ଏହି ମ୍ୟାଚ୍ ଉଭୟ ଦଳ ପାଇଁ ବେଶ୍ ଗୁରୁତ୍ୱବହନ କରୁଛି । ଏହି ସିରିଜ ଜିତି ବିଶ୍ୱକପରେ ଫେଭରାଇଟ୍ ଟିମ ଭାବେ ଟିମ ଇଣ୍ଡିଆ ପଡିଆକୁ ଓହ୍ଲାଇବାର ଲକ୍ଷ ରଖିଛି ।
ବର୍ତ୍ତମାନ ଭାରତ ଅତି ସହଜରେ ଏସିଆ କପ୍ ଟାଇଟଲ୍ ଜିତିଥିବାରୁ ଏଥର ବିଶ୍ୱକପ୍ ଟାଇଟଲ୍ ଜିତିବା ପାଇଁ ଭାରତୀୟ ଟିମ୍ ମୁଖ୍ୟ ଦାବିଦାର ହେବା ଆଶା ଆହୁରି ବଢିଯାଇିଛି। ଏହି କଳ୍ପନା ଜଳ୍ପନା ଭିତରେ ଆସନ୍ତୁ କ୍ରିକେଟ୍ ବିଶ୍ୱକପ୍କୁ ନେଇ ଏହାର ଇସିହାସ ଜାଣିନେବା।
୧୭୪ ବଲ୍ରେ ଅପରାଜିତ ୩୬ ରନ୍, ତାହା ପୁଣି ଦିିନିକିଆ କ୍ରିକେଟ୍ ବିଶ୍ୱକପ୍ରେ। ଆଜିର ଆକ୍ରମଣାତ୍ମକ କ୍ରିକେଟ୍ରେ ନୂଆ ପିଢ଼ି ପାଇଁ ଏହା ବିଶ୍ୱାସଯୋଗ୍ୟ ନ ହେଲେ ବି କଥାଟି ସତ। ବିଶ୍ୱକପ୍ ଇତିହାସର ଏହା ସବୁଠାରୁ ଧୀମା ଇନିଂସ୍। କିମ୍ବଦନ୍ତୀ ବ୍ୟାଟର୍ ସୁନୀଲ ଗାଭାସ୍କରଙ୍କ ଉଲ୍ଲେଖନୀୟ କ୍ୟାରିଅର୍ ସହ ଯୋଡ଼ି ହୋଇରହିଛି ଏହି ଅଲୋଡ଼ା କୀର୍ତ୍ତି।
ପ୍ରଥମ ୨ଟି ODIରେ ଅଧିନାୟକ ଦାୟିତ୍ୱ ତୁଲାଇବେ କେ ଏଲ୍ ରାହୁଲ୍ ଓ ଉପଅଧିନାୟକ ରହିବେ ରହିବନ୍ଦ୍ର ଜାଡେଜା ।
ପୂର୍ବରୁ ଆଜି ଟସ ଜିତି ପ୍ରଥମେ ଟିମ ଇଣ୍ଡିଆ ବ୍ୟାଟିଂ କରିଥିଲା। ଓପନର ସୁବମନ ଗିଲଙ୍କ ସହ କ୍ୟାପଟେନ ରୋହିତ ଶର୍ମା ୮୦ ରନର ଭାଗିଦାରୀ କରିଥିଲେ।
ହଜାର ହଜାର ଦର୍ଶକଙ୍କ ଉପସ୍ଥିତିରେ ଷ୍ଟାଡିୟମରେ ବାଜିଲା 'ରାମ ସିୟା ରାମ' ଗୀତ ।
ଜିମ୍ବାୱେର କିମ୍ବଦନ୍ତୀ କ୍ରିକେଟର ହିଥ ଷ୍ଟ୍ରିକ ଜୀବିତ ରହିଛନ୍ତି। ସେ ନିଜେ ତାଙ୍କ ମୃତ୍ୟୁ ଖବରକୁ ଖଣ୍ଡନ କରିନ୍ତି।
ପାକିସ୍ତାନ, ବାଂଲାଦେଶ ଓ ନେପାଳ ଏସିଆ କପ୍ ପାଇଁ ନିଜ ଦଳ ଘୋଷଣା କରିସାରିଥିବା ବେଳେ ଭାରତ ଓ ଶ୍ରୀଲଙ୍କା ଏବେଯାଏଁ ଦଳ ଘୋଷଣା କରିନାହାନ୍ତି ।
ରିଷବଙ୍କ ଫ୍ୟାନ୍ମାନେ ତାଙ୍କୁ ଖୁବ୍ ଶୀଘ୍ର ଆନ୍ତର୍ଜାତୀୟ ମଇଦାନରେ ଦେଖିବେ ବୋଲି ଆଶା ବାନ୍ଧି ବସିଛନ୍ତି ।
ବର୍ଷା ଯୋଗୁଁ ଦ୍ୱିତୀୟ ମ୍ୟାଚ୍ ପ୍ରଭାବିତ ହୋଇଥିବା ବେଳେ ଏହା ଡ୍ରରେ ଶେଷ ହୋଇଛି।
ୱେଷ୍ଟଇଣ୍ଡିଜ୍ ବିପକ୍ଷ ପୋର୍ଟଅଫ୍ ସ୍ପେନ ଟେଷ୍ଟରେ ଶକତ ହାସଲ । ଟେଷ୍ଟରେ ୨୯ ଶତକ ସହ ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ।
ରବିଚନ୍ଦ୍ରନ ଅଶ୍ୱିନୀ ଓ ରବୀନ୍ଦ୍ର ଜାଡେଜାଙ୍କ ବୋଲିଂ ଆଗରେ ବେଶି ସମୟ ତିଷ୍ଠି ପାରି ନ ଥିଲା ଘରୋଇ ଦଳ।
ଏବେ ସୁଦ୍ଧା ଭାରତୀୟ ଦଳ ୧୬୨ ରନ୍ରେ ଆଗୁଆ ରହିଛି ।
ୱେଷ୍ଟଇଣ୍ଡିଜ୍ ଓ ଭାରତ ମଧ୍ୟରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟର ପ୍ରଥମ ଦିନରେ ଟିମ୍ ଇଣ୍ଡିଆର ଦବଦବା ରହିଛି । ଘରୋଇ ଦଳ ୱେଷ୍ଟଇଣ୍ଡିଜ୍ ପ୍ରଥମ ଇନିଂସରେ ମାତ୍ର ୧୫୦ ରନରେ ଅଲଆଉଟ୍ ହୋଇଯାଇଛି ।
ଚେତେଶ୍ୱର ପୂଜାରାଙ୍କୁ ବାଦ ଦିଆଯାଇ ଜଶୱାଲ ଓ ରୁତୁରାଜ ଗାଏକୱାଡଙ୍କୁ ଦଳରେ ସାମିଲ କରାଯାଇଛି ।
ବିଶ୍ୱକପ୍ ଖେଳିବାକୁ ଭାରତ ଆସିବ ତ ପାକିସ୍ତାନ କ୍ରିକେଟ୍ ଟିମ୍ ?
ବିସିସିଆଇ ପକ୍ଷରୁ ଘୋଷିତ ତାଲିକାରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି।
ଅକ୍ଟୋବର ୫ରୁ ବିଶ୍ବକପ୍ କ୍ରିକେଟ ଆରମ୍ଭ ହେବ ।
ଏବେ ଫ୍ୟାନ୍ସଙ୍କ କ୍ରେଜ୍ ନୁହେଁ, ବରଂ ବିରାଟ ତାଙ୍କ ସମ୍ପତ୍ତିକୁ ନେଇ ଚର୍ଚ୍ଚାରେ...
ସେ ଇନିଂସର ଶେଷ ଓଭରର ଶେଷ ବଲ୍ରେ ୧୮ ରନ ଖର୍ଚ୍ଚ କରି ଲଜ୍ଜାଜନକ ରେକର୍ଡର ଅଧିକାରୀ ହୋଇଛି।
ଏକ ରିଆକ୍ଟିଭ୍ ପୋଷ୍ଟ କରି ବିରାଟ ପୁଣି ଚର୍ଚ୍ଚାରେ । ଏହି ପୋଷ୍ଟରେ ସେ ତାଙ୍କ ସମାଲୋଚକଙ୍କୁ ମୁହଁତୋଡ଼ ଜବାବ ଦେଇଛନ୍ତି ।
ସେ ବିସିସିଆଇ ମେଡିକାଲ ପ୍ୟାନେଲର ସଦସ୍ୟ ଥିବା ବିଶିଷ୍ଟ ସ୍ପୋର୍ଟସ୍ ଅର୍ଥୋପେଡିକ୍ ସର୍ଜନ ଡାକ୍ତର ଦିନଶା ପାର୍ଦିୱାଲାଙ୍କ ସହ ପରାମର୍ଶ କରିଥିଲେ ।
କାହାର ପଲ୍ଲା ଭାରି ରହିବ, ଖେଳ ଶେଷ ପର୍ଯ୍ୟନ୍ତ କହିବା ମୁସ୍କିଲ।
ଗୁଜରାଟ ଟାଇଟନ୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।
କ୍ୱାଲିଫାୟାର ୱାନ୍ରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ।