ସଡ଼କ ଦୁର୍ଘଟଣାରେ କ୍ରିକେଟର ଋଷଭ୍ ପନ୍ତ ଗୁରୁତର ଆହତ ହୋଇଛନ୍ତି। ଦିଲ୍ଲୀରୁ ରୁର୍କୀ କାର୍ରେ ଫେରିଲା ବେଳେ ସେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।
୨୦୨୨ ସରିବାକୁ ମାତ୍ର ଆଉ କେଇଟା ଦିନ ବାକି ରହିଲା । ଏହିବର୍ଷ ଅନେକ କିର୍ତ୍ତୀମାନ ସ୍ଥାପନ କରିଛି ଭାରତୀୟ କ୍ରିକେଟ୍ ଟିମ୍ । ଦର୍ଶକଙ୍କ ମନ ଜିତିବା ପାଇଁ ଫିଲ୍ଡରେ ଜୋର୍ ଲଗାଇଛନ୍ତି ଖେଳାଳି । ଉଭୟ ବୋଲିଂ ଓ ବ୍ୟାଟିଂରେ ଜଲୱା ଦେଖାଇଛନ୍ତି ଟିମ୍ ଇଣ୍ତିଆର ପ୍ରତ୍ୟେକ ଖେଳାଳି ।
ପୁଣି ଜଣେ ଭାରତୀୟ କ୍ରିକେଟର୍ଙ୍କ ଦିନିକିଆ ମ୍ୟାଚ୍ରେ ଦ୍ୱିଶତକ ।
ଆଜି ଯଶପ୍ରୀତ ବୁମ୍ରା ଜଣେ ସଫଳ ବୋଲର୍। ହେଲେ ଏ ସ୍ଥାନରେ ପହଞ୍ଚିବା ନେଇ ତାଙ୍କୁ କମ ସଂଘର୍ଷ କରିବାକୁ ପଡିନି। ଆସନ୍ତୁ ଆଜି ତାଙ୍କ ଜନ୍ମଦିନରେ ତାଙ୍କ ସହ ଜଡିତ ସଂଘର୍ଷର କାହାଣୀ ଉପରେ ନଜର ପକେଇ ନେବା।
ବାଂଲାଦେଶ ଗସ୍ତରେ ଥିବା ଟିମ ଇଣ୍ଡିଆକୁ ଡବଲ ଝଟକା । ପ୍ରଥମ ଦିନିକିଆରେ ବାଂଲାବାହିନୀ ଠାରୁ ହାରିବା ପରେ ଭାରତୀୟ ଟିମକୁ ଗଣିବାକୁ ପଡିଛି ଜରିମାନା। ରବିବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଦିନିକିଆରେ ଧୀମା ବୋଲିଂ ପାଇଁ ICC ଭାରତୀୟ ଖେଳାଳିଙ୍କ ୮୦ ପ୍ରତିଶତ ମ୍ୟାଚ୍ ଫି କାଟ୍ କରିଛି।
ଗୋଟିଏ ଓଭରରେ ୬ ଛକା ମାରିବା କଥା ଆପଣ ଦେଖିଥିବେ। ହେଲେ ଜଣେ ବ୍ୟାଟର କେମିତି ୬ଟି ବଲରେ ୭ଟି ଛକା ମାରିଲେ ବୋଲି ଆପଣ ଭାବୁଥିବେ। ହେଲେ ଏମିତି ଅସମ୍ଭବକୁ ସମ୍ଭବ କରି ଦେଖାଇଛନ୍ତି ଭାରତୀୟ ବ୍ୟାଟର ଋତୁରାଜ ଗାଏକ୍ୱାଡ।
ଟି-ଟ୍ୱେଣ୍ଟି ସିରିଜ୍ର ବଦଲା ନେବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ ।
ଦ୍ୱିତୀୟ ଟି-୨୦ରେ ନ୍ୟୁଜ୍ଲାଣ୍ଡକୁ ୬୫ ରନ୍ରେ ହରାଇଲା ଭାରତ। ବିଶାଳ ଟାର୍ଗେଟକୁ ପିଛା କରି ୧୮.୫ ଓଭରରେ ସମସ୍ତ ୱିକେଟ ହରାଇ ୧୨୬ ରନ୍ ହିଁ କରି ପାରିଥିଲା ନ୍ୟୁଜଲାଣ୍ଡ ଦଳ।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଦଳ । ବର୍ଷା ଯୋଗୁଁ ବାତିଲ ହୋଇଥିଲା ପ୍ରଥମ ମ୍ୟାଚ୍ ।
ନ୍ୟୁଜିଲ୍ୟାଣ୍ଡର ୱେଲିଂଟନରେ ଆଜି ଅପରାହ୍ନରୁ ହିଁ ବର୍ଷା ଆରମ୍ଭ ହୋଇଯାଇଥିଲା। ଭାରତୀୟ ସମୟ ଦିନ ୧୨ଟା ଓ ନ୍ୟୁଜିଲ୍ୟାଣ୍ଡ ସମୟ ସନ୍ଧ୍ୟା ୭ଟାରେ ମ୍ୟାଚ୍ ଆରମ୍ଭ ହେବାକୁ ଥିଲେ ହେଁ ବର୍ଷା ଛାଡ଼ି ନଥିଲା।
ଟି-ଟ୍ୱେଣ୍ଟି ବିଶ୍ୱକପ ସେମିଫାଇନାଲରେ ଉଭୟ ଦଳ ହାରିବା ପରେ ପରସ୍ପରକୁ ଭେଟୁଛନ୍ତି । ଆଜି ୱେଲିଂଟନରେ ପ୍ରଥମ ଟ୍ୱେଣ୍ଟି-୨୦ ମୁକାବିଲା ହେବ ।
ଆଇସିସି ଅଣ୍ଡର-19 ମହିଳା ବିଶ୍ୱକପ୍ ୨୦୨୫ର ଆୟୋଜନ ଦାୟିତ୍ୱ ମାଲେସିଆ ଓ ଥାଇଲାଣ୍ଡକୁ ମିଳିଥିବା ବେଳେ ୨୦୨୭ ଅଣ୍ଡର-19 ମହିଳା ବିଶ୍ୱକପ୍ର ଆୟୋଜନ ଦାୟିତ୍ୱ ମିଳିତ ଭାବେ ବାଂଲାଦେଶ ଓ ନେପାଳକୁ ମିଳିଛି ।
ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ଟସ୍ ବଟଲର୍ ।
୨୦୦୭ ବିଶ୍ୱକପର ହେବ କି ପୁନରାବୃତ୍ତି ? ପୁଣି ଥରେ ପାକିସ୍ତାନକୁ ମାତ୍ ଦେଇ ଟ୍ରଫି ହାତେଇବ କି ଟିମ୍ ଇଣ୍ତିଆ ?
ବିରାଟ ଏବଂ ସୂର୍ଯ୍ୟକୁମାର ଯାଦବ ସାଜିବେ ତ ମ୍ୟାଚ ୱିନର ? କାରଣ ସାମ୍ନା ସାମ୍ନି ହେବେ ରୋହିତ ଆଣ୍ଡ କୋ ଏବଂ ବଟଲର ବ୍ରିଗେଡ ।
ସୂର୍ଯ୍ୟକୁମାର ଯାଦବ ଯେପରି ବ୍ୟାଟିଂରେ ଜଲୱା ଦେଖାଉଛନ୍ତି ସେହିପରି ତାଙ୍କର ଆୟ ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି ।
ଆଡିଲେଡରେ ପ୍ରାକ୍ଟିସ ବେଳେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି ।
ଆଜି ଜିମ୍ବାୱେ ବିପକ୍ଷ ମ୍ୟାଚ୍ରେ କୋହଲି ବ୍ୟାଟିଂ କରୁଥିବା ବେଳେ ନିଶ୍ୱାସ ନେବାରେ ସଂଘର୍ଷ କରୁଥିଲେ ।
ଟି-୨୦ ବିଶ୍ୱକପ୍ରେ ଆଜି ଭାରତ ଓ ଜିମ୍ବାୱେ ମଧ୍ୟରେ ମୁହାଁମୁହିଁ ହୋଇଛନ୍ତି । ଐତିହାସିକ ମେଲ୍ବର୍ଣ୍ଣ ଷ୍ଟାଡିୟମ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ଟି ୱିକେଟ୍ ହରାଇ ୧୮୬ ରନ୍ ସଂଗ୍ରହ କରିଛି ।
ଆଜି ବିରାଟ କୋହଲିଙ୍କ ଜନ୍ମଦିନ । ମହାନଦୀ ଜଳରାଶିରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ।
ଭାରତର ବିଜୟ ପରେ ବାଂଲାଦେଶ ଓ ପାକିସ୍ତାନୀ ଫ୍ୟାନ୍ସ ରାଗରେ ରକ୍ତ ଚାଉଳ ଚୋବାଉ ଥିବା ଦେଖିବାକୁ ମିଳିଛି। ସେମାନେ ଫିଲ୍ଡ୍ରେ ଥିବା ଅମ୍ପାୟର୍ସଙ୍କ ବିରୋଧରେ ବଡ଼ ଅଭିଯୋଗ ଆଣିଛନ୍ତି।
ପ୍ରଥମେ ବ୍ୟାଟିଂ କରି ଭାରତ ବାଂଲାଦେଶକୁ ୧୮୫ ରନ୍ର ଟାର୍ଗେଟ ଦେଇଛି ।
ଏଡିଲେଡ୍ରେ ହେବାକୁ ଥିବା ଭାରତ- ବାଲାଂଦେଶ(IND vs BAN)ଏହି ମ୍ୟାଚ୍ରେ ବର୍ଷା ଭିଲେନ୍ ସାଜିପାରେ। ମଙ୍ଗଳବାର ଦିନ ଏଠାରେ ବର୍ଷା ହୋଇଥିବାରୁ ବୁଧବାର ଦିନ ମଧ୍ୟ ଆକାଶ ମେଘାଚ୍ଛନ୍ନ ରହିଛି।
ଚଳିତ ଟି-୨୦ ବିଶ୍ୱକପରେ ସବୁଠାରୁ ବଡ଼ ବିପର୍ଯ୍ୟୟ ଘଟାଇଛି ଜିମ୍ବାୱେ। ପାକିସ୍ତାନ ଭଳି ଶକ୍ତିଶାଳୀ ଦଳକୁ ଜିମ୍ବାୱେ ୧ ରନରେ ହରାଇ ଇତିହାସ ସୃଷ୍ଟି କରିଛି।
ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ମାତ୍ ଦେଇଥିବା ଟିମ ଇଣ୍ଡିଆ ଆଜି ଚଳିତ ବିଶ୍ୱକପରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି।