କ୍ୱାଲିଫାୟାର ୱାନ୍ରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ।
ରିଙ୍କୁ ସିଂଙ୍କୁ ନେଇ ଏବେ କ୍ରିକେଟ୍ ମହଲରେ ଚର୍ଚ୍ଚା । କୋଲକାତା ନାଇଟ ରାଇଡର୍ସ ପାଇଁ ଜଣେ ପାୱାର ହିଟର୍ ଏବଂ ଫିନିସର୍ର ଭୂମିକା ତୁଲାଉଛନ୍ତି ବାମହାତୀ ବ୍ୟାଟ୍ସମ୍ୟାନ୍ ରିଙ୍କୁ ସିଂ ।
ସିରାଜ ହାଇଦ୍ରାବାଦ୍ରେ ନିଜର ଏକ ନୂଆ ଘର କିଣିଥିବା ବେଳେ ଟିମ୍ ସଦସ୍ୟମାନଙ୍କୁ ରାତ୍ର ଭୋଜନ ପାଇଁ ନିଜ ଘରକୁ ନିମନ୍ତ୍ରଣ କରିଥଲେ।
ମୁମ୍ବାଇର ବିଜୟ ଅଭିଯାନରେ ରୋକ୍ ଲଗାଇଛନ୍ତି ମୋହଜିନ୍ ଖାନ୍ । ମ୍ୟାଚ୍ର ଶେଷରେ ଭାବବିହ୍ଵଳ ହେଲେ ଗତକାଲି ମ୍ୟାଚ୍ର ଷ୍ଟାର୍ ତାରକା ମୋହଜିନ୍ ଖାନ୍, କହିଲେ..ଏହି ମ୍ୟାଚ୍ ମୋ ବାପାଙ୍କୁ ସମର୍ପିତ ।
ଆଇପିଏଲ୍ର ଚଳିତ ସଂସ୍କରଣରେ ୧୨ଟି ମ୍ୟାଚ୍ରୁ ୮ଟିରେ ପରାଜୟ ପରେ ପ୍ଲେ ଅଫ୍ରୁ ବାଦ ପଡ଼ିଛି ଦିଲ୍ଲୀ କ୍ୟାପିଟାଲ୍ସ ।
ଚଳିତବର୍ଷ ସେପ୍ଟେମ୍ବରରେ ଏସିଆ କପ୍ ହେବାକୁ ଥିବା ବେଳେ ଅକ୍ଟେବର-ନଭେମ୍ବରରେ ଭାରତରେ ଦିନିକିଆ ବିଶ୍ୱକପ୍ ଖେଳାଯିବ । ଏଥିରୁ ବାଦ ପଡ଼ିଲେ ୱିକେଟ୍ କିପର୍ ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ।
ସେ କ୍ରିକେଟ୍ର ଭଗବାନ । କିମ୍ବଦନ୍ତୀ କ୍ରିକେଟର ଏବଂ ଭାରତୀୟ କ୍ରିକେଟର କୋହିନୁର। ବିଶ୍ବର ବଡ଼ ବଡ଼ ଦୁର୍ଦ୍ଦଷ ବୋଲରଙ୍କ ନିଦ ହଜାଇଛନ୍ତି, କୋଟି କୋଟି ଫ୍ୟାନ୍ସଙ୍କ ମୁହଁରେ ହସ ଭରିଛନ୍ତି । କ୍ରିକେଟ ତାଙ୍କ ପାଇଁ ଜୀବନ । ସତେ ଯେମିତି କ୍ରିକେଟ ପାଇଁ ହିଁ ତାଙ୍କର ଜନ୍ମ ।
ପୁଣିଥରେ ଫ୍ୟାନ୍ସଙ୍କୁ ନିରାଶ କରିଛନ୍ତି ଧୋନି । ଧୋନିଙ୍କ ମନ୍ତବ୍ୟରେ ଭାବପ୍ରବଣ ହୋଇଉଠିଲେ ଫ୍ୟାନ୍ସ । ନିଜର ଅବସର ନେଇ ଦେଲେ ଇସାରା ।
ସିରାଜ BCCIକୁ ଦେଇଥିବା ସୂଚନାନୁଯାୟୀ ଜଣେ ବ୍ୟକ୍ତି ତାଙ୍କୁ ହ୍ୱାଟ୍ସଆପ୍ରେ ମେସେଜ୍ କରି ଟିମ୍ର ଭିତିରି କଥା ବିଷୟରେ ଜାଣିବାକୁ ଚେଷ୍ଟା କରୁଥିଲେ।
ଚର୍ଚ୍ଚାରେ ସୌରଭ ଗାଙ୍ଗୁଲି ଓ ବିରାଟ କୋହଲି ବିବାଦ । ପରସ୍ପରକୁ ଆଡ଼ ଆଖିରେ ଚାହୁଁନାହାନ୍ତି ଦୁଇ ପୂର୍ବତନ କ୍ୟାପଟେନ୍ । ସୋସିଆଲ ମିଡିଆରେ ବି ସ୍ପଷ୍ଟ ହୋଇଗଲା- ଚରମ ସ୍ଥିତିରେ ତିକ୍ତତା ।
ଭାରତର ବିସ୍ଫୋରକ ବ୍ୟାଟର୍ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏବେ ପୁଣି ଚର୍ଚ୍ଚା। ଏକଦା ନିଜ ବ୍ୟାଟିଂ ପାଇଁ ଅଜସ୍ର ପ୍ରଶଂସା ସାଉଁଟିଥିବା ସୂର୍ଯ୍ୟ ଆଜି କ୍ରମାଗତ ବିଫଳତା ପାଇଁ ସମାଲୋଚନାର ଶରବ୍ୟ ହୋଇଛନ୍ତି। ନିଜ ଚମକ ହରାଉଛନ୍ତି ମିଷ୍ଟର ୩୬୦।
ଯୁବପିଢ଼ିଙ୍କ ଭବିଷ୍ୟତ ପାଇଁ ବିପଦ ହେବା ସହ ଏହା ଦେଶ ପାଇଁ ମଧ୍ୟ ବିପଦ ।
ମହେନ୍ଦ୍ର ସିଂହ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଛି ବଡ଼ ଝଟକା । ଆଜି ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍ ପୂର୍ବରୁ ଦଳ ପାଇଁ ଆସିଛି ଖରାପ ଖବର ।
ସେ ପଡିଆ ହେଉ କି ଷ୍ଟେଜ୍ କିଙ୍ଗ୍ ଖାନ୍ଙ୍କ ଷ୍ଟାଇଲ୍ ସମସ୍ତଙ୍କୁ ଫିଦା କରିଦେଉଥିବା ଦେଖାଯାଏ। ସେମିତି ଏକ ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି। ଏହି ଭିଡିଓରେ ଦେଖିବାକୁ ମିଳିଛି ବିରାଟ୍ କୋହଲିଙ୍କ ପ୍ରତି ଶାହରୁଖଙ୍କ ଅନାବିଳ ପ୍ରେମ।
"ଯଦି ରିଷଭ ପନ୍ତ ସୁସ୍ଥ ଅନୁଭବ କରନ୍ତି ଓ ଦିଲ୍ଲୀ କ୍ୟାପିଟାଲ୍ସ ଅନୁମତି ପ୍ରଦାନ କରେ ତେବେ ଆମେ ତାଙ୍କୁ ପଡ଼ିଆକୁ ସ୍ୱାଗତ କରିବାକୁ ପ୍ରସ୍ତୁତ । ଆମେ ତାଙ୍କର ସମସ୍ତ ପ୍ରକାର ଦାୟିତ୍ୱ ନେବୁ । ତାଙ୍କୁ ଘର ଆଣିବା ଠାରୁ ପୁଣି ଘରେ ଛାଡ଼ିବା ପର୍ଯ୍ୟନ୍ତ ସମସ୍ତ ବ୍ୟବସ୍ଥା କରିବୁ ।" ଏହା କହିଛନ୍ତି DDCA ନିର୍ଦ୍ଦେଶକ ।
ଚର୍ଚ୍ଚାରେ ଜମ୍ମୁ ଏକ୍ସପ୍ରେସ ଉମ୍ରାନ୍ ମଲ୍ଲିକ । ଧରାଶାୟୀ ହେଲେ ପାଡିକଲ୍। ଭାବିବାକୁ ସମୟ ମଧ୍ୟ ଦେଲେନି ଯେ ସେ ଫ୍ରଣ୍ଟଫୁଟ୍ରେ ଖେଳିବେ ନା ବ୍ୟାକ୍ ଫୁଟ୍ରେ ଖେଳିବେ ।
ଭୁଲ୍ ନିଷ୍ପତ୍ତି ଯୋଗୁଁ ଚାଲିଗଲା ଅମ୍ପାୟାରଙ୍କ ଜୀବନ । ଏଭଳି କିଛି ଅଭାବନୀୟ ଘଟଣା କଟକ ଚୌଦ୍ୱାରରେ ଦେଖିବାକୁ ମିଳିଛି ।
ଇଣ୍ଡିଆନ୍ ପ୍ରିମିଅର୍ ଲିଗ୍ର ୧୬ତମ ସଂସ୍କରଣରେ କିଏ ଜିତିବ ମୁକୁଟ? ଏହାକୁ ନେଇ ଏବେ କ୍ରିକେଟ୍ ମହଲରେ ଚର୍ଚ୍ଚା । ଗୁଜରାଟ ଟାଇଟନ୍ସର ମୁକୁଟ ବଜାୟ ରଖିପାରିବେ କି ହାର୍ଦ୍ଦିକ ପାଣ୍ଡ୍ୟା? ପାଞ୍ଚ ଥର ଚାମ୍ପିଅନ୍ ମୁମ୍ବାଇ ଇଣ୍ଡିଆନ୍ସ ଓ ଚାରି ଥର ଚାମ୍ପିଅନ୍ ଚେନ୍ନାଇ ସୁପର୍ କିଙ୍ଗ୍ସକୁ ମିଳିପାରିବ କି ସଫଳତା? ନା ଟୁର୍ଣ୍ଣାମେଣ୍ଟକୁ ଏଥର ମିଳିବ ନୂଆ ଚାମ୍ପିଅନ୍?
ଗତକାଲି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ଆରମ୍ଭ ହୋଇଯାଇଛି ଆଇପିଏଲ୍ ୨୦୨୩ ମହାସମର । ଏହି ସମୟରେ ବଲିଉଡ୍ ଗାୟକ ଅରିଜିତ ସିଂ ଧୋନୀଙ୍କ ପାଦ ଛୁଇଁ ପ୍ରଣାମ କରୁଥିବାର ଦେଖିବାକୁ ମିଳିଥିଲା । ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
କୋହଲିଙ୍କ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ । ଇନ୍ଷ୍ଟାଗ୍ରାମ ହେଉ ବା ଅନ୍ୟ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ସବୁଥିରେ କୋହଲି ବେଶ୍ ସକ୍ରିୟ ରହିଥାନ୍ତି । ବର୍ତ୍ତମାନ ସେ ନିଜ ଦଶମ ଶ୍ରେଣୀ ମାର୍କସିଟ୍କୁ ସେୟାର କରିଛନ୍ତି ।
ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ରେ ଟିମ୍ ଇଣ୍ଡିଆର ପରାଜୟକୁ ନେଇ ଏବେ ଖୁବ ଚର୍ଚ୍ଚା। ଏହା ସହିତ ଟିମ୍ର ୨୦୨୩ ଦିନିକିଆ ବିଶ୍ୱକପ୍ ପ୍ରସ୍ତୁତି ଉପରେ ଲାଗିଯାଇଛି ପ୍ରଶ୍ନଚିହ୍ନ। ତେବେ କାହିଁକି ହାରିଲା ରୋହିତ ସେନା? କେଉଁଠି ରହିଲା ସମସ୍ୟା?
ବିରାଟ କୋହଲି ନିଜ କ୍ରିକେଟ୍ କ୍ୟାରିୟର ଆରମ୍ଭରୁ ହିଁ ୧୮ ନଂ ଜର୍ସିରେ ଖେଳି ଆସୁଛନ୍ତି । ୨୦୦୮ U-19 ବିଶ୍ୱକପ୍ରେ ଅଧିନାୟକ ଥିଲା ବେଳୁ ହିଁ ସେ ୧୮ ନଂ ଜର୍ସି ପିନ୍ଧି ଆସୁଛନ୍ତି । ତେବେ ଏହି ୧୮ ନଂ ପଛରେ ରହିଛି ଏକ ଭାବପୂର୍ଣ୍ଣ କାହାଣୀ । ଆସନ୍ତୁ ଜାଣିବା..
୨୦୨୩ ସେପ୍ଟେମ୍ବର ପାକିସ୍ତାନରେ ଏସିଆ କପ୍ର ଆୟୋଜନ କରୁଛି । କିନ୍ତୁ ଭାରତ ନିଜ ମ୍ୟାଚ୍ ଗୁଡ଼ିକୁ ଅନ୍ୟ ଦେଶରେ ଖେଳିବ।
ଆଫ୍ରିଦି କହିଛନ୍ତି ଯେ, 'BCCI ଭଳି ଶକ୍ତିଶାଳୀ ବୋର୍ଡ ଶତ୍ରୁତା ଉପରେ ନୁହଁ ବରଂ ବନ୍ଧୁତା ଉପରେ ଧ୍ୟାନ ଦେବା ଉଚିତ୍' ।
ଆଇପିଏଲର ସମସ୍ତ ସଂସ୍କରଣରେ ଜଣେ ସଫଳତମ ବୋଲର୍ଙ୍କ ମଧ୍ୟରେ ଜଣେ ହେଉଛନ୍ତି ସୁନିଲ ନାରିନ୍ । ଏବେ ସେ ଏକ ମ୍ୟାଚ୍ରେ ଏଭଳି ଏକ ଚମତ୍କାର କରିଛନ୍ତି, ଯାହା କ୍ରିକେଟ୍ ଇତିହାସରେ ପ୍ରଥମ ।