୍ଚଭୂତରେ ଲୀନ ହୋଇଛି ସୁର ସାମ୍ରାଜ୍ଞୀଙ୍କ ପାର୍ଥିବ ଶରୀର। ଆଜିକୁ ୨୯ ଦିନ ଧରି ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ମେଲୋଡ଼ି କୁଇନ ସକାଳ ୮ଟା ୧୨ ମିନିଟରେ ଇହଲୀଳା ସମ୍ବରଣ କରିବା ପରେ ସ୍ତବ୍ଧ ହୋଇଯାଇଥିଲା ଦେଶ।

Cremation
କେହି ଶୁଣିଲେନି ମୁକ ବଧିର ଯୁବକଙ୍କ ନେହୁରା… ମାଲ୍ ବୁହା ଲୋରିରେ ୭ କିମି ଟାଣି ଟାଣି ନେଲେ ମାଆର ଶବ

ହୃଦୟ ବିଦାରକ ଦୃଶ୍ୟ। କେହି ବୁଝି ପାରିଲେନି ମୁକବଧିର ଯୁବକଙ୍କ ଅନୁରୋଧ। ଉପାୟଶୂନ୍ୟ ହୋଇ, ନିଜ ମୃତ ମାଆର ଶବକୁ ଏକ ମାଲ୍ ବୁହା କାଠ ଲୋରିରେ ପକେଇ, ଦୀର୍ଘ ୭ କିଲୋମିଟର ଟାଣିଟାଣି ନେଲେ ସତ୍କାର ପାଇଁ। ଏହି ହୃଦୟ ବିଦାରକ ଦୃଶ୍ୟ ସୋସିଆଲ୍ ମିଡିଆକୁ ଆସିବା ପରେ ପୂରା ଘଟଣା ବିଷୟରେ ଜଣାପଡ଼ିଥିଲା।

cds
ଆଜି ପଞ୍ଚଭୂତରେ ବିଲୀନ ହେବେ ଜେନେରାଲ ବିପିନ ରାଓ୍ୱତ

ଆଜି CDS ଜେନେରାଲ ବିପିନ ରାଓ୍ୱତଙ୍କ ଶେଷକୃତ୍ୟ । ସହିଦ ରାଓ୍ୱତଙ୍କ ସମେତ ଅନ୍ୟ ସହିଦ ଯବାନମାନଙ୍କର ମଧ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହେବ ।