ଓଡିଶାରେ ଅନୁଷ୍ଠିତ ହୋଇଛି ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ । ଏଥିରେ ଅଂଶଗ୍ରହଣ କରିବାକୁ ଓଡ଼ିଶା ପହଞ୍ଚିଥିଲେ କ୍ରିକେଟର ପରୱିନ୍ଦର ଆୱାନା । ଏହି ସମୟରେ ତାଙ୍କୁ ଭେଟିଥିଲା ଓଟିଭି ।
ସ୍ୱରର ମଲ୍ଲିକା ତାଙ୍କର ଅବସର ସମୟରେ ରିୟାଜ୍ କରନ୍ତି କିମ୍ବା ତାଙ୍କ ପ୍ରିୟ ଖେଳ କ୍ରିକେଟ୍ ଦେଖିବାକୁ ପସନ୍ଦ କରନ୍ତି। ୧୯୮୩ ମସିହାରେ ଲର୍ଡସ୍ରେ ଆୟୋଜିତ ଗୌରବମୟ ବିଶ୍ୱ କ୍ରିକେଟ୍ କପ୍ ବିଜୟର ସାକ୍ଷୀ ମଧ୍ୟ ଲତା ମଙ୍ଗେସ୍କର୍। ତେବେ ଆସନ୍ତୁ ଜାଣିବା କିପରି ଲତା ଜୀଙ୍କ କ୍ରିକେଟ୍ ପ୍ରତି ଆସିଲା ଆଗ୍ରହ।
୨୭ରେ ଗୁଜୁରାଟ ଜାଏଣ୍ଟକୁ ଭେଟିବ ଭିଲୱାରା କିଙ୍ଗ୍ସ । ୨୯ରେ ଇଣ୍ତିଆ କ୍ୟାପିଟାଲ୍ସ ଓ ମଣିପାଲ ଟାଇଗର୍ସ ମଧ୍ୟରେ ମୁକାବିଲା ।
ଆସନ୍ତା ୨୬, ୨୭ ଓ ୨୯ ତାରିଖ ପାଇଁ ମୋଟ ୮ ହଜାର ୪ ଶହ ୨୧ ଟିକେଟ୍ ଅଫଲାଇନ୍ରେ ବିକ୍ରି ହେବ । ଗ୍ୟାଲେରୀ ୨ ଓ ୪, କ୍ଲବ ହାଉସ ଓ କର୍ପୋରେଟ ବକ୍ସ ପାଇଁ ମଧ୍ୟ ବିକ୍ରି ହେବ ଟିକେଟ ।
ଆଜି ମୋହାଲିରେ ଅଷ୍ଟ୍ରେଲିଆ ବିପକ୍ଷରେ ତିନିଟିକିଆ ଟି-ଟ୍ୱେଣ୍ଟି ସିରିଜର ପ୍ରଥମ ମ୍ୟାଚ୍ ଖେଳାଯିବ ।
T-20 ବିଶ୍ୱକପ ପୂର୍ବରୁ ଘରୋଇ ମାଟିରେ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ସହ ସିରିଜ ଖେଳିବ ଭାରତ ।
ବିସିସିଆଇ ପକ୍ଷରୁ ପୋଷ୍ଟ ହେଲା ଭାରତୀୟ ଦଳ ନୂଆ ଜର୍ସି ।
ଆସନ୍ତା ୨୦ ରୁ ଆରମ୍ଭ ହେବାକୁ ଥିବା ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜ୍ ଖେଳିବେନି ଅଷ୍ଟ୍ରେଲିଆ ଦଳର ତିନି ପ୍ରମୁଖ ଖେଳାଳି ।
ICC ଟି-୨୦ ବିଶ୍ୱକପ ପାଇଁ ଦଳ ଭାରତୀୟ ଦଳ ଘୋଷଣା କଲା BCCI ।
ଭାରତ ପକ୍ଷରୁ ଦିଆଯାଇଥିବା ୧୭୪ ରନ୍ ଟାର୍ଗେଟକୁ ଗୋଟିଏ ବଲ୍ ବାକିଥାଇ ହାସଲ କରିନେଇଛି ଶ୍ରୀଲଙ୍କା ଟିମ୍ ।
ସୁପର ସଣ୍ଡେରେ ଦୁବାଇ ଇଣ୍ଟରନ୍ୟାସନାଲରେ ମୁହାଁମୁହିଁ ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ ଓ ପାକିସ୍ତାନ ।
ଶେଷ ଓଭର ପର୍ଯ୍ୟନ୍ତ ମ୍ୟାଚ୍ ଚାଲିଥିଲା । ଶେଷ ଓଭରରେ ବି, କିଏ ବାଜି ମାରିବ ତାହା ଆକଳନ କରିବା କଷ୍ଟକର ଥିଲା ।
ଗୋଟିଏ ମ୍ୟାଚ୍ ପୂର୍ବରୁ ଜିମ୍ବାୱେ ବିପକ୍ଷ ଦିନିକିଆ ସିରିଜ୍କୁ କବଜା କରିନେଇଛି ଟିମ୍ ଇଣ୍ଡିଆ। ପ୍ରଥମ ମ୍ୟାଚ୍ ପରି ଦ୍ୱିତୀୟ ମ୍ୟାଚ୍ରେ ମଧ୍ୟ କେଏଲ ରାହୁଲଙ୍କ ଟିମ ଇଣ୍ଡିଆ ଦମଦାର ପ୍ରଦର୍ଶନ କରିଛି।
ବାମହାତୀ ଶାହୀନ ଆଫ୍ରିଦି ନିଜର ସୁଇଂ ବୋଲିଂରେ ସମସ୍ତ ବ୍ୟାଟ୍ସମ୍ୟାନ୍ଙ୍କୁ ଚକମା ଦିଅନ୍ତି । ଶାହୀନ ଆଫ୍ରିଦି ଏସିଆ କପରୁ ବାଦ ପଡ଼ିଛନ୍ତି ।
ଏମିତିକି ଲୋକେ କେତେ କ’ଣ କହିଗଲେ ଓ ସୋସିଆଲ ମିଡିଆରେ ପୋଷ୍ଟ କରି ଚାଲିଲେ ।
ଟିମ୍ ଇଣ୍ତିଆକୁ ବିଗତ କିଛି ବର୍ଷ ମଧ୍ୟରେ ଶିଖର ପହଞ୍ଚାଇଥିବା ଷ୍ଟାର ଖେଳାଳି ବିରାଟ କୋହଲି ଏବେ ମାନସିକ ସ୍ୱାସ୍ଥ୍ୟ ସହ ସଂଘର୍ଷ କରୁଛନ୍ତି ।
୫ ଟିକିଆ ଟି-୨୦ ସିରିଜ୍ରେ ୩ଟି ମ୍ୟାଚ୍ ଜିତି ସିରିଜ୍ କବ୍ଜା । ଚତୁର୍ଥ ମ୍ୟାଚ୍ରେ ୱେଣ୍ଟଇଣ୍ଡିଜ୍କୁ ୫୯ ରନ୍ରେ ହରାଇଲା ଭାରତ ।
ଭାରତୀୟ ଟିମ୍ର ବିଜୟ ପାଇଁ ନାୟକ ସାଜିଥିଲେ ମହମ୍ମଦ ସିରାଜ । ଯିଏକି ଶେଷ ଓଭରରେ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ ।
୨୪୭ ରନ୍ର ପିଛା କରି ୧୪୬ ରନ୍ରେ ରହିଲା ଭାରତ । ରବିବାରର ତୃତୀୟ ତଥା ଶେଷ ମୁକାବିଲା ହେବ ର୍ନିଣ୍ଣାୟକ ।
କୋହଲିଙ୍କୁ ବାଦ୍ ଦିଆଯାଇଛି ନା ବିଶ୍ରାମ ? ଆହତ କାରଣରୁ ବାଦ୍ ପଡ଼ିଛନ୍ତି କି କୋହଲି ?
ସୂର୍ଯ୍ୟକୁମାର ଯାଦବ ଏହି ଟି -୨୦ରେ ଶତକ ହାସଲ କରିବା ପରେ, ସୋସିଆଲ ମିଡିଆରେ ଏକ ପୁରୁଣା ପୋଷ୍ଟ ଜବରଦସ୍ତ ଭାବେ ଭାଇରାଲ ହେବାରେ ଲାଗିଛି ।
ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ବୁଧବାର ଘୋଷଣା ହୋଇଛି ଟିମ୍ ଇଣ୍ଡିଆ। ତେବେ କେବଳ ତିନିଟି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଟିମ୍ ଘୋଷଣା କରାଯାଇଛି। ଶିଖର ଧୱନଙ୍କୁ ଅଧିନାୟକ ଓ ରବୀନ୍ଦ୍ର ଜାଡ଼େଜାଙ୍କୁ ଉପ-ଅଧିନାୟକ କରାଯାଇଛି।
ସଫଳତାର ସହ ଖେଳ ପ୍ରଦର୍ଶନ କରି ଇଲଂଣ୍ଡ ବିଜୟ ହୋଇଛି । ଇଂଲଣ୍ଡର ଏହି ବିଜୟ ସହ ସିରିଜ ଡ୍ର ରହିଛି ।
ବର୍ମିଂହାମ ଟେଷ୍ଟରେ ରବୀନ୍ଦ୍ର ଜାଡ଼େଜାଙ୍କ ଶତକ ହାସଲ କରିଛନ୍ତି । ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ଜାଡେଜାଙ୍କ ଜବରଦସ୍ତ ଶତକ ।