ଭାରତୀୟ ଟିମ ସିରିଜରେ ୨-୧ରେ ଆଗୁଆ ରହିଛି, ମାତ୍ର ତୃତୀୟ ଟେଷ୍ଟରେ ୯ ୱିକେଟରେ ପରାଜୟ ପରେ ଶେଷ ମୁକାବିଲାରେ ଲଢେଇ ଜୋରଦାର ହେବାନେଇ ଅନୁମାନ କରାଯାଉଛି ।
୨୦୨୦ ଜୁନ୍ ମାସରେ ଚୀନ ଭାରତ ସୀମାରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଥିଲା । ଆଉ ସେଥିପାଇଁ LACରେ ଉଭୟ ଦେଶର ସୈନିକମାନେ ମୁହାଁମୁହିଁ ହୋଇଥିଲେ ।
ଚେତନ ତାଙ୍କ ଇସ୍ତଫା ପତ୍ରକୁ BCCI ସମ୍ପାଦକ ଜୟ ଶାହାଙ୍କ ନିକଟକୁ ପଠାଇଥିବା ଜଣାପଡ଼ିଛି । ଏକ ଭାଇରାଲ ଭିଡିଓ ପାଇଁ ବିବାଦକୁ ଆସିଥିଲେ ଚେତନ ଶର୍ମା ।
ସୋସିଆଲ୍ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ଏହା ଦେଖିବାକୁ ମିଳେ ଯେ ଜଣେ ଝିଅ ବ୍ୟାଟ୍ ଧରି ଚମତ୍କାର ସଟ୍ ମାରୁଛନ୍ତି। ଏହି ଭିଡିଓକୁ କ୍ରିକେଟରର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଶେୟାର କରିଛନ୍ତି।
ବିଶ୍ୱରେ ସେ ଏହି ବର୍ଗରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ।
ଫାଇନାଲରେ ଭାରତ, ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ସେମିଫାଇନାଲର ବିଜେତାଙ୍କୁ ଭେଟିବ ।
ବିରାଟ୍ କୋହଲି ଲଗାତର ତିନି ବର୍ଷ ହେବ ଫର୍ମରେ ନଥିଲେ । ତାଙ୍କ ବ୍ୟାଟ୍ ବହୁତ କଷ୍ଟରେ ଚାଲୁଥିଲା । ରନ୍ ମେସିନ ବିରାଟ, ଯେମିତିକି ପୁରା ଧିମା ପଡ଼ିଯାଇଥିଲା ।
T20 ଏସିଆ କପ୍ ବେଳେ ଆଫ୍ଗାନିସ୍ତାନ ବିପକ୍ଷରେ ସେ ୭୧ ତମ ଶତକ ହାସଲ କରିଥିଲେ ।
ଶେଷ ପର୍ଯ୍ୟନ୍ତ କ୍ରିଜରେ ରହି ସେ ୭୮ ବଲରୁ ଧୂଆଁଧାର ୧୪୦ରନ୍ କରିଥିଲେ। ତେବେ ତାହା ଦଳକୁ ବିଜୟୀ କରିପାରିନଥିଲା।
ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଭାରତରେ ଦିନିକିଆ ବିଶ୍ୱକପ୍ ହେବାକୁ ଯାଉଛି। ୨୦୧୧ ବିଶ୍ୱକପ୍ ଫାଇନାଲ୍ରେ ମହେନ୍ଦ୍ର ସିଂହ ଧୋନିଙ୍କ ଟିମ୍ର ବିଜୟର ୧୨ ବର୍ଷ ପରେ ଟିମ୍ ଇଣ୍ଡିଆ ପୁନର୍ବାର ଘରେ ବିଶ୍ୱକପ୍ ମୁକୁଟ ଜିତିପାରିବ କି - ଏହାକୁ ନେଇ କ୍ରିକେଟ୍ ମହଲରେ ଏବେଠୁ ଚର୍ଚ୍ଚା।
ରାଜଶ୍ରୀଙ୍କ ଗାଡ଼ି ଡିକିରୁ ଏକ ଚିଠି ମିଳିଛି। ଯାହାକି ମୃତ୍ୟୁ ରହସ୍ୟ ଖୋଲିପାରେ। ରାଜଶ୍ରୀଙ୍କ ଗାଡ଼ି ଡିକିରୁ ମିଳିଥିବା ଚିଠିକୁ ନେଇ ପୋଲିସ ଛାନ୍ଭିନ୍ ଜାରି ରଖିଛି।
ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ମୃତ୍ୟୁକୁ ନେଇ ସସ୍ପେନ୍ସ। ରାଜଶ୍ରୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ଅଭିଯୋଗ କରିଛନ୍ତି।
୧୧ ତାରିଖରୁ ନିଖୋଜ ହୋଇଥିବା ନେଇ ଏତଲା କଲେ କୋଚ୍
ମାତ୍ର ୫୧ଟି ବଲ ଖେଳି ୯ଟି ଛକା ସହାୟତାରେ ୧୧୨ ରନ କରି କ୍ରିଜରେ ଅପରାଜିତ ରହିଥିଲେ।
ଜାତୀୟ କ୍ରିକେଟ ଏକାଡେମୀ ବୁମରାଙ୍କୁ ଫିଟ୍ ଘୋଷଣା କରିବା ପରେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସ୍କ୍ୱାଡରେ ତାଙ୍କୁ ସାମିଲ କରାଯାଇଛି ।
ନୂଆ ବର୍ଷରେ ଛୁଟି କାଟିବା ପାଇଁ ଉଭୟ ଏବେ ଦୁବାଇରେ ସମୟ ବିତାଉଛନ୍ତି ।
ସଡ଼କ ଦୁର୍ଘଟଣାରେ କ୍ରିକେଟର ଋଷଭ୍ ପନ୍ତ ଗୁରୁତର ଆହତ ହୋଇଛନ୍ତି। ଦିଲ୍ଲୀରୁ ରୁର୍କୀ କାର୍ରେ ଫେରିଲା ବେଳେ ସେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।
୨୦୨୨ ସରିବାକୁ ମାତ୍ର ଆଉ କେଇଟା ଦିନ ବାକି ରହିଲା । ଏହିବର୍ଷ ଅନେକ କିର୍ତ୍ତୀମାନ ସ୍ଥାପନ କରିଛି ଭାରତୀୟ କ୍ରିକେଟ୍ ଟିମ୍ । ଦର୍ଶକଙ୍କ ମନ ଜିତିବା ପାଇଁ ଫିଲ୍ଡରେ ଜୋର୍ ଲଗାଇଛନ୍ତି ଖେଳାଳି । ଉଭୟ ବୋଲିଂ ଓ ବ୍ୟାଟିଂରେ ଜଲୱା ଦେଖାଇଛନ୍ତି ଟିମ୍ ଇଣ୍ତିଆର ପ୍ରତ୍ୟେକ ଖେଳାଳି ।
ପୁଣି ଜଣେ ଭାରତୀୟ କ୍ରିକେଟର୍ଙ୍କ ଦିନିକିଆ ମ୍ୟାଚ୍ରେ ଦ୍ୱିଶତକ ।
ଆଜି ଯଶପ୍ରୀତ ବୁମ୍ରା ଜଣେ ସଫଳ ବୋଲର୍। ହେଲେ ଏ ସ୍ଥାନରେ ପହଞ୍ଚିବା ନେଇ ତାଙ୍କୁ କମ ସଂଘର୍ଷ କରିବାକୁ ପଡିନି। ଆସନ୍ତୁ ଆଜି ତାଙ୍କ ଜନ୍ମଦିନରେ ତାଙ୍କ ସହ ଜଡିତ ସଂଘର୍ଷର କାହାଣୀ ଉପରେ ନଜର ପକେଇ ନେବା।
ବାଂଲାଦେଶ ଗସ୍ତରେ ଥିବା ଟିମ ଇଣ୍ଡିଆକୁ ଡବଲ ଝଟକା । ପ୍ରଥମ ଦିନିକିଆରେ ବାଂଲାବାହିନୀ ଠାରୁ ହାରିବା ପରେ ଭାରତୀୟ ଟିମକୁ ଗଣିବାକୁ ପଡିଛି ଜରିମାନା। ରବିବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଦିନିକିଆରେ ଧୀମା ବୋଲିଂ ପାଇଁ ICC ଭାରତୀୟ ଖେଳାଳିଙ୍କ ୮୦ ପ୍ରତିଶତ ମ୍ୟାଚ୍ ଫି କାଟ୍ କରିଛି।
ଗୋଟିଏ ଓଭରରେ ୬ ଛକା ମାରିବା କଥା ଆପଣ ଦେଖିଥିବେ। ହେଲେ ଜଣେ ବ୍ୟାଟର କେମିତି ୬ଟି ବଲରେ ୭ଟି ଛକା ମାରିଲେ ବୋଲି ଆପଣ ଭାବୁଥିବେ। ହେଲେ ଏମିତି ଅସମ୍ଭବକୁ ସମ୍ଭବ କରି ଦେଖାଇଛନ୍ତି ଭାରତୀୟ ବ୍ୟାଟର ଋତୁରାଜ ଗାଏକ୍ୱାଡ।
ଟି-ଟ୍ୱେଣ୍ଟି ସିରିଜ୍ର ବଦଲା ନେବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ ।